ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ୫୨ତମ ଜାତୀୟ ସୁରକ୍ଷା ସପ୍ତାହ

ଭୁବନେଶ୍ୱର,୨୩।୩: ଆର୍ସଲର ମିତ୍ତଲ ନିପ୍ପନ୍‌ ଷ୍ଟିଲ ଇଣ୍ଡିଆ (ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ) ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ୫୨ତମ ଜାତୀୟ ସୁରକ୍ଷା ସପ୍ତାହ (ଏନ୍‌ଏସ୍‌ଡବ୍ଲ୍ୟୁ) ପାଳିତ ହୋଇଯାଇଛି। ଏପରିକି କମ୍ପାନୀର ସମସ୍ତ କାର୍ଯ୍ୟ କ୍ଷେତ୍ର (ଓଡ଼ିଶା) ଠାରେ ମଧ୍ୟ ଏହା ପାଳନ କରାଯାଇଥିଲା। ବିଶେଷକରି ସପ୍ତାହବ୍ୟାପୀ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ କମ୍ପାନୀର ବରିଷ୍ଠ ନେତୃତ୍ୱବୃନ୍ଦ, ବ୍ୟବସାୟ ସହଯୋଗୀ, କର୍ମଚାରୀ ଏବଂ କାରଖାନା ପରିଚାଳନାଠାରେ ନିୟୋଜିତ ଶ୍ରମିକ ପ୍ରତ୍ୟକ୍ଷ ଭାବେ ଯୋଗଦାନ କରିଥିଲେ।

ଏ ସମ୍ପର୍କରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ (ଓଡ଼ିଶା ଅପରେଶନ)ର କାର୍ଯ୍ୟନିର୍ବାହୀ ଅଧିକାରୀ ସୁରେଶା.ଜି କହିଛନ୍ତି, ନିରପତ୍ତା ଏକ ବ୍ୟକ୍ତିଗତ ତଥା ସାମୂହିକ ଦାୟିତ୍ୱବୋଧତା। ଏପରିକି କମ୍ପାନୀ ପରିସରରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ ଏବଂ ଶ୍ରମିକମାନଙ୍କ ସ୍ବାସ୍ଥ୍ୟ ଏବଂ ସୁରକ୍ଷାକୁ ଏକ ଦୃଷ୍ଟାନ୍ତମୂଳକ ସ୍ତର ସ୍ଥିର କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ବିଶେଷକରି ଆମେ ସ୍ବାସ୍ଥ୍ୟ ଏବଂ ସୁରକ୍ଷାକୁ ଏକ ସାମାଜିକୀକରଣ କରିବାକୁ ଲକ୍ଷ୍ୟ ରଖିବା ସହ ବିଭିନ୍ନ ଆଚରଣ ଭିତ୍ତିକ ଅଧିବେଶନ, କ୍ରସ୍‌ ଫଙ୍କ୍‌ସନାଲ ଶପ୍‌ ଫ୍ଲୋର ଅଡିଟ୍‌, ବିଭିନ୍ନ ପୁରସ୍କାର ଏବଂ ସ୍ବୀକୃତି ଇତ୍ୟାଦିର କାର୍ଯ୍ୟକ୍ରମ ଆରମ୍ଭ କରିଛୁ। ଏପରିକି ଯେକୌଣସି କାରଖାନା ପାଇଁ ବ୍ୟବସାୟିକ ସ୍ବାସ୍ଥ୍ୟ ଏବଂ ସୁରକ୍ଷା ଉପରେ ସର୍ବଦା ପ୍ରାଥମିକତା ଦେବା ନିତାନ୍ତ ଜରୁରୀ। ଅପରପକ୍ଷରେ ଜାତୀୟ ନିରାପତ୍ତା ସପ୍ତାହ-୨୦୨୩ର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୭୦ରୁ ଅଧିକ କର୍ମଚାରୀ ଓ ବ୍ୟବସାୟିକ ସହଯୋଗୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri