ହସ୍ପିଟାଲରେ ଅମିତାଭ ବଚ୍ଚନ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପ୍ରଶଂସକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର। ଅମିତାଭଙ୍କ ଆଖିରୁ ମୋତିଆବିନ୍ଦୁ ବାହାର କରିବା ପାଇଁ ଶନିବାର ଏକ ଛୋଟ ଲେଜର ଅପରେଶନ୍‌ ହୋଇଥିଲା। ଯାହାକି ବର୍ତ୍ତମାନ ସଫଳ ହୋଇଛି। ବିଗ୍‌ ବି ଅପରେଶନ ଥିଏଟରକୁ ଯାଇଥିଲେ। ସଫଳ ଅପରେଶନ ପରେ ସେ ଥିଏଟରରୁ ବାହାରିଥିଲେ। ଏହାପରେ ସେ ୨୪ ଘଣ୍ଟା ଡାକ୍ତରଙ୍କ ତତ୍ତ୍ୱାବଧାନରେ ରହିଛନ୍ତି। ଆଜି (ସୋମବାର) ଘରକୁ ଫେରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କିତା ଶେୟାର କଲେ ନିଜ ଆକାଉଣ୍ଟ ଡିଟେଲ୍ସ: ସୁଶାନ୍ତଙ୍କ ଭଉଣୀ ରଖିଲେ ଏଭଳି ପ୍ରତିକ୍ରିୟା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ ଅଭନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ପ୍ରତିଦିନ ନୂଆ ନୂଆ ଚାଞ୍ଚଲ୍ୟକର ଖୁଲାସା ହେଉଛି। ନିକଟରେ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଏକ୍ସ-ଗର୍ଲଫ୍ରେଣ୍ଡ...

ପରିବା ବିକୁଛନ୍ତି ଏହି ବଲିଉଡ୍‌ ଅଭିନେତା

ମୁମ୍ବାଇ, ୨୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ କୌଣସି ଫିଲ୍ମ ଅବା ଟିଭି ସିରିଏଲ୍‌ର ଶୁଟିଂ ବନ୍ଦ ରହିଛି। ନିଜ...

ଏହି ଗୀତରେ ଡ୍ୟାନ୍ସ କରି ଦର୍ଶକଙ୍କ ହୃଦୟରେ ନିଆଁ ଲଗାଇଲେ କାଟ୍ରିନା

ମୁମ୍ବାଇ: ଆଜିକାଲି ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ କାଟ୍ରିନା କୈଫ୍‌ଙ୍କ ଫିଲ୍ମ ‘ସୂର୍ଯ୍ୟବଂଶୀ’କୁ ନେଇ ଅନେକ ଚର୍ଚ୍ଚା ଚାଲିଛି। ଫିଲ୍ମ ଅପେକ୍ଷା ଏହାର ଗୀତ...

ସଲମାନଙ୍କ ଏହି ନାୟିକାଙ୍କୁ ଏବେ ଖୋଜୁଛନ୍ତି ଦର୍ଶକ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲ୍‌ମାନ ଖାନ୍‌୍‌ଙ୍କ ସହ ଫିଲ୍ମ ‘ସନମ ବଓ୍ବେଫା’ରେ ନାୟିକା ଭାବେ କାମ କରିଥିବା ଚାନ୍ଦିନୀ ତଥା ନବୋଦିତା ଶର୍ମା ସେତେବେଳେ ଲକ୍ଷ...

କରୋନା ଭୟରେ ଶୁଟିଂ ବନ୍ଦକଲେ ସଲମାନ

ସାରା ବିଶ୍ୱ ଏବେ କରୋନା ଭାଇରସକୁ ନେଇ ଚିନ୍ତାରେ। ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଅନେକ କଳାକାର ଅନ୍ୟ ସ୍ଥାନକୁ ଯିବା...

ମୁଣ୍ଡରେ ଗୋଲାପ ଖୋସି ର଼୍ୟାମ୍ପରେ ଚାଲି ଟ୍ରୋଲ୍‌ ହେଲେ ରାନୁ

ରେଳ ଷ୍ଟେଶନରେ ଗୀତ ଗାଇ ରାତାରାତି ସୋସିଆଲ ମିଡିଆ ସେନସେଶନ୍‌ ପାଲଟିଥିବା ରାନୁ ମଣ୍ଡଳ ଏବେ ପୁଣି ଚର୍ଚ୍ଚାରେ। ଦିନେ ନିଜ ପ୍ରତିଭା ଦ୍ୱାରା ସମସ୍ତଙ୍କ...

ଗୁପ୍ତଚର ଭୂମିକାରେ କଙ୍ଗନା

ନୂଆଦିଲ୍ଲୀ: ଅଭିନେତ୍ରୀ କଙ୍ଗ୍‌ନା ରଣାଓ୍ବତ୍‌ ଅପକମିଂ ଆକ୍ସନ ଥ୍ରିଲର ‘ଧାକଡ଼’ରେ ଜଣେ ଗୁପ୍ତଚର ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି। ଏ ସମ୍ପର୍କରେ କଙ୍ଗ୍‌ନା କହନ୍ତି, ‘ଏହା...

ଜବରଦସ୍ତ ଆକ୍ସନ୍‌ରେ ଭରପୂର ଫିଲ୍ମ ‘ବିକ୍ରମ’

ଅଭିନେତା କମଲ ହାସନ ଆଜିକାଲି ଫିଲ୍ମ ‘ବିକ୍ରମ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଚାରି ବର୍ଷ ପରେ ଏହି ଫିଲ୍ମ ମାଧ୍ୟମରେ ସେ ପରଦାକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି।...

Advertisement
Archives

Model This Week