ଆଇଏମ୍‌ଏମ୍‌ଟି ଭୁବନେଶ୍ୱର ସହ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ବୁଝାମଣା

ଭୁବନେଶ୍ୱର,୨୧।୬: (ଅଭୟ ଦାଶ): ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ୍‌ (ଏଏମ୍‌-ଏନ୍‌ଏସ୍‌) ଇଣ୍ଡିଆର ଓଡ଼ିଶା ୟୁନିଟ୍‌ ଏବଂ କେନ୍ଦ୍ରୀୟ ଗବେଷଣା ସଂସ୍ଥା ସିଏସଆଇଆର୍‌-ଆଇଏମ୍‌ଏମ୍‌ଟି ଭୁବନେଶ୍ୱର ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ନିମ୍ନମାନର ଲୁହାପଥର ଓ ଲୁହାପଥର ପେଲେଟ୍‌ ପ୍ରକ୍ରିୟାକରଣ କ୍ଷେତ୍ରରେ ଗବେଷଣା ଓ ବିକାଶର ସହଯୋଗକୁ ପ୍ରୋସତ୍ାହିତ କରିବା ପାଇଁ ଉକ୍ତ ଏମ୍‌ଓୟୁ ସ୍ବାକ୍ଷାରିତ ହୋଇଥିବା ଜଣାପଡିଛି। ଏପରିକି ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ଓଡ଼ିଶା ଆସେଟସ୍‌ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜି. ସୁରେଶା ଏବଂ ସିଏସଆଇଆର୍‌-ଆଇଏମ୍‌ଏମ୍‌ଟିର ଖଣିଜ ପ୍ରକ୍ରିୟାକରଣ ଓ ବ୍ୟବସାୟ ବିକାଶର ମୁଖ୍ୟ ବୈଜ୍ଞାନିକ ଡ. ଅଶୋକ ସାହୁଙ୍କ ଦ୍ୱାରା ଉକ୍ତ ଏମ୍‌ଓୟୁ ସ୍ବାକ୍ଷର ହୋଇଛି। ଏହି ପରିପ୍ରେକ୍ଷୀରେ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟିର ନିର୍ଦ୍ଦେଶକ ଡ.ରାମାନୁଜ ନାରାୟଣ, ବୈଜ୍ଞାନିକ ଏଚ୍‌ ଏବଂ ଟିକେଡିଏଲ୍‌ ସିଏସ୍‌ଆଇଆର୍‌ ମୁଖ୍ୟ ଡ. ବିଶ୍ୱଜାନାନୀ, ନୂଆଦିଲ୍ଳୀ ବୈଜ୍ଞାନିକ ଏବଂ ସିଏସଆଇଆର୍‌-ଆଇଏମ୍‌ଏମ୍‌ଟି ଏବଂ ଏଏମ୍‌-ଏନ୍‌ଏସ୍‌ ଇଣ୍ଡିଆର ପାରାଦୀପ ୟୁନିଟ୍‌ ଅଧିକାରୀମାନେ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ସିଏସଆଇଆର୍‌-ଆଇଏମ୍‌ଏମ୍‌ଟି ଏମ୍‌ଡିର ପ୍ରମୁଖ ବୈଜ୍ଞାନିକ ସଚ୍ଚିଦାନନ୍ଦ ସାହୁ ଓ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ଗବେଷଣା ଓ ବିକାଶ ଉପପ୍ରବନ୍ଧକ ସୌମ୍ୟ ସାହୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri