ଆୟୁଷ ଡାକ୍ତରଙ୍କ ଭରସାରେ ରୋଗୀ

ଚଣ୍ଡିଖୋଲ,୧୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ସମସ୍ତେ ନିଯୁକ୍ତି ପାଇଛନ୍ତି। ହେଲେ କାହାର ଦେଖା ମିଳୁନାହିଁ ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ।…

ଖାଦ୍ୟ ନାଁରେ ଜହର ବିକୁଛନ୍ତି ହୋଟେଲ ମାଲିକ

କୋରେଇ,୧୮ା୯(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ପାଣିକୋଇଲି ନିକଟରୁ ଏନ୍‌ଏଚ୍‌ ୨୦ ରଗଡ଼ି ଛକ ଓ ଯାଜପୁର ରୋଡ୍‌ ଆଦି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ବେଆଇନଭାବେ…

ତାଇଓ୍ବାନରେ ୧୦୩ ଚାଇନା ଯୁଦ୍ଧ ବିମାନ…

ତାଇପେ,୧୮।୯ : ଚାଇନା ଏହାର କାର୍ଯ୍ୟକଳାପରୁ ବିରତ ହେଉ ନାହିଁ। ତାଇୱାନ ପୁଣି ଥରେ ଚାଇନା ବିରୋଧରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛି। ତାଇୱାନ…

ଶିଶୁଶ୍ରମ ଉଦ୍ଧାରକାରୀ ଡିଟିଏଫ୍‌ ନିଷ୍କ୍ରିୟ

ଯାଜପୁର,୧୮ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଶିଶୁ ଶ୍ରମିକ ସଂଖ୍ୟା ମାତ୍ରାଧିକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଅଧାରୁ ପାଠ ଛାଡ଼ି ପିଲାମାନେ ଶ୍ରମିକ ସାଜୁଛନ୍ତି। ଅନ୍ୟପକ୍ଷେ ଜିଲା…

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ଅଙ୍ଗନଓ୍ବାଡ଼ି କର୍ମୀ

ଭୁବନେଶ୍ୱର,୧୮ା୯(ଅନୁରାଧା ମହାରଣା): ଅଙ୍ଗନଓ୍ବାଡ଼ି କର୍ମୀ, ସହାୟିକା ଓ ମିନି ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭତ୍ତା ବୃଦ୍ଧି ସହ ଆଉ କେତେକ ଦାବି ପୂରଣ ନ ହେବାରୁ ପୁଣି ଆନ୍ଦୋଳନ…

ଓଡ଼ିଶା ଦିବ୍ୟାଙ୍ଗ ଟି୨୦ କ୍ରିକେଟ ଦଳ

ଭୁବନେଶ୍ୱର,୧୮ା୯(ସରୋଜ ଜେନା): ଜାତୀୟ ସ୍ତରୀୟ ଦିବ୍ୟାଙ୍ଗ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ପାଇଁ ଓଡ଼ିଶା ଦଳ ଘୋଷଣା ହୋଇଛି। ରାଜସ୍ଥାନର ଉଦୟପୁରଠାରେ ସେପ୍ଟେମ୍ବର ୨୮ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ…

ନିଶାନ୍ତ ଚାମ୍ପିୟନ, ରାକେଶ ରନରଅପ୍‌

ଭୁବନେଶ୍ୱର, ୧୮।୯ (ତପନ ସ୍ବାଇଁ): ଭିନ୍‌ଟେଜ୍‌ କ୍ଲବ ପରିସରରେ ଅନୁଷ୍ଠିତ ୨ୟ ଆଶିଷ ପଣ୍ଡା ସ୍ମାରକୀ ଅଲ୍‌ ଓଡ଼ିଶା ସ୍ନୁକର ଚାମ୍ପିୟନଶିପ୍‌ରେ ନିଶାନ୍ତ ବିଶ୍ୱାଳ ଚାମ୍ପିୟନ ହୋଇଛନ୍ତି।…

୨ ବିରଳ ପ୍ରଜାତିର ସାପ

ଯୋଡ଼ା,୧୮ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରରେ ଯୋଡ଼ା-ଭୂୟାଁ ବସ୍ତି ନିକଟରୁ ଏକ ବିଲୁପ୍ତ ପ୍ରଜାତିର ବିରଳ ସାପ ଶନିବାର ଉଦ୍ଧାର ହୋଇଛି। ସାପଟିର ନାମ ଅରନେଟ୍‌…

କରାଟେ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର, ୧୮ା୯ (ବିଜୟ ରଣା): ଚଳିତମାସ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଡେରାଡୁନ୍‌ଠାରେ ଜାତୀୟ କ୍ୟାଡେଟ୍‌, ଜୁନିୟର, ସିନିୟର ଏବଂ ୨୧ ବର୍ଷରୁ କମ୍‌ ଦଳଗତ ପ୍ରତିଯୋଗିତା…

ଓଡ଼ିଶାକୁ ୨୩ ପଦକ

କଟକ,୧୮ା୯ ପ୍ରିୟଦର୍ଶିନୀ): ଉତ୍ତରାଖଣ୍ଡରେ ଜାତୀୟ କାନୋଇଂ ସ୍ପ୍ରିଣ୍ଟ ଚାମ୍ପିଅନଶିପ ରବିବାର ଉଦ୍‌ଯାପିତ ହୋଇଯାଇଛି । ୮ ସ୍ବର୍ଣ୍ଣ, ୬ ରୌପ୍ୟ ଏବଂ ୯ଟି ବ୍ରୋଞ୍ଜ ପଦକକୁ ମିଶାଇ…