୨୮ରେ ସରକାରୀ ଛୁଟି

ଭୁବନେଶ୍ୱର, ୨୭।୯(ଅସମାପିକା ସାହୁ):  ମହାପୁରୁଷ ମହମ୍ମଦଙ୍କ ଜନ୍ମଦିନ ଆସନ୍ତା ୨୮ ତାରିଖକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଏହିଦିନ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ସମେତ…

ବଜ୍ରପାତରେ ଗଲା ୪ ଜୀବନ

ବେହେରା/ରିଆମାଳ,୨୬।: (ଭୂପେଶ ତିୱାରୀ/ ନିରଞ୍ଜନ ବେହେରା): ମଙ୍ଗଳବାର ବଜ୍ରପାତରେ କଳାହାଣ୍ଡି ଓ ଦେବଗଡ ଜିଲାର ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଳାହାଣ୍ଡି ଜିଲାର ଏକ…

‘ପୁଅ କହିଲେ, ଝିଅ ଦେଲେ’

ଭୁବନେଶ୍ୱର, ୨୭।୯ (ଅସମାପିକା ସାହୁ): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି। ପ୍ରଥମେ ପୁଅ ଜନ୍ମ ହୋଇଥିବା କହି ପରେ ଝିଅ…

ସୀମାରେ ଆଣ୍ଟି ଡ୍ରୋନ ସିଷ୍ଟମ ନିୟୋଜିତ କରିବ ଭାରତ: ଶାହା

ନୂଆଦିଲ୍ଲୀ,୨୭।୯: ସୁରକ୍ଷାକୁ ମଜବୁତ କରିବା ପାଇଁ ଅନ୍ତର୍ଜାତୀୟ ସୀମାରେ ଆଣ୍ଟି ଡ୍ରୋନ ସିଷ୍ଟମ ନିୟୋଜିତ କରାଯିବ। ମଙ୍ଗଳବାର ଅମୃତସରରେ ଉତ୍ତର ଜୋନାଲ ପରିଷଦ ବୈଠକକୁ ସମ୍ବୋଧିତ କରିବାବେଳେ…

ଗ୍ୟାଙ୍ଗଷ୍ଟର ଆତଙ୍କବାଦୀ ନେଟୱାର୍କ ଉପରେ ଏନ୍‌ଆଇଏର ବଡ କାର୍ଯ୍ୟାନୁଷ୍ଠାନ, ୟୁପି- ଦିଲ୍ଲୀ ସମେତ ୫ ରାଜ୍ୟର ୫୦ ସ୍ଥାନରେ ଚଢାଉ

ନୂଆଦିଲ୍ଲୀ,୨୭।୯: ଗ୍ୟାଙ୍ଗଷ୍ଟର ଆତଙ୍କବାଦୀ ନେଟୱାର୍କ ବିରୋଧରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉତ୍ତରପ୍ରଦେଶ, ହରିୟାଣା, ରାଜସ୍ଥାନ, ପଞ୍ଜାବ ଏବଂ ଦିଲ୍ଲୀ-ଏନସିଆରରେ ଏକାସାଙ୍ଗରେ…

ବହୁ ଭାଜପା ବିଧାୟକ ବାଡ଼ ଡେଇଁବେ: ଦିଗ୍‌ବିଜୟ

ଭୋପାଳ,୨୭।୯ : ୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭା ପାଇଁ ନିର୍ବାଚନ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବ। ୭୮ଟି ଆସନରେ ଭାଜପା ଏପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ…

ନବୀନଙ୍କୁ ଶୂନ ମାର୍କ ମିଳିବ: ଜୟନାରାୟଣ

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କେତେକାଂଶରେ କେନ୍ଦ୍ର ସରକାରଙ୍କୁ…

ବିଜେଡିରେ ଯାଜପୁରର ଶତାଧିକ ଭାଜପା କର୍ମୀ

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଯାଜପୁର ନିର୍ବାଚନମଣ୍ଡଳୀର ଭାଜପା ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟରଞ୍ଜନ ଧଳ ଏବଂ ଯାଜପୁର ଜିଲା ଭାଜପା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷୀକେଶ ମେକାପଙ୍କ…

ଅକ୍ଟୋବର ୨ରୁ ବିଜେଡିର ପଦଯାତ୍ରା

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଚଳିତ ବର୍ଷ ବିଜୁ ଜନତା ଦଳ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ…