ବାକୁ,୨୬।୯ : ଅଜରବୈଜାନର ନାଗୋରନ-କରାବାଖ ଅଞ୍ଚଳରେ ଥିବା ଏକ ତୈଳ ଡିପୋରେ ବିସ୍ଫୋରଣରେ ଏପର୍ଯ୍ୟନ୍ତ ୨୦ ଜଣ ଶରଣାର୍ଥୀଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ…
ହାଙ୍ଗଝୋ,୨୬।୯: ଏସିଆନ୍ ଗେମ୍ସରେ ଭାରତର ଭଲ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ସେଲିଂରେ ଇବାଦ ଅଲି ବ୍ରୋଞ୍ଜ ପଦକ ଜିତିଛନ୍ତି। ପୁରୁଷ ୱିଣ୍ଡସଫର୍ର୍ ଆରଏସ ଏକ୍ସ ଇଭେଣ୍ଟରେ…
ଲକ୍ଷ୍ନୌ,୨୬।୯: ଉତ୍ତରପ୍ରଦେଶର ଲଖିମପୁର ଖେରୀରେ କୃଷକ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି ଦେଇଛନ୍ତି।…
ଓ୍ବାଶିଂଟନ,୨୬।୯: ଭାରତ-କାନାଡ଼ା ବିବାଦରେ ଆମେରିକାର ଏଣ୍ଟ୍ରି ହୋଇଛି। ଜଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାରସେଟ୍ଟି କହିଛନ୍ତି ଆମେରିକା ଉଭୟ ଭାରତ ଏବଂ କାନାଡା ସହ ସମ୍ପର୍କକୁ ଗୁରୁତ୍ୱ…
ଇସଲାମାବାଦ, ୨୬।୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ ପାର୍ଟିର ମୁଖ୍ୟ ଇମ୍ରାନ ଖାନଙ୍କ ସମସ୍ୟା ପୁଣି ବୃଦ୍ଧି ପାଇଛି। ସିଫର ମାମଲାରେ କୋର୍ଟ ତାଙ୍କ ପ୍ରାଥମିକ…
ରାଉରକେଲା,୨୬।୯(ଦିନେଶ ମିଶ୍ର): ରାଉରକେଲା ଓରାମପଡା ସ୍ଥିତ କୁଡୁଖ ସଭାସ୍ଥଳରେ ଦୁର୍ଗାପୁର ପାଡ୍ହା ପୂଜା କମିଟି ପକ୍ଷରୁ ସଭାପତି ଗାଙ୍ଗୀ ଲାକ୍ରାଙ୍କ ଅଧ୍ୟକ୍ଷତାରେ ସୋମବାର ରାଜୀବ କରମା ପୂଜା…
ବଲିଉଡର ଭେଟେରାନ ଅଭିନେତ୍ରୀ ୱାହିଦା ରେହମାନଙ୍କୁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ଏହା ଘୋଷଣା କରିଛନ୍ତି।…
ନୂଆଦିଲ୍ଲୀ,୨୬।୯: ମଧ୍ୟପ୍ରଦେଶରେ ୫୧ ମିନିଟର ଭାଷଣରେ ପ୍ରଧାନମନ୍ତ୍ରୀ ମୋଦି ୪୪ ଥର କଂଗ୍ରେସ ନାମ ନେଇଛନ୍ତି, ଅର୍ଥାତ ତାଙ୍କ ସରକାରଙ୍କ ସଫଳତା ବିଷୟରେ କହିବାକୁ କିଛି ତାଙ୍କ…
ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): ଅବୈଧ ସମ୍ପର୍କରୁ ହତ୍ୟାକାଣ୍ଡ। ତୁଚ୍ଛ ହେଲା ରକ୍ତ ସମ୍ପର୍କ। ଶୋଇଥିବା ବେଳେ ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ କକା (ଦାଦା)। ଏଭଳି…
ପାପଡ଼ାହାଣ୍ଡି,୨୬।୯(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ସଦର ମହକୁମା ନୂଆସାହିର ରାହୁଲ ପାତ୍ରଙ୍କ ଚିତ୍ରକଳା ଦେଖି ପ୍ରଶଂସା କରିଛନ୍ତ ବଲିଉଡ୍ ଅଭିନେତା ଶାହାରୁଖ ଖାନ୍। ରାହୁଲ ପ୍ରଧାନୀଗୁଡ଼ା…