ନୁର ଖାନ ଏୟାର ବେସ୍‌ରୁ କ୍ୱିଭ୍‌ ଯାଉଛି ଗୋଳା ବାରୁଦ…

ଇସଲାମାବାଦ,୫।୧୦ : ପାକିସ୍ତାନ ଏବେ ଏକ ନୂଆ ବିବାଦରେ ଛନ୍ଦି ହୋଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରୁଷିଆ-ୟୁକ୍ରେନ ବିବାଦରେ ପାକିସ୍ତାନ ନିରପେକ୍ଷ ନୁହେଁ। ଏହା ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଏବଂ ଗୋଳା ବାରୁଦ ଯୋଗାଉଛି। ୟୁରୋପ ଭିତ୍ତିକ ପ୍ରକାଶନ ଜିଓ-ପଲିଟିକ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଇସଲାମାବାଦ ପ୍ରତିରକ୍ଷା ସାମଗ୍ରୀ ଠିକାଦାରଙ୍କ ମାଧ୍ୟମରେ ୟୁକ୍ରେନକୁ ବିକ୍ରି କରୁଛି।

ଜିଓ-ପଲିଟିକ ରିପୋର୍ଟ ଅନୁଯାୟୀ, ୟୁକ୍ରେନ ସରକାରଙ୍କୁ ଉତ୍ପାଦିତ ପ୍ରତିରକ୍ଷା ଷ୍ଟୋର ଯୋଗାଣକୁ ସୁଗମ କରିବା ପାଇଁ ଇସଲାମାବାଦ ଭିତ୍ତିକ ଅସ୍ତ୍ର ଯୋଗାଣକାରୀ ଏମ / ଡିଏମଆଇ ଆସୋସିଏଟ୍ସ ବୁଲଗେରିଆ ସ୍ଥିତ ଫାର୍ମ ଏମ / ଡିଫେନ୍ସ ଇଣ୍ଡଷ୍ଟ୍ରି ଗ୍ରୁପ ସହ ଯୋଗାଯୋଗରେ ଅଛି। ସ୍ଲୋଭାକିଆର ଏକ ପ୍ରତିରକ୍ଷା କମ୍ପାନୀ ଏମ / କେମିକା, ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପାକ ଅର୍ଡାନ୍ସ କାରଖାନାକୁ ଗୁଳା ବାରୁଦ ଯୋଗାଣର ପ୍ରତିରକ୍ଷା ଯୋଗାଣକାରୀ ଏମ / କେଷ୍ଟ୍ରାଲଙ୍କ ସହ ଯୋଗାଯୋଗ କରିଥିବା ମଧ୍ୟ ଅଭିଯୋଗ ହୋଇଛି।

ପାକିସ୍ତାନର ନୁର ଖାନ ଏୟାରବେସରୁ ସାମରିକ ଉପକରଣ ୟୁକ୍ରେନର କ୍ୱିଭ୍‌ରେ ପହଞ୍ଚୁଛି। ରୁଷିଆର ୱେବ ପୋର୍ଟାଲ ରିଫାନରେ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ ରାୱଲପିଣ୍ଡିରେ ଥିବା ପାକିସ୍ତାନର ନୁର ଖାନ ଏୟାରବେସ ୟୁକ୍ରେନ ସାମରିକ ଉପକରଣ ପରିବହନ ପାଇଁ ଏକ ପ୍ରମୁଖ ଆଧାର ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri