କରୋନାକୁ ହରାଇଲେ ଅମିତାଭ ବଚ୍ଚନ

କରୋନା ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଥିବା ମେଗାଷ୍ଟାର ଅମିତାଭ ବଚ୍ଚନ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ପୁଅ ଅଭିଷେକ ଟୁଇଟରରେ ସୂଚନା ଦେଇଛନ୍ତି। ପିତା କରୋନା ନେଗେଟିଭ୍‌ ଚିହ୍ନଟ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେ ଏବେ ଘରେ ରହି ବିଶ୍ରାମ ନେବେ ବୋଲି ସେ କହିଛନ୍ତି। ଆରୋଗ୍ୟ କାମନା କରିଥିବା ବ୍ୟକ୍ତିମାନଙ୍କୁ ସେ ଧନ୍ୟବାଦ ଦେଇଛନ୍ତି। ସୂଚନାଯୋଗ୍ୟ, ଅମିତାଭ ବଚ୍ଚନ, ପୁଅ ଅଭିଷେକ, ବୋହୂ ଐଶ୍ଚର୍ଯ୍ୟା ଏବଂ ନାତୁଣୀ ଆରାଧ୍ୟା କରୋନା ଆକ୍ରାନ୍ତ ହୋଇ ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପୂର୍ବରୁ ଐଶ୍ଚର୍ଯ୍ୟା ଏବଂ ଆରାଧ୍ୟା ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଅଭିଷେକ ଏବେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୨ ବର୍ଷୀୟ ଅନିଲଙ୍କ ୨୧ତମ ଜନ୍ମଦିନ ପାଳିଲେ ଝିଅ-ଜ୍ୱାଇଁ

ବମ୍ବେ: ବଲିଉଡ୍‌ର ଏଭରୟଙ୍ଗ୍‌ ଅଭିନେତା ଅନିଲ କପୁର ମଙ୍ଗଳବାର ୬୩ତମ ଜନ୍ମଦିନ ପାଳିଛନ୍ତି। ସ୍ତ୍ରୀ ସୁନିତାଙ୍କଠାରୁ ଆରମ୍ଭ କରି ଦୁଇ ଝିଅ, ଜ୍ୱାଇଁ ଏବଂ ପୁଅ...

ନିଜ ଛାଇ ଫଟୋ ଶେୟାର କଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ନିଜର ଦମ୍‌ଦାର ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଛପାକ’ରେ ତାଙ୍କ ଅଭିନୟକୁ ଦର୍ଶକ...

ଏବେ ଆକ୍ସନ ଫିଲ୍ମ କରିପାରନ୍ତି ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା ଶାହାରୁଖ ଖାଁ କିଛି ଦିନ ହେବ ତାଙ୍କ ପ୍ରଶଂସକଙ୍କଠାରୁ ଦୂରେଇ ରହିଥିଲେ। ଏହାର କାରଣ ବି ଥିଲା। କାରଣ ହେଉଛି ତାଙ୍କ...

ଜୋତା ପଲିସ କରୁଥିବା ବ୍ୟକ୍ତିଙ୍କ ଗୀତଶୁଣି ଭାବୁକ ହେଲେ ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା କମ୍ପାନୀର ଚେୟାରମ୍ୟାନ୍‌

ଶିଳ୍ପପତି ତଥା ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା କମ୍ପାନୀର ଚେୟାରମ୍ୟାନ୍‌ ଆନନ୍ଦ ମହିନ୍ଦ୍ରା ଜୋତା ପଲିସ କରୁଥିବା ଜଣେ ବ୍ୟକ୍ତିଙ୍କ ଗୀତ ଶୁଣି ଭାବୁକ ହୋଇପଡ଼ିଛନ୍ତି। ଏହି...

ରାମସୀତା ପରି ଯୋଡି ହ୍ରିତିକ୍‌, ଦୀପିକା

ହିନ୍ଦୁ ପୌରାଣିକ ଗ୍ରନ୍ଥ ‘ରାମାୟଣ’ ଉପରେ ଆଉ ଏକ ବଲିଉଡ୍‌ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ନିର୍ଦ୍ଦେଶକ ନିତେଶ୍‌ ତିଓ୍ବାରୀ ଏବଂ ରବି ଉଡୟାଭରଙ୍କ ଆଗାମୀ...

ପୁଣି ବଡ଼ ପରଦାରେ ଦର୍ଶକଙ୍କୁ ହସାଇବେ ଅଜୟ

ମୁମ୍ବାଇ: ପ୍ରଯୋଜକ ଇନ୍ଦ୍ର କୁମାରଙ୍କ ସୁପରହିଟ୍‌ ଫିଲ୍ମ ‘ଟୋଟାଲ ଧମାଲ୍‌’ ବକ୍ସ ଅଫିସ୍‌ରେ ଧମାଲ ମଚାଇବା ପରେ ପୁଣି ବଡ଼ ପରଦାରେ ଦର୍ଶକଙ୍କୁ ହସାଇବାକୁ ଯାଉଛନ୍ତି...

ଲକ୍‌ଡାଉନ୍‌ ସମୟରେ ଘରେ ରୁଟି ତିଆରି କରୁଛନ୍ତି ହିମାଂଶୀ

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ୨୧ ଦିନ ଯାଏଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ...

ଜଙ୍କ୍‌ଫୁଡ୍‌ରେ ସୋନମ୍‌ଙ୍କ ପ୍ରିୟ ଗୁପ୍‌ଚୁପ୍‌

ମୁମ୍ବାଇ: ବଲିଉଡ୍‌ କଳାକାରମାନେ ଫିଟ୍‌ ରହିବାକୁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଇଥାନ୍ତି। ବିଶେଷକରି ଜଙ୍କ୍‌ଫୁଡ୍‌ଠାରୁ ଦୂରେଇ ରୁହନ୍ତି ଅଭିନେତ୍ରୀମାନେ। ମାତ୍ର ଏବେ ବଲିଉଡ୍‌ ଫ୍ୟାଶନ୍‌...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *