ଜାତୀୟ ରୋଲ୍‌ବଲ୍‌ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର,୨୬ା୯(ସରୋଜ ଜେନା): ଚେନ୍ନାଇରେ ହେବାକୁ ଥିବା ୧୩ତମ ଜାତୀୟ ରୋଲ୍‌ବଲ୍‌ ଚାମ୍ପିୟନଶିପ ପାଇଁ ସୋମବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଆସନ୍ତା ୨୭ରୁ ୩୦ ସେପ୍ଟେମ୍ବର ମଧ୍ୟରେ…

ତଦନ୍ତ ଲାଗି ବରିଷ୍ଠ ଆଇପିଏସ୍‌ ଅଫିସର ନିଯୁକ୍ତ କର

ନୂଆଦିଲ୍ଲୀ,୨୬ା୯: ଉତ୍ତରପ୍ରଦେଶର ମୁଜାଫରନଗରସ୍ଥିତ ଏକ ଘରୋଇ ସ୍କୁଲ୍‌ରେ ଜଣେ ୮ ବର୍ଷର ମୁସଲମାନ ଛାତ୍ରଙ୍କୁ ସହପାଠୀମାନଙ୍କ ଦ୍ୱାରା ଶିକ୍ଷୟିତ୍ରୀ ମାଡ଼ ମରାଇବା ଘଟଣା ଅତ୍ୟନ୍ତ ସାଂଘାତିକ ବୋଲି ସୁପ୍ରିମକୋର୍ଟ…

ପ୍ରଥମ ସବୁଜ ଉଦ୍‌ଜାନଚାଳିତ ବସ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ, ୨୬।୯: ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ହରଦୀପ୍‌ ସିଂ ପୁରି ସୋମବାର ଇଣ୍ଡିଆ ଗେଟ୍‌ ନିକଟରେ ଦେଶର ପ୍ରଥମ ସବୁଜ ଉଦ୍‌ଜାନଚାଳିତ ବସ୍‌ର ଶୁଭାରମ୍ଭ କରିଛନ୍ତି।…

ଦିଲ୍ଲୀରେ ହିନ୍ଦୁ ସନ୍ଥଙ୍କ ବିକ୍ଷୋଭ

ନୂଆଦିଲ୍ଲୀ,୨୬ା୯: ସନାତନ ଧର୍ମ ବିବାଦକୁ ନେଇ ନୂଆଦିଲ୍ଲୀରେ ବହୁସଂଖ୍ୟାରେ ହିନ୍ଦୁ ସନ୍ଥ ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦିଲ୍ଲୀର ତାମିଲନାଡୁ ଭବନଠାରେ ସୋମବାର…

ଧୋନୀଙ୍କ ଶେଷ, ଇଂଲଣ୍ଡର ପ୍ରଥମ

ଦିନିକିଆ କ୍ରିକେଟ ପୁରୁଷ ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଇଂଲଣ୍ଡ ମାଟିରେ ଆୟୋଜିତ ହୋଇଥିଲା। ପଞ୍ଚମ ଥର ପାଇଁ ଇଂଲଣ୍ଡ କ୍ରିକେଟ ବିଶ୍ୱକପ ଆୟୋଜନର ସୌଭାଗ୍ୟ ହାସଲ କରିଥିଲା।…

୩ ବର୍ଷ ପରେ ବିଦେଶୀଙ୍କ ପାଇଁ ସୀମା ଖୋଲିଲା ଉତ୍ତର କୋରିଆ

ବେଜିଂ, ୨୬।୯ : କୋଭିଡ୍‌-୧୯ ମହାମାରୀ ଯୋଗୁ ଦୀର୍ଘ ୩ ବର୍ଷ ଧରି ନିଜ ସୀମାକୁ ବିଦେଶୀମାନଙ୍କ ପାଇଁ ବନ୍ଦ ରଖିଥିବା ଉତ୍ତର କୋରିଆ ସୋମବାର ତାହାକୁ…

କେରଳରେ ସେନା ଯବାନଙ୍କୁ ଆକ୍ରମଣ

କୋଲାମ୍‌,୨୬ା୯:କେରଳରେ କେତେଜଣ ଦୁର୍ବୃତ୍ତ ଭାରତୀୟ ସୈନ୍ୟ ବାହିନୀର ଜଣେ ଯବାନଙ୍କୁ ରବିବାର ରାତିରେ ଆକ୍ରମଣ କରିବା ସହ ତାଙ୍କ ପିଠିରେ ‘ପିଏଫ୍‌ଆଇ’ ଲେଖିଛନ୍ତି। କୋଲାମ ଜିଲା କଡକ୍କଲ…

ଭାରତ ଉପରେ ଟ୍ରୁଡୋଙ୍କ ଅଭିଯୋଗ ମାମଲା: କାନାଡାକୁ ଦୋଷ ଦେଲା ଶ୍ରୀଲଙ୍କା

କଲମ୍ବୋ,୨୬।୯: ଖଲିସ୍ତର ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ସଂପର୍କରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତର ସମ୍ପୃକ୍ତି ନେଇ କରିଥିବା ଅଭିଯୋଗକୁ ଶ୍ରୀଲଙ୍କା ଖଣ୍ଡନ କରିଛି।…

ଏସ୍‌ଡିଜେ ଆଡ଼କୁ ଭାରତର ଯାତ୍ରା ଏକ ପ୍ରେରଣାଦାୟୀ ଦୃଷ୍ଟାନ୍ତ: କାମ୍ବୋଜ

ନ୍ୟୁୟର୍କ, ୨୬।୯:ଭାରତ ଅଧ୍ୟକ୍ଷତାରେ ଜି୨୦ ସମ୍ମିଳନୀ ଆୟୋଜନ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜେ) ହାସଲ ଦିଗରେ ବେଶ୍‌ ସହାୟକ ହୋଇ ଏକ ପ୍ରେରଣାଦାୟୀ ଦୃଷ୍ଟାନ୍ତ ସୃଷ୍ଟି କରିଛି…

ଖଲିସ୍ତାନୀ ଆତଙ୍କବାଦୀଙ୍କ ସହ ସମ୍ପୃକ୍ତ ୪୮ ସ୍ଥାନରେ ଚଢ଼ାଉ

ଫିରୋଜପୁର,୨୬ା୯: ଖଲିସ୍ତାନୀ ଆତଙ୍କବାଦୀ ଲଖବୀର ସିଂ ଲଣ୍ଡା ଓ ତାଙ୍କ ସହଯୋଗୀମାନଙ୍କ ସହ ସମ୍ପୃକ୍ତ ବିଭିନ୍ନ ସ୍ଥାନରେ ପଞ୍ଜାବ ପୋଲିସ ସୋମବାର ଚଢ଼ାଉ କରିଛି। ଫିରୋଜପୁର ଓ ଏହାର…