ଅମିତାଭଙ୍କ ଘର ନିକଟକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ମୁମ୍ବାଇ,୧୨।୭: କରୋନା ମହାମାରୀ ସହ ସମସ୍ତେ ଲଢିବାକୁ ପ୍ରସ୍ତୁତ ଥିବା ବେଳେ ଏହା ଏବେ ବଲିଉଡ୍‌ ଜଗତକୁ ପ୍ରବେଶ କରିଛି। ଶନିବାର ବିଗ୍‌ ବି ଅମିତାଭ ଓ ତାଙ୍କ ପୁଅ କରୋନା ସଂକ୍ରମଣ ହେବା ଖବର ସମସ୍ତଙ୍କୁ ଚମକାଇ ଦେଇଥିଲା। ଏବେ ସେମାନେ ହସ୍ପିଟାଲରେ ଚିକିତ୍ସିତ ହେବା ସହ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛିଥିବା ମେଡିକାଲ ପକ୍ଷରୁ ଦର୍ଶାଯାଇଛି। ତେବେ ଅମିତାଭଙ୍କ ଘର ‘ଜଲସା’ ବାହାରେ ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ ପକ୍ଷରୁ ରବିବାର ପୋଷ୍ଟର ଲଗାଯାଇ ଏହାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍ସ ସର୍ଭର ହ୍ୟାକ କରିଥିଲା ଚାଇନା…

ନୂଆଦିଲ୍ଲୀ,୧୪।୧୨ : ଦିଲ୍ଲୀର ଏମ୍ଦ ହସ୍ପିଟାଲରେ ସାଇବର ଆକ୍ରମଣରେ ଏକ ଏଫଆଇଆର୍‌ ପଞ୍ଜିକୃତ ହୋଇଥିଲା। କୁହାଯାଉଥିଲା ଯେ ଏହି ସାଇବର ଆକ୍ରମଣ ଚାଇନା ଦ୍ୱାରା କରାଯାଇଛି।...

କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାସ୍ତା ସିଲ୍‌

ହାଟଡିହୀ,୧୩ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୁଧବାର ପୁଣି ଦୁଇ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଆକ୍ରାନ୍ତ ଦୁଇ ଜଣ...

ମାଇନସ୍‌ ଡିଗ୍ରୀ ତାପମାତ୍ରାରେ ତପସ୍ୟା କଲେ ଯୋଗୀ

ନୂଆଦିଲ୍ଲୀ,୧୬।୨: କୁହାଯାଏ ତପସ୍ୟାର ଶକ୍ତି ଖୁବ୍‌ ଅଧିକ। ଏବେ ଭାଇରାଲ ହୋଇଥିବା ଏକ ଭିଡିଓ ଏହାର ସତ୍ୟତା ସମ୍ପର୍କରେ ସୂଚନା ଦେଉଛି ବୋଲି ଆଲୋଚନା ହେଉଛି।...

ରାଜ୍ୟ ସଭାର ୫୫ ଆସନ ପାଇଁ ୨୬ ମାର୍ଚ୍ଚରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୫।୨: ରାଜ୍ୟ ସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ମଙ୍ଗଳବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା...

‘ମନ୍ତ୍ରୀ ପଦ ପାଇଁ କଂଗ୍ରେସ ଛାଡ଼ି ଭାଜପାରେ ମିଶିଥିଲି’

ବେଲାଗାଭି,୧୩।୯: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍‌ ସରକାର ଭାଙ୍ଗିବା ପୂର୍ବରୁ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେବା ପାଇଁ ମୋତେ ଟଙ୍କା ନେବାକୁ ପ୍ରସ୍ତାବ ଦିଆଯାଇଥିଲା। ରବିବାର...

ହାସ୍ୟ ଅଭିନେତାରୁ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼, ୧୬।୩ : ଭାଗଓ୍ବନ୍ତ ମାନ୍‌ ହାସ୍ୟ ଅଭିନେତାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ଯାତ୍ରା ଶେଷ କରିଛନ୍ତି। ବୁଧବାର ସେ ପଞ୍ଜାବର ୧୭ ତମ...

ଚାଇନାରେ ପାଟିରେ ଦିଆଯାଉଥିବା କରୋନା ଟିକାକରଣ ଆରମ୍ଭ, ବେଜିଂରେ ମନୋରଞ୍ଜନ ପାର୍କ ବନ୍ଦ…

ବେଜିଂ,୨୭।୧୦ : ଚାଇନାର ସାଂଘାଇରେ ପାଟିରେ ଦିଆ ଯାଉଥିବା ଛୁଞ୍ଚି ବିହୀନ କରୋନା ଟିକାକରଣ ଆରମ୍ଭ ହୋଇଛି। ସହରର ଏକ ସରକାରୀ ସୋସିଆଲ ମିଡିଆ ଆକାଉଣ୍ଟରେ...

ରଥଯାତ୍ରା ଦେଖିପାରିବେନି ଶ୍ରଦ୍ଧାଳୁ!

ଭୁବନେଶ୍ୱର,୩।୭(ବ୍ୟୁରୋ): ଚଳିତ ଥର ମଧ୍ୟ କରୋନା କଟକଣାରେ ଅନୁଷ୍ଠିତ ହେବ ରଥଯାତ୍ରା। ଏଥିର ବି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଘରେ ରହି ଠାକୁରଙ୍କ ଆଶୀର୍ବାଦ...

Advertisement
Archives

Model This Week