ଦେଶର ୫୦ ସ୍ବତନ୍ତ୍ର ଐତିହ୍ୟ ବୟନକଳା ସାମଗ୍ରୀ ମଧ୍ୟରେ ଓଡ଼ିଶାର ୫

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ଓ ବୟନ ସାମଗ୍ରୀ ନିଜର ସ୍ବତନ୍ତ୍ରତା ପାଇଁ ସବୁବେଳେ ଜାତୀୟ ତଥା ଅନ୍ତର୍ଜାତୀୟ ଚାହିଦା ବଜାୟ ରଖି ଆସିଛି। ଶନିବାର ୟୁନେସ୍କୋ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦେଶର ୫୦ଟି ସ୍ବତନ୍ତ୍ର ତଥା ଆଇକନିକ୍‌ ଐତିହ୍ୟ ବୟନକଳା ସାମଗ୍ରୀ ମଧ୍ୟରେ ଓଡ଼ିଶାର ୫ ଉତ୍ପାଦ ସ୍ଥାନ ପାଇଛି। ‘ହ୍ୟାଣ୍ଡ୍‌ମେଡ୍‌ ଅଫ୍‌ ଦି ଟ୍ବେଣ୍ଟିଫାଷ୍ଟ ସେଞ୍ଚୁରୀ: ସେଫ୍‌ଗାର୍ଡିଂ ଟ୍ରାଡିଶନାଲ ଇଣ୍ଡିଆନ ଟେକ୍ସଟାଇଲ୍‌’ ନାମକ ଏହି ରିପୋର୍ଟରେ ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଭାରତରୁ ୧୧ଟି ଲେଖାଏ, ପୂର୍ବ ଭାରତରୁ ୧୦ଟି ଓ ଉତ୍ତର ପୂର୍ବ ରାଜ୍ୟରୁ ୪ଟି ଉତ୍ପାଦ ତାଲିକାଭୁକ୍ତ ହୋଇଛି। ପୂର୍ବାଞ୍ଚଳ ବୟନକଳା ଉତ୍ପାଦ ମଧ୍ୟରେ ଓଡିଶାର ୫ଟି ପ୍ରସିଦ୍ଧ ହସ୍ତତନ୍ତ ବସ୍ତ୍ର ସ୍ଥାନ ପାଇଛି। ସେଗୁଡ଼ିକ ହେଉଛି ସମ୍ବଲପୁରର ‘ବାନ୍ଧ କଳା କାର୍ଯ୍ୟ’, ବ୍ରହ୍ମପୁରର ‘ପାଟ’ (ଫୋଡା କୁମ୍ଭ), ଖୋର୍ଦ୍ଧାର ‘ଧଳାପଥର ସ୍କ୍ରିନ୍‌’, କନ୍ଧମାଳର ଡଙ୍ଗରିଆ ହସ୍ତତନ୍ତ ବସ୍ତ୍ର ଏବଂ କେନ୍ଦୁଲିର କାଲିଗ୍ରାଫିକ୍‌ (ହସ୍ତଲିପି) ବୁଣା ପାଟ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୧୬ଟି ପ୍ରସ୍ତାବରେ ବାଜିଲା ମୋହର;ନବମ-ଦଶମ ପିଲାଙ୍କୁ ମାଗଣା ବହି,ବଦଳିବ ସହରର…

ଭୁବନେଶ୍ୱର,୧୩|୧୦: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୧୧ଟି ବିଭାଗର ମୋଟ ୧୬ଟି ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ ଦେଇଥିବା…

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?