ଆଜିଠୁ ପଦଯାତ୍ରାରେ ପ୍ରଚାରପତ୍ର ବାଣ୍ଟିବ କଂଗ୍ରେସ

ଭୁବନେଶ୍ୱର, ୨୫।୯(ସୁନିତ୍‌ ମିଶ୍ର):ଓଡ଼ିଶାର ପ୍ରତି ପଞ୍ଚାୟତରେ କଂଗ୍ରେସ ପଦଯାତ୍ରା କରିବ। ପ୍ରତ୍ୟେକ ଘରକୁ ଯାଇ ରାଜ୍ୟରେ ୨୪ ବର୍ଷ ହେଲା କ୍ଷମତାରେ ଥିବା ବିଜେଡି ସରକାର ଏବଂ…

ବମିଖାଲ ରାସ୍ତା ମରଣଯନ୍ତା

ଭୁବନେଶ୍ୱର, ୨୫।୯ (ବନ୍ଦନା ସେଠୀ):କଟକ ରୋଡ୍‌ର ବମିଖାଲ ଓଭରବ୍ରିଜ୍‌ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଲକ୍ଷ୍ମୀସାଗରଠାରୁ ରସୁଲଗଡ଼ ଆଡକୁ ଯିବାବେଳେ ଓଭରବ୍ରିଜ୍‌ ତଳ ରାସ୍ତାରେ ଓ୍ବାଟ୍‌କୋ ପକ୍ଷରୁ…

ପିଏନ୍‌ବି ଅବସରପ୍ରାପ୍ତ କର୍ମଚାରୀ ସଂଘର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୨୫।୯: ସର୍ବଭାରତୀୟ ପିଏନ୍‌ବି (ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ) ଅବସରପ୍ରାପ୍ତ କର୍ମଚାରୀ ସଂଘ ଭୁବନେଶ୍ୱର ମଣ୍ଡଳର ପ୍ରଥମ ବାର୍ଷିକ ଉତ୍ସବ (ସମ୍ମିଳନୀ) ରବିବାର ଭୁବନେଶ୍ୱରର ଶିରିପୁରସ୍ଥିତ ଇମେଜ ସଭାକକ୍ଷଠାରେ…

ପାର୍ବଣରେ ରାଜଧାନୀ ରାସ୍ତାର ଶୋଚନୀୟ ସ୍ଥିତି

ଭୁବନେଶ୍ୱର, ୨୫।୯ (ବନ୍ଦନା ସେଠୀ):ସ୍ମାର୍ଟସିଟି ଭୁବନେଶ୍ୱରର ରାସ୍ତାଘାଟ ଏବେ ଖାଲଖମାରେ ଭର୍ତ୍ତି ହୋଇପଡିଛି। ଗଳି ରାସ୍ତା ହେଉ ଅବା ମୁଖ୍ୟ ରାସ୍ତା, ସବୁଆଡେ ରାସ୍ତାକୁ ଖୋଳିତାଡ଼ି ଛାଡ଼ି…

ଗୁଣାତ୍ମକ ରୋଗୀ ସେବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୫।୯ (ଅଭୟ ଦାଶ): ବାଲ୍‌କୋ ମେଡିକାଲ ସେଣ୍ଟର (ବିଏମ୍‌ସି) ରାୟପୁର ଛତିଶଗଡ ପକ୍ଷରୁ ବିଶ୍ୱ ଗୋଲାପ ଦିବସ (ଓ୍ବାର୍ଲଡ ରୋଜ୍‌ ଡେ) ପାଳିତ ହୋଇଯାଇଛି। ବିଶେଷ କରି…

ବିଓବିର ପାର୍ବଣ ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୨୫।୯: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ପାର୍ବଣ ସ୍ବତନ୍ତ୍ର ଅଭିଯାନ ‘ବବ୍‌ କେ ସଙ୍ଗ ତ୍ୟୋହାର କା ଉମଙ୍ଗ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି।…

୫ ବର୍ଷରେ କୁଆଖାଇରେ ଗଲାଣି ୫୦ ଜୀବନ

ବାଳକାଟୀ,୨୫ା୯(ମନୋଜ ମଣ୍ଡଳ):ରାଜଧାନୀ ଉପକଣ୍ଠ କୁଆଖାଇ (ଟଙ୍କପାଣି ଠାରୁ ବାଲିଅନ୍ତା ପର୍ଯ୍ୟନ୍ତ) ନଦୀରେ ବୁଡ଼ି ଗତ ୫ବର୍ଷ ମଧ୍ୟରେ ୫୦ଜଣଙ୍କ ଜୀବନ ଯାଇଛି। ଫଳରେ ଏନେଇ ନଦୀପଠାର ଅଲାରପୁର,…

ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ଦାବି ତେଜିଲା

ପୁରୀ, ୨୯ା୯(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବାକୁ ଦୀର୍ଘଦିନ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି ହୋଇଆସୁଛି। ମାତ୍ର ପ୍ରଶାସନ କର୍ଣ୍ଣପାତ କରୁନାହିଁ। ତେଣୁ…

ଇଣ୍ଡିଆନ ଡକ୍ୟୁମେଣ୍ଟାରି ଫିଲ୍ମ ଫେଷ୍ଟିଭାଲ ଉଦ୍‌ଯାପିତ

ଭୁବନେଶ୍ୱର,୨୫ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଫିଲ୍ମ ସୋସାଇଟି ଭୁବନେଶ୍ୱର ପକ୍ଷରୁ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ଚାଲିଥିବା ୩ଦିନିଆ ଚତୁର୍ଥ ଇଣ୍ଡିଆନ ଡକ୍ୟୁମେଣ୍ଟାରି ଫିଲ୍ମ ଫେଷ୍ଟିଭାଲ(ଆଇଡିଏଫ୍‌ଏଫ୍‌ବି) ରବିବାର ଉଦ୍‌ଯାପିତ ହୋଇଯାଇଛି।…

ମେଗା ଏସ୍‌ଏଚ୍‌ଜି ଇଣ୍ଟେନସିଭ କ୍ୟାମ୍ପେନିଙ୍ଗ

ଭୁବନେଶ୍ୱର,୨୫।୯ : ଇଣ୍ଡିଆନ ବ୍ୟାଙ୍କ ପକ୍ଷରୁ ରବିବାର ଏକ ‘ମେଗା ଏସ୍‌ଏଚ୍‌ଜି ଇଣ୍ଟେନସିଭ କ୍ୟାମ୍ପେନିଙ୍ଗ’ ଭୁବନେଶ୍ୱରର କିଟ୍‌ ଅଡିଟୋରିୟମଠାରେ ଅନୁଷ୍ଠିତ ହେଇଯାଇଛି। ରାଜ୍ୟର ୧୬୧୬ ସ୍ବୟଂ ସହାୟକ…