ଆଓ୍ବାର୍ଡ ଶୋରେ ଲୋକଙ୍କ ମଝିରେ ଜୟାଙ୍କୁ ଚୁମ୍ବନ ଦେଇଥିଲେ ଅମିତାଭ, ମଝିରେ ବସିଥିଲେ ପୁଅ

ବଲିଉଡ୍‌ର ବିଗ୍‌ ବି ଅମିତାଭ ବଚ୍ଚନ ଇଣ୍ଡଷ୍ଟ୍ରିରେ ପାଦ ଦେବାର ୫୦ ବର୍ଷରୁ ଅଧିକ ସମୟ ବିତିଗଲାଣି। ସେ ୧୯୬୯ ମସିହାରେ ‘ସାତ ହିନ୍ଦୁସ୍ତାନୀ’ରୁ ବଲିଉଡରେ ଡେବ୍ୟୁ କରିଥିଲେ। ଏଯାବତ୍‌ ସେ ଇଣ୍ଡଷ୍ଟ୍ରିରେ ସକ୍ରିୟ ଅଛନ୍ତି। ଜୟାଙ୍କ ଜନ୍ମଦିନ, ଅବସରରେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଅଭିଷେକ, ଜୟା, ଅମିତାଭ ନଜର ଆସିଛନ୍ତି। ଏକ ଆଓ୍ବାର୍ଡ ଶୋରେ ସମସ୍ତେ ଏକାଠି ବସିଛନ୍ତି।

ଭିଡିଓରେ ଶାହରୁଖ ଖାନ ଏହି ଶୋକୁ ହୋଷ୍ଟ କରୁଥିବା ଦେଖିବାକୁ ମିଳିଥିଲା। ଏହା ବ୍ୟତୀତ ଅନେକ କଳାକାର ବସିଥିଲେ। ପରେ ଅମିତାଭ ପୁରସ୍କାର ପାଇ ଆନନ୍ଦରେ ହଠାତ୍‌ ସମସ୍ତଙ୍କ ଉପସ୍ଥିତିରେ ଜୟାଙ୍କୁ ଚୁମ୍ବନ କରିଛନ୍ତି। ଏପରି ପରିସ୍ଥିତିରେ, ଦୁହିଁଙ୍କ ମଝିରେ ବସିଥିବା ପୁଅ ଅଭିଷେକ ଖୁସି ହୋଇଯାଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri