ରୁଷିଆର ନୌସେନା ମୁଖ୍ୟାଳୟରେ ୟୁକ୍ରେନର କ୍ଷେପଣାସ୍ତ୍ର ମାଡ଼, ୯ ଋଷିଆ ଅଧିକାରୀ ମୃତ

ମସ୍କୋ/କିଭ୍‌,୨୩।୯: କ୍ରିମିଆର ସେଭାଷ୍ଟୋପୋଲ ବନ୍ଦରରେ ଥିବା ରୁଷିଆର କୃଷ୍ଣସାଗର ନୌସେନା ଘାଟିରେ ଶୁକ୍ରବାର ୟୁକ୍ରେନ କ୍ଷେପଣାସ୍ତ୍ର ମାଡ଼ କରିଛି। ଅର୍ନ୍ତଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଏହି ଆକ୍ରମଣରେ…

ଭାରତ-କାନାଡା ବିବାଦ: ମହିନ୍ଦ୍ରା ପରେ ଜିନ୍ଦଲ ଦେଲା କାନାଡାକୁ ବଡ ଝଟକା

ନୂଆଦିଲ୍ଲୀ,୨୩।୯: କାନାଡା ଓ ଭାରତ ବିବାଦ ଚରମରେ ପହଞ୍ଚିଛି। ଉଭୟ ଦେଶ ମଧ୍ୟରେ ତିକ୍ତତାର ପ୍ରଭାବ ବ୍ୟବସାୟରେ ମଧ୍ୟ ପ୍ରଭାବିତ କରିବା ଆରମ୍ଭ କଲାଣି। ବିବାଦ ଭିତରେ…

ଆମେ ସେମାନଙ୍କୁ ହୋଲ ସେଲରେ ଆଣିଥିଲୁ: ଭାଜପା ଛାଡୁଥିବା ନେତାଙ୍କ ଉଦ୍ଦେଶ୍ୟରେ କହିଲେ ବିଜୟଭର୍ଗୀୟ…

ଭୋପାଳ,୨୩।୯ : ଆଗକୁ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ଏହାକୁ ଦୃଷ୍ଟିରେ ରଖି ବହୁ ନେତା ଭାଜପା କଂଗ୍ରେସରେ ଯୋଗ ଦେଉଛନ୍ତି। ସେଥିମଧ୍ୟରୁ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିିଆଙ୍କର…

ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର,୨୩।୯(ଅସମାପିକା ସାହୁ) ସରକାରଙ୍କ ସହ ଆଲୋଚନା ପରେ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ସ୍ଥଗିତ କରାଯାଇଛି। ୯ଟି ପ୍ରାଥମିକ ଶିକ୍ଷକ ସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା…

ଭାତହାଣ୍ଡି ଓଲଟି ଶିଶୁ ଗୁରୁତର

ଦିଗପହଣ୍ଡି,୨୩।୯(ସଞ୍ଜୀବ କୁମାର ପାତ୍ର) ଦିଗପହଣ୍ଡି ଥାନା ବାସୁଦେବପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରୀପଲ୍ଲୀ ଗ୍ରାମରେ ଜଣେ ଶିଶୁ ଉପରେ ଭାତ ହାଣ୍ଡିରୁ ପେଜ ପଡି ଗୁରୁତର ଆହତ ହୋଇଛି।…

ସାଟେଲାଇଟ ଚିତ୍ରରେ ଧରାପଡିଲା ଚାଇନା, ଆମେରିକା, ଋଷିଆର ମିଛ, ପରୀକ୍ଷଣ କରୁଛନ୍ତି ପରମାଣୁ ଅସ୍ତ୍ର

ନ୍ୟୁୟର୍କ,୨୩।୯: ପରମାଣୁ ଅସ୍ତ୍ରଶସ୍ତ୍ର ପ୍ରସ୍ତୁତି ଏବଂ ବ୍ୟବହାର ପାଇଁ ସବୁ ଦେଶ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷାରିତ ହୋଇଥିଲେ ମଧ୍ୟ ଲୁଚାଛପାରେ ଏହାକୁ ପରୀକ୍ଷଣ କରୁଛନ୍ତି ୩ପ୍ରମୁଖ ଶକ୍ତିଶାଳୀ…

ଏସିଆନ ଗେମ ଆରମ୍ଭ,ଟେବୁଲ ଟେନିସରେ ଭାରତୀୟ ଦଳର ବିଜୟ……

ହାଙ୍ଗଝୋଉ,୨୩।୯ : ଏସିଆନ ଗେମ୍ସ ୨୦୨୩ ଆରମ୍ଭ ହୋଇଛି। ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମାନପ୍ରୀତ ସିଂ ଏବଂ ବକ୍ସର ଲୋଭଲିନା ବୋର୍ଗୋହେନ ଭାରତର ଜାତୀୟ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର,୨୩ା୯(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ନିମଖଣ୍ଡି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ…

ପୋଖରୀରେ ବୁଡ଼ି ଛାତ୍ର ମୃତ

ମୋରଡା,୨୩।୯(ସ୍ମାରକ ମାଜୀ)-ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ପୋଖରୀରେ ବୁଡ଼ି ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲେଶ୍ୱର ଜିଲା ରଙ୍ଗାମାଟିଆ ଗ୍ରାମର…

ଅଭିଯୁକ୍ତଙ୍କୁ ଗିରଫ ଦାବିକଲେ ବ୍ଲକ୍‌ କର୍ମଚାରୀ

ହାଟଡ଼ିହୀ,୨୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ରେ କାର୍ଯ୍ୟରତ କର୍ମଚାରୀଙ୍କ ନାମରେ ମିଥ୍ୟା ଅଭିଯୋଗ ପ୍ରସଙ୍ଗରେ କର୍ମଚାରୀମାନେ ଅଭିଯୁକ୍ତଙ୍କୁ ଗିରଫ ଦାବି ହୋଇଛି। ମାମଲାରେ ବିଡିଓ ଥାନାରେ…