ରଶି ଲଗାଇ ଆତ୍ମହତ୍ୟା କଲେ ଡାକ୍ତରୀ ପଢ଼ୁଆ ପୁଅ:  କାନ୍ଦବୋବାଳିରେ ଫାଟିପଡ଼ୁଛି ଘର

ପାଟଣା,୨୩।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଗ୍ରାମର ଡାକ୍ତରୀ ଛାତ୍ର ସଚିନ ସାହୁ  ଶୁକ୍ରବାର  ଅପ୍ରାହ୍ନରେ  ବାରିପଦା ପଣ୍ଡିତ ରଘୁନାଥ ମେଡିକାଲ କଲେଜ…

ଭାରତ-କାନାଡା ବିବାଦ: ବାଜିରେ କାନାଡାରେ ଶିକ୍ଷା ବ୍ୟବସ୍ଥା

ଅଟାଓ୍ବା,୨୩।୯: ଭାରତ କାନାଡା ବିବାଦ ଦିନକୁ ଦିନ ତିକ୍ତ ହେବାରେ ଲାଗିଛି। ଭାରତ ସରକାରଙ୍କ ଦ୍ୱାରା ଭିଜା ସେବା ବନ୍ଦ କରାଯାଇଛି। ଏହାପରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ…

ଶିବକୁମାରଙ୍କ ପାଇଁ ସଙ୍କଟ: କର୍ନାଟକରେ ହେବେ ୫ ଉପମୁଖ୍ୟମନ୍ତ୍ରୀ…

ବେଙ୍ଗାଲୁରୁ,୨୩।୯ : କର୍ନାଟକ କଂଗ୍ରେସ ବିଧାୟକ ବାସଭରାଜ ରାୟାରେଡି ଶନିବାର ଦାବି କରିଛନ୍ତି ରାଜ୍ୟରେ ଆଉ ୫ଜଣ ଉପ-ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ସରକାର ଏହା ଉପରେ ବିଚାର କରୁଛନ୍ତି…

ପରସ୍ପରଠାରୁ ଆମର ଅନେକ କିଛି ଶିଖିବାକୁ ଅଛି: ଚନ୍ଦ୍ରଚୂଡ…

ନୂଆଦିଲ୍ଲୀ,୨୩।୯ : ଅନ୍ତର୍ଜାତୀୟ ଆଇନ ସମ୍ମିଳନୀ ୨୦୨୩ର ଉଦଘାଟନୀ ସମାରୋହରେ ଯୋଗଦେଇ ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ ଶନିବାର କହିଛନ୍ତି ଆମର ପ୍ରତ୍ୟେକଙ୍କର ଭିନ୍ନ ଭିନ୍ନ…

୩.୯୭ ଲକ୍ଷ ନିଖୋଜ ପିଲା ଫେରିଛନ୍ତି ନିଜ ପରିବାର ପାଖକୁ: ସ୍ମୃତି ଇରାନୀ…

ନୂଆଦିଲ୍ଲୀ,୨୩।୯ : ନିଖୋଜ ପିଲାଙ୍କ ପ୍ରସଙ୍ଗରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ଏକ ବିବୃତ୍ତି ଦେଇଛନ୍ତି। ୨୦୧୫ ମସିହାରୁ ନିଖୋଜ ଥିବା ୪.୪୬…

ଭାଇଚାରା: ଗଣପତି ବିସର୍ଜନ ପାଇଁ ମିଲାଦୁନ ନବୀ ଶୋଭାଯାତ୍ରା ଦିନକୁ ପରିବର୍ତ୍ତନ କଲେ ମୁସଲମାନ ସମାଜ…

ଯୋଧପୁର,୨୩।୯ : ଧାର୍ମିକ ସଦଭାବନାର ଏକ ଅନନ୍ୟ ଉଦାହରଣ ରାଜସ୍ଥାନର ଯୋଧପୁରରେ ସାମ୍ନାକୁ ଆସିଛି। ଏହା ସମସ୍ତଙ୍କ ହୃଦୟ ଜିଣିଛି। ବାସ୍ତବରେ, ୨୮ ସେପ୍ଟେମ୍ବରରେ ଅନନ୍ତ ଚଚୁର୍ଦ୍ଦଶୀରେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ହସି ହସି କଥା କହି କାମ ହାସଲ କରିପାରିବେ। ଘରର କେତେକ ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରି ପାରନ୍ତି। ପ୍ରତିଯୋଗିତାରେ…

ଖଟିଆ କାର, ଥରେ ଚାର୍ଜିଂ କଲେ ଯାଉଛି ୬୦ କିଲୋମିଟର, ସୋସିଆଲ ମିଡ଼ିଆରେ ଭାଇରାଲ…

ଭୋପାଳ,୨୩।୯ : ଗ୍ରାମାଞ୍ଚଳରେ ଖଟିଆ ବେଶ ପରିଚିତ। ଲୋକମାନେ ଏହାକୁ ଆରାମ ଏବଂ ଶୋଇବା ପାଇଁ ବ୍ୟବହାର କରନ୍ତି। ମଧ୍ୟପ୍ରଦେଶର ଅଶୋକନଗର ଜିଲାର ଜଣେ ଯୁବକ ଏକ…

ଟ୍ରୁଡୋଙ୍କ ଉପରେ ବର୍ଷିଲେ ପେଣ୍ଟାଗନର ପୂର୍ବତନ ଅଧିକାରୀ, କହିଲେ ଆମେ ଭାରତକୁ ସମର୍ଥନ…

ଅଟାଓ୍ବା,୨୩।୯:ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କ ଚରମରେ ପହଞ୍ଚିଛି। ଦୁଇ ଦେଶ ମଧ୍ୟରେ ଥିବା କୂଟନୈତିକ ସମ୍ପର୍କ ଉପରେ ଆମେରିକା ମଧ୍ୟ ନଜର ରଖିଛି। ଆମେରିକାର ବୈଦେଶିକ…

ମୋ କଣ୍ଠରୋଧ କରାଯାଇଛି, ଦେଶରେ ଚାଲିଛି ଏକଛତ୍ରବାଦୀ ଶାସନ: ରାହୁଲ…

ଜୟପୁର,୨୩।୯ : ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ରାଜଧାନୀ ଜୟପୁରର ମାନସରୋଭରରେ ରାଜ୍ୟ କଂଗ୍ରେସ କମିଟିର ନୂତନ ଭବନର ମୂଳଦୁଆ ପକାଇବାକୁ ଆସିଥିବା ରାହୁଲ ଗାନ୍ଧୀ ଏଠାରୁ…