‘ମୁସଲମାନ ଆତଙ୍କବାଦୀ’ କହିଲେ ବିଧୁରୀ

ନୂଆଦିଲ୍ଲୀ,୨୩ା୯: ସଂସଦ ସ୍ବତନ୍ତ୍ର ଅଧିବେଶନରେ ଭାଜପାର ଲୋକ ସଭା ସଦସ୍ୟ ରମେଶ ବିଧୁରୀ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏମ୍‌ପି କୁଅଁର ଦାନିସ ଅଲୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ…

ସୁପ୍ରିମକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୨୩ା୯: ଜାତିଆଣ ହିଂସା ପ୍ରଭାବିତ ମଣିପୁରରେ ସମସ୍ତ ଉତ୍ସରୁ ଅସ୍ତ୍ରଶସ୍ତ୍ରକୁ ଉଦ୍ଧାର କରାଯାଇଥିବା ନେଇ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିଛନ୍ତି। କେନ୍ଦ୍ର ଏବଂ ମଣିପୁର…

କୃଷ୍ଣ ଜନ୍ମଭୂମି-ଶାହି ଇଦ୍‌ଗା ପରିସର ସର୍ଭେରେ ହସ୍ତକ୍ଷେପ କରିବେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ମଥୁରା କୃଷ୍ଣ ଜନ୍ମଭୂମି-ଶାହି ଇଦ୍‌ଗା ମସ୍‌ଜିଦ ପରିସରର ସର୍ଭେ ପାଇଁ ଶ୍ରୀକୃଷ୍ଣ ଜନ୍ମଭୂମି ମୁକ୍ତି ନିର୍ମାଣ ଟ୍ରଷ୍ଟ ପକ୍ଷରୁ କରାଯାଇଥିବା ଆବେଦନରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ…

ଭାରତର ଭୁଲ୍‌ ମାନଚିତ୍ର ଦେଖାଇଲା ମୋଟୋଜିପି

ନୂଆଦିଲ୍ଲୀ,୨୩ା୯: ମୋଟରସାଇକେଲ ରେସିଂ ପ୍ରତିଯୋଗିତା ମୋଟୋଜିପି ଏହାର ସିଧାପ୍ରସାରଣ ବେଳେ ଭାରତର ଏକ ଭୁଲ୍‌ ମାନଚିତ୍ର ପ୍ରଦର୍ଶିତ କରିଥିବାରୁ ଶୁକ୍ରବାର ଏଥିପାଇଁ ଭୁଲ୍‌ ମାଗିଛି। ମୋଟୋଜିପି ଦେଖାଇଥିବା ମାନଚିତ୍ରରେ…

ବନ୍ଦେ ଭାରତ ରୁଟ୍‌ ପାର୍ଶ୍ୱରେ ବାଡ଼ ହେବ

ଚେନ୍ନାଇ,୨୩ା୯: ଆଗାମୀ ଦିନରେ ଅଧିକ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳ ପାଇଁ ରେଲ୍‌ଓ୍ବେ ଯୋଜନା କରୁତ୍ଛି। ଘଣ୍ଟାପ୍ରତି ୧୬୦ କିଲୋମିଟର ବେଗରେ ଯିବାକୁ ଥିବା ଏହି ଟ୍ରେନ୍‌ଠାରୁ…

୨୫ରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇପାରେ

ନୂଆଦିଲ୍ଲୀ,୨୩ା୯: ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଶୁକ୍ରବାର କୁହାଯାଇଛି। ସାଧାରଣତଃ ଦକ୍ଷିଣ-ପଶ୍ଚିମ…

ଆଲୁମିନିୟମ କାରଖାନାରେ ବିସ୍ଫୋରଣ: ୨ ମୃତ

ହଜାରିବାଗ,୨୩ା୯: ଝାଡ଼ଖଣ୍ଡର ହଜାରିବାଗ ଜିଲାରେ ଥିବା ଏକ ଆଲୁମିନିୟମ କାରଖାନାର ବଏଲରରେ ଶୁକ୍ରବାର ବିସ୍ଫୋରଣ ଘଟି ୨ ଜଣଙ୍କ ଜୀବନ ଯାଇଛି। ଅପରାହ୍ନ ୧ଟା ପରେ ଏହି…

ରୁଷିଆ ନୌସେନା ଘାଟିରେ ୟୁକ୍ରେନ୍‌ର କ୍ଷେପଣାସ୍ତ୍ର ମାଡ଼

ମସ୍କୋ,୨୩ା୯: କ୍ରିମିଆର ସେଭାଷ୍ଟୋପୋଲ୍‌ ବନ୍ଦରରେ ଥିବା ରୁଷିଆର କୃଷ୍ଣସାଗର ନୌସେନା ଘାଟିରେ ଶୁକ୍ରବାର ୟୁକ୍ରେନ୍‌ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ଜଣେ ରୁଷିଆ ସୈନ୍ୟ ନିହତ ହୋଇଥିବା…

ଆଇଏସ୍‌ଏଲ୍‌: କଳିଙ୍ଗରେ ଆଜି ଓଡ଼ିଶା ଏଫ୍‌ସି-ଚେନ୍ନାଇନ୍‌

ଭୁବନେଶ୍ୱର, ୨୩।୯(ତପନ ସ୍ବାଇଁ): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ୧୦ମ ସଂସ୍କରଣରେ ଓଡ଼ିଶା ଏଫ୍‌ସିର ଅଭିଯାନ ଶନିବାର ଆରମ୍ଭ ହେବ। ଘରୋଇ ପରିବେଶରେ କଳିଙ୍ଗ ଷ୍ଟାଡିୟମରେ ଏହି…

ଓଡ଼ିଶାକୁ ଆଉ ୪ ପଦକ

ଭୁବନେଶ୍ୱର, ୨୩।୯(ତପନ ସ୍ବାଇଁ): ଡେରାଡୁନରେ ଚାଲିଥିବା ଜାତୀୟ କରାଟେ ପ୍ରତିଯୋଗିତାର ଦ୍ୱିତୀୟ ଦିବସରେ ଓଡ଼ିଶା ପ୍ରତିଯୋଗୀମାନେ ଆଉ ୪ଟି ପଦକ ଜିତିଛନ୍ତି। ଜୁନିୟର ପୁରୁଷ ୫୦ କେଜି…