ପୋଲିସ, ବିକ୍ଷୋଭକାରୀ ସଂଘର୍ଷ

ଇମ୍ଫାଲ,୨୮ା୯: ଜାତିଆଣ ହିଂସା ପ୍ରଭାବିତ ମଣିପୁରରେ ମେଇତି ସମ୍ପ୍ରଦାୟର ନିଖୋଜ ଛାତ୍ରୀ ଲୁଓ୍ବାଙ୍ଗ୍‌ବି ହିଜାମ୍‌ ଏବଂ ଛାତ୍ର ଫିଜାମ୍‌ ହେମନ୍‌ଜିତଙ୍କୁ ଅପହରଣ ଓ ହତ୍ୟା କରାଯାଇଥିବା ଜଣାପଡ଼ିବା…

୨୦ ଭେଣ୍ଡରଙ୍କୁ କଳାତାଲିକାଭୁକ୍ତ କରାଗଲାନି

ନୟାଗଡ଼/ଭାପୁର,୨୮।୯(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ଭେଣ୍ଡର ଆକାଉଣ୍ଟ ଖୋଲି ନୟାଗଡ଼ ଜିଲାର ଭାପୁର ବ୍ଲକରେ ୫୧ କୋଟି ୨୭ ଲକ୍ଷ ଠକେଇ ଘଟଣାରେ କାର୍ଯ୍ୟାନୁଷ୍ଠାନ ନ ଥିବାରୁ ଅସନ୍ତୋଷ…

ଯବାନଙ୍କ ପରିବେଶ ଚିନ୍ତା, କ୍ୟାମ୍ପସ୍‌ରେ ଲଗାଇ ସାରିଲେଣି ୪ ହଜାର ଚାରା

ମାଲକାନଗିରି, ୨୮ା୯(ଦୁର୍ଯ୍ୟୋଧନ ପାତ୍ର): ଆମ ଦେଶର ସୁରକ୍ଷା କର୍ମୀ ବିଏସ୍‌ଏଫ୍‌, ଡିଆର୍‌ଜି , ସିଆରପିଏଫ, କୋବ୍ରା, ଓଡିଶା ରାଜ୍ୟ ଆର୍ମ ଫୋର୍ସର ଯବାନମାନେ ନିଜ ଜୀବନକୁ ବାଜି…

ପୋଲ ପାଲଟିଛି ମରଣଯନ୍ତା: ବ୍ୟୟ ଅଟକଳ ସହ ସରିଛି ଟେଣ୍ଡର, ଆରମ୍ଭ ହେଉନି କାମ

ପୋଟେରୁ, ୨୮ା୯ (ସୌରଭ ମଣ୍ଡଳ): ମାଲକାନଗିରି ଜିଲାରୁ ମାଲକାନଗିର-ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜପଥର ପୋଟେରୁ ପୋଲ ମରଣଯନ୍ତା ପାଲଟିଛି। ପୋଲ ଉପରେ ବଡ଼…

ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର, ୨୮।୯(ଅସମାପିକା ସାହୁ)ରାଜ୍ୟରେ ଗତ ୨୧ବର୍ଷ ହେବ ଆୟୂଷ ଡାକ୍ତରଙ୍କ ପାଇଁ ନିଯୁକ୍ତି ବାହାରିନି। ଫଳରେ ବହୁ ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର ନିଯୁକ୍ତି ପାଇବାରୁ ବଞ୍ଚତ୍ତ ହୋଇଛନ୍ତି।…

ଆଟେଣ୍ଡାଣ୍ଟ ସସ୍‌ପେଣ୍ଡ, ଡିଏନ୍‌ଏ ଟେଷ୍ଟ ଜିଦ୍‌ରେ ପ୍ରାଣକୃଷ୍ଣ

ଭୁବନେଶ୍ୱର, ୨୮।୯(ଅସମାପିକା ସାହୁ)ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଲେବର ରୁମ୍‌ର ଆଟେଣ୍ଡାଣ୍ଟଙ୍କୁ ହସ୍ପିଟାଲ କର୍ତ୍ତୃପକ୍ଷ ସସ୍‌ପେଣ୍ଡ କରିଛନ୍ତି। ଦାୟିତ୍ୱରେ ଅବହେଳା ପାଇଁ ଏହି…

ଭରା ନଦୀରୁ ୧୦ ଜଣଙ୍କୁ ବଞ୍ଚାଇଲେ ୨ ଆଦିବାସୀ ଯୁବକ

ଟିକିରି,୨୮।୯(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଗୋରଖପୁର ପଞ୍ଚାୟତ କାହ୍ନୁଗୁଡା ଗ୍ରାମର ସରକାରୀ ବିଦ୍ୟାଳୟରେ ଅଭିଭାବକଙ୍କ ଏକ କାର୍ଯ୍ୟକ୍ରମକୁ ଆସି ଗ୍ରାମକୁ ଫେରୁଥିବାବେଳେ ନଦୀରେ…

ଋଣବୋଝ ନେଲା ଚାଷୀଙ୍କ ଜୀବନ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲା ଗାଇସିଲେଟ୍‌ ଥାନା ରାଇସଲପଦର ପଞ୍ଚାୟତର ଉମରାଡ ଗ୍ରାମରେ କୀଟନାଶକ ଖାଇ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ…

ଜିଦ୍‌ରେ ଅଟଳ ମଧ୍ୟାହ୍ନଭୋଜନ ପାଚିକା ସହାୟିକା

ଭୁବନେଶ୍ୱର,୨୮।୯(ଅନୁରାଧା ମହାରଣା)୧୫ ଦଫା ଦାବି ନେଇ ମଧ୍ୟାହ୍ନଭୋଜନ ପାଚିକା ସହାୟିକାମାନେ ଲୋୟର ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏଆଇଟିୟୁସି…

ନାଲ୍‌କୋ ଆଲୁମିନିୟମ ପାର୍କରେ ୬୦ ହାତୀ

ବଅଁରପାଳ,୨୮ା୯(ଉପେନ୍ଦ୍ର ରାଉତ)ଅନୁଗୋଳ ଜିଲା ନାଲ୍‌କୋ ଆଲୁମିନିୟମ ପାର୍କରେ ବୁଧବାର ୬୦ ହାତୀ ଉପଦ୍ରବ କରିଛନ୍ତି। ହାତୀପଲ ଗଛ ଭାଙ୍ଗି ନଷ୍ଟ କରିବା ସହ ଲୋକଙ୍କ ବଗିଚାରେ ପଶି…