ଯକ୍ଷ୍ମା ଦୂର କରିବା ପାଇଁ ନୂତନ ଯୋଜନା ଉପରେ ବିଶ୍ୱସ୍ତରୀୟ ସହମତି: ୨୦୩୦ ସୁଦ୍ଧା ଯକ୍ଷ୍ମା ମୁକ୍ତ ହେବ ପୃଥିବୀ…

ଜେନେଭା/ନୂଆଦିଲ୍ଲୀ,୨୭।୯: ୨୦୩୦ସୁଦ୍ଧା ପୃଥିବୀକୁ ଯକ୍ଷ୍ମା ମୁକ୍ତ କରିବାକୁ ଏକ ନୂତନ ଯୋଜନା ଉପରେ ବିଶ୍ୱସ୍ତରରେ ଦେଶମାନେ ସହମତ ହୋଇଛନ୍ତି। ମିଳିତ ଜାତିସଂଘ ସାଧାରଣ ସଭାର ଉଚ୍ଚ ସ୍ତରୀୟ…

ଦକ୍ଷିଣ ଚାଇନା ସାଗରରେ ଭାସମାନ ପ୍ରତିବନ୍ଧକ ହଟାଇବା ପାଇଁ ବେଜିଂ ଫିଲିପାଇନ୍ସକୁ ଦେଲା ଚେତାବନୀ …

ବେଜିଂ, ୨୭।୯: ବିବାଦୀୟ ଦକ୍ଷିଣ ଚାଇନା ସାଗରରେ ଫିଲିପାଇନ୍ସ ଏବଂ ଚାଇନା ମଧ୍ୟରେ ଉତ୍ତେଜନା ଜାରି ରହିଛି। ବାସ୍ତବରେ, ଫିଲିପାଇନ୍ସର ମତ୍ସ୍ୟଜୀବୀ ଜାହାଜକୁ ଅଟକାଇବା ପାଇଁ ବେଜିଂ…

ସହଯୋଗକୁ ଆହୁରି ସୁଦୃଢ କରିବା ଉପରେ ଗୁରୁତ୍ୱାରୋପ ଦେଉଛି ଭାରତ-ଆମେରିକା

ଓ୍ବାଶିଂଟନ୍‌,୨୭।୯: ଆମେରିକା ଏବଂ ଭାରତ ମଧ୍ୟରେ ଗତ କିଛି ବର୍ଷରେ ବାଣିଜ୍ୟ ସହିତ ସାମରିକ ସମ୍ପର୍କ ମଧ୍ୟ ଦ୍ରୁତ ଗତିରେ ମଜବୁତ ହୋଇଛି। ଭାରତ-ପ୍ରଶାନ୍ତ ମହାସାଗରୀୟ ତଥା…

ଭାରତ ବିରୋଧରେ କାନାଡାର ଅଭିଯୋଗ ଉପରେ ନିରପେକ୍ଷ ତଦନ୍ତ ଦାବି କଲା ଆମେରିକା

ଓ୍ବାଶିଂଟନ୍‌,୨୭।୯: ଭାରତ ଏବଂ କାନାଡା ମଧ୍ୟରେ ଚାଲିଥିବା କୂଟନୈତିକ ବିବାଦ ମଧ୍ୟରେ ଆମେରିକା ପୁଣି ଥରେ ଏକ ବୟାନ ଦେଇଛି। ବୁଧବାର ଆମେରିକା ଭାରତ ବିରୋଧରେ କାନାଡାର…

ଶୁଟିଂରେ ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ

ହାଙ୍ଗଝୋ,୨୭।୯ : ୨୦୨୩ ଏସିଆନ ଗେମ୍ସରେ ୨୫ ମିଟର ଶୁଟିଂ ଦଳ ଭାରତ ଦ୍ୱିତୀୟ ଥର ପାଇଁ ସ୍ବର୍ଣ୍ଣ ପଦକ ପାଇଛି। ମନୁ ଭାକର, ଇଶା ସିଂ…

୨ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣାକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନ ମଙ୍ଗଳବାର ଅପରାହ୍ନରେ ଆରମ୍ଭ ହେବାପରେ ସଂସଦୀୟ ବ୍ୟାପାର ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା…

ମେଡିକାଲ କଲେଜରେ ଚିକିତ୍ସା ନାହିଁ

କେନ୍ଦୁଝର,୨୭।୯: (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ନିକଟ କବିତ୍ରା ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗତ ଫେବୃୟାରୀ ୧୩ରେ ଉଦ୍‌ଘାଟିତ ଧରଣୀଧର ମେଡିକାଲ କଲେଜ ଓ…

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ, ୨୭।୯(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ମଙ୍ଗଳବାର ହାଇକୋର୍ଟରେ ହୋଇଛି। ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଏବଂ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଏହି…

ଧରିତ୍ରୀ ବରଗଡ଼ ଜିଲା ପ୍ରତିନିଧିଙ୍କ ପିତୃ ବିୟୋଗ

ସରଣ୍ଡା,୨୭।୯(ଯୁଧିଷ୍ଠିର ମହାପାତ୍ର): ଧରିତ୍ରୀର ବରଗଡ଼ ଜିଲା ପ୍ରତିନିଧି ପ୍ରେମାନନ୍ଦ ଖମାରୀଙ୍କ ପିତା ଶତପଥୀ ଖମାରୀ(୮୭)ଙ୍କର ମଙ୍ଗଳବାର ଅପରାହ୍ନରେ ତାଙ୍କ ଅତାବିରା ବ୍ଲକ ବୁଗୁବୁଗା ଗହ୍ମାଟିକ୍ରାସ୍ଥିତ ବାସଭବନରେ ପରଲୋକ…

ଏମ୍‌ସରେ ଖୋଲିବ ୩ ନୂଆ ବିଭାଗ

ଭୁବନେଶ୍ୱର, ୨୭।୯(ଅସମାପିକା ସାହୁ): ରୋଗୀ ସେବାକୁ ତ୍ୱରାନ୍ବିତ କରିବା ପାଇଁ ଏମ୍‌ସ ଭୁବନେଶ୍ୱର ଆଉ ତିନୋଟି ବିଭାଗ ଖୋଲିବ। ଏହି ବିଭାଗଗୁଡ଼ିକ ହେଲା ସଂକ୍ରାମକ ରୋଗ ବିଭାଗ,…