ଆର୍‌ପିଏଫ୍‌ କନ୍‌ଷ୍ଟେବଲ ସୁବ୍ରତଙ୍କୁ ଜୀବନ ରକ୍ଷା ପଦକ

ଖଣ୍ଡପଡ଼ା,୨୪।୯(ଅଜୟ କୁମାର ମହାରଣା): ଭାରତୀୟ ରେଳ ବିଭାଗର ପ୍ରତିଷ୍ଠା ଦିବସ ଅବସରରେ ଶନିବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ୪୨ ଜଣଙ୍କୁ ସାହସିକତା ପାଇଁ ଜୀବନ ରକ୍ଷା ପଦକ…

ପାକିସ୍ତାନ କ୍ରିକେଟ ଦଳର ଭିଜାକୁ ଅପେକ୍ଷା

ଇନ୍ଦୋର,୨୪ା୯: ଆଇସିସି ଦିନିକିଆ ବିଶ୍ୱକପ୍‌ ଖେଳିବାକୁ ଭାରତ ଗସ୍ତରେ ଆସିବା ଲାଗି ଭିଜା ପାଇଁ ଅପେକ୍ଷାରେ ଅଛନ୍ତି ପାକିସ୍ତାନୀ ଖେଳାଳି ଓ ଟିମ୍‌ ଅଫିସିଆଲ। ପାକିସ୍ତାନ ଏହାର…

କଳିଙ୍ଗରୁ ଓଏଫ୍‌ସିର ବିଜୟ ଅଭିଯାନ

ଭୁବନେଶ୍ୱର,୨୪ା୯(ସରୋଜ ଜେନା): ଇଣ୍ଡିଆନ୍‌ ସୁପର୍‌ ଲିଗ୍‌(ଆଇଏସ୍‌ଏଲ୍‌)ରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍‌ରେ ଚେନ୍ନାଇନ୍‌ ଏଫ୍‌ସିକୁ ୨-୦…

ଇଷ୍ଟର୍ଣ୍ଣ ମିଡିଆ ଋଣ ଦୁର୍ନୀତି ମାମଲା: ୩ ଅଭିଯୋଗକାରୀଙ୍କ ବୟାନ ରେକର୍ଡ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୪।୯ (ସୂର୍ଯ୍ୟକାନ୍ତ ବେହେରା): ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ୍‌ର ଦୈନିକ ଖବରକାଗଜ ସମ୍ବାଦରେ କର୍ମଚାରୀଙ୍କ ନାମରେ ଜାଲିଆତି କରି ବ୍ୟାଙ୍କରୁ ଋଣ ଉଠାଣ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ…

ସହରରେ ନାହିଁ ବଜାର ବ୍ୟବସ୍ଥା : କାଦୁଅରେ ବସି ପରିବା ବିକୁଛନ୍ତି ଚାଷୀ

ଯୋଡ଼ା,୨୪।୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ବଜାର ବ୍ୟବସ୍ଥା ନାହିଁ। ଫ୍ଲାଏଓଭର କାର୍ଯ୍ୟ ମନ୍ଥରତା ଓ ସର୍ଭିସ୍‌ ରୋଡ୍‌ ନିର୍ମାଣରେ ବିଳମ୍ବ ଯୋଗୁ ରାସ୍ତା ତମାମ…

ଲୋକକଳାକୁ ପ୍ରାଧାନ୍ୟ

ହାଙ୍ଗଝୋ,୨୪ା୯: ବିଶ୍ୱର ଯେ କୌଣସି କ୍ରୀଡା ଇଭେଣ୍ଟରେ ନାମୀଦାମୀ ରାପର ଓ କଳାକାର ମାନଙ୍କୁ ଦେଖିବାକୁ ମିଳିଥାଏ। ମାତ୍ର ଚାଇନାରେ ଅନୁଷ୍ଠିତ ୧୯ ତମ ଏସିଆନ୍‌ ଗେମ୍ସରେ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୯ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲା ପୋଲିସ ନିକଟରେ ଶନିବାର ୨ଜଣ ଜନମିଲିସିଆ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ତାତି…

ପ୍ରି-କ୍ୱାର୍ଟରରେ ଟେବୁଲ ଟେନିସ ଦଳ

ହାଙ୍ଗଝୋ,୨୪ା୯: ଚାଇନାର ହାଙ୍ଗଝୋରେ ଅନୁଷ୍ଠିତ ଏସିଆନ୍‌ ଗେମ୍ସର ୧୯ ତମ ସଂସ୍କରଣରେ ଭାରତୀୟ ଟେବୁଲ ଟେନିସ ଦଳ ପ୍ରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଶନିବାର ଉଭୟ…

ଏସିଆନ୍‌ ଗେମ୍ସ ଉଦ୍‌ଘାଟନୀ ସମାରୋହ

ହାଙ୍ଗଝୋ,୨୪ା୯: ଚାଇନାର ହାଙ୍ଗଝୋରେ ଏସିଆନ୍‌ ଗେମ୍ସ ୧୯ତମ ସଂସ୍କରଣର ଆନୁଷ୍ଠାନିକ ଉଦ୍‌ଘାଟନ ଶନିବାର ସନ୍ଧ୍ୟାରେ ହୋଇଛି। ଏଥିରେ ଭାରତୀୟ କ୍ରୀଡା ଦଳର ନେତୃତ୍ୱ ନେଇଥିଲେ ଭାରତୀୟ ପୁରୁଷ…

ଚିନ୍ତା ବଢ଼ାଇଛି ସାଇବର ଅପରାଧ, ୨ରୁ ଗଡ଼ିବ ସଚେତନତା ରଥ

ଭୁବନେଶ୍ୱର,୨୪।୯(ଅନିଲ ଦାସ): ରାଜ୍ୟରେ ସାଇବର ଅପରାଧ ବଢ଼ି ଚାଲିଥିବାବେଳେ ଅପରାଧୀଙ୍କ କବଳରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ସଚେତନତା ଉପରେ ଗୁରୁତ୍ୱ ଦେଇଛନ୍ତି। ସେପ୍ଟେମ୍ବର ୩୦ରୁ…