ପ୍ରତ୍ୟେହ ୧୨-୧୪ ଘଣ୍ଟା କାମ କରନ୍ତି ବିଗ୍‌-ବି: କେବିସି-୧୨ ପାଇଁ କବିତା ଲେଖି କହିଲେ ମନକଥା

ବମ୍ବେ: ମହାମାରୀ କରୋନାକୁ ହରାଇବା ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ସେ ଏବେ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ର ଶୁଟିଂରେ ବ୍ୟସ୍ତ। ଖୁବ୍‌ଶୀଘ୍ର ଏହାର ୧୨ତମ ସିଜନ୍‌ ପ୍ରସାରିତ ହେବାକୁ ଯାଉଛି। ଏହାକୁ ନେଇ ବେଶ୍‌ ଉତ୍ସାହିତ ଥିବା ଅମିତାଭ ଏକ କବିତା ଲେଖି ଦର୍ଶକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସୋସିଆଲ ମିଡିଆରେ ସେ ଶେୟାର କରିଥିବା ପୋଷ୍ଟରେ ଅମିତାଭଙ୍କୁ ଶୁଟିଂ କରୁଥିବା ଦେଖାଯାଇଛି। ଫଟୋରେ ନୀଳ ରଙ୍ଗର ଶୁଟ୍‌ ପିନ୍ଧିଛନ୍ତି ସେ। ପ୍ରତିଦିନ ୧୨ରୁ ୧୪ ଘଣ୍ଟା କାମ କରୁଛି ବୋଲି ସେ କହିଛନ୍ତି। ଏହାଛଡ଼ା କାର୍ଯ୍ୟକ୍ରମକୁ ଦର୍ଶକେ ପସନ୍ଦ କରୁଥିବାରୁ ଧନ୍ୟବାଦ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ଇଚ୍ଛାକୁ ପୂରଣ କଲେ କ୍ରିକେଟର୍‌ କେ.ଏଲ ରାହୁଲ

ଅଭିନେତା ସୁନୀଲ ସେଟ୍ଟୀଙ୍କ ତନୟା ତଥା ଅଭିନେତ୍ରୀ ଆଥିଆ ସେଟ୍ଟୀ ଏବଂ କ୍ରିକେଟର୍‌ କେ.ଏଲ ରାହୁଲଙ୍କ ମଧ୍ୟରେ ପ୍ରେaମ ସମ୍ପର୍କ କାହାକୁ ଅଚପା ନାହିଁ। ଉଭୟ...

କୋରିଓଗ୍ରାଫର ରେମୋଙ୍କୁ ହୃଦ୍‌ଘାତ, ଗୁରୁତର ଅବସ୍ଥାରେ କୋକିଲାବେନ୍‌ ହସ୍ପିଟାଲରେ ଭର୍ତ୍ତି

ବମ୍ବେ: ଖ୍ୟାତନାମା କୋରିଓଗ୍ରାଫର ତଥା ନିର୍ଦ୍ଦେଶକ ରେମୋ ଡିସୁଜାଙ୍କୁ ହୃଦ୍‌ଘାତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ କୋକିଲାବେନ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ସର୍ଜରୀ ହେବା...

ଭଲ ସିନେମାରେ ଅଭିନୟ ଚାହାନ୍ତି ମୃଣାଳ

ନୂଆଦିଲ୍ଲୀ: ଅଭିନେତ୍ରୀ ମୁଣାଳ ଠାକୁର ଭଲ ସିନେମାରେ ଅଭିନୟ କରିବାକୁ ଚାହାନ୍ତି ବୋଲି କହିିଛନ୍ତି। ତାଙ୍କ କହିବା କଥା ହେଉଛି ଦର୍ଶକ ଯେତେବେଳେ ଭଲ ବିଷୟବସ୍ତୁଭିତ୍ତିକ...

ରିୟାଙ୍କୁ ୯ ଘଣ୍ଟା ଧରି ଜେରା କଲା ସିବିଆଇ

ମୁମ୍ବାଇ, ୩୦।୮(ପି.ଟି.)-ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାରେ ରବିବାର ପୁଣି ଥରେ ସିବିଆଇ ନିକଟରେ ହାଜର ହୋଇଛନ୍ତି ମୁଖ୍ୟ ଅଭିଯୁକ୍ତ ରିୟା ଚକ୍ରବର୍ତ୍ତୀ। ତୃତୀୟ ଦିନ...

ମା’ଙ୍କ ମୃତ୍ୟୁ ପରେ କାନ୍ଦି ନ ଥିଲେ ସଞ୍ଜୟ ଦତ୍ତ: ଜାଣନ୍ତୁ କାହିଁକ…

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଫୁସ୍‌ଫୁସ୍‌ କର୍କଟ (କ୍ୟାନସର) ରୋଗରେ ପୀଡିତ ଅଛନ୍ତି। ବର୍ତ୍ତମାନ ଏହା ତୃତୀୟ ଷ୍ଟେଜ୍‌ରେ ଅଛି। ଏହି ଖବର ଜଣାପଡ଼ିବା ପରେ...

ଛାଡ଼ପତ୍ର ପରେ ଦ୍ୱିତୀୟ ବିବାହ କରିଲେ ବଲିଉଡ୍‌ର ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ର ସୁପରହିଟ୍‌ ଫିଲ୍ମ ‘ରହନା ହୈ ତେରେ ଦିଲ୍‌ ମେଁ’ ଅଭିନେତ୍ରୀ ଦିୟା ମିର୍ଜା ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ,...

ଅନୁଷ୍କାଙ୍କ ବେବି ବମ୍ପ ଦେଖି ଏମିତି କହିଲେ ବିରାଟ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆ...

ସମୟାନୁବର୍ତ୍ତୀ ରଣବୀର

ରଣବୀର ସିଂଙ୍କୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା। ଏବେ ତାଙ୍କୁ ଏକାଥରେ ଦୁଇଟି ଜିନିଷ ପ୍ରତି ଧ୍ୟାନ ଦେବାକୁ ପଡୁଛି। ଗୋଟିଏ ହେଲା, ଫିଲ୍ମ ଶୁଟିଂ...

Advertisement
Archives

Model This Week