ଆନ୍ତଃ ସ୍କୁଲ ଫୁଟ୍‌ବଲ: କିସ୍‌ ଚାମ୍ପିୟନ

ଭୁବନେଶ୍ୱର, ୧୬।୯(ତପନ ସ୍ବାଇଁ): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଜୟନ୍ତ ମହାପାତ୍ର ସ୍ମାରକୀ ଆନ୍ତଃ ସ୍କୁଲ ଫୁଟବଲ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ…

ଜଳବାୟୁ ପରିବର୍ତ୍ତନରୁ ବିନାଶ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬ା୯,(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ମାତ୍ର ଦୁଇ ଚାରି ଦିନର ବ୍ୟବଧାନରେ ଉତ୍ତର ଆଫ୍ରିକାର ଦୁଇଟି ରାଷ୍ଟ୍ର ଅଭୂତପୂର୍ବ ବିପର୍ଯ୍ୟୟକୁ ସାମ୍ନା କରିଛି। ମରକ୍କୋର ବିନାଶକାରୀ ଭୂକମ୍ପରେ ୩୦୦୦ରୁ ଊର୍ଦ୍ଧ୍ୱଙ୍କ…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୮ ମୃତ

ଇସଲାମାବାଦ,୧୬।୯: ପାକିସ୍ତାନର ସାଦିକାବାଦରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ସାଦିକାବାଦର ମୋଟରୱେ ଏମ୍‌-୫ ରାଜପଥରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣଙ୍କର…

ଚନ୍ଦ୍ରରେ ଜଳ ସୃଷ୍ଟି ସମ୍ଭବ

ବେଙ୍ଗାଲୁରୁ,୧୬ା୯: ପୃଥିବୀର ଉଚ୍ଚ ଶକ୍ତିଯୁକ୍ତ ଇଲେକ୍ଟ୍ରୋନ୍‌ଗୁଡ଼ିକରୁ ଚନ୍ଦ୍ର ପୃଷ୍ଠରେ ଜଳ ପ୍ରସ୍ତୁତ କରାଯାଇପାରିବ। ବୈଜ୍ଞାନିକମାନଙ୍କର ଏକ ଟିମ୍‌ ଭାରତର ଚନ୍ଦ୍ରୟାନ-୧ ଲୁନାର ମିଶନ ପଠାଇଥିବା ରିମୋଟ୍‌ ସେନ୍‌ସିଂ ଡେଟା…

ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଗୃହବନ୍ଦୀ ଥିବା ଚର୍ଚ୍ଚା

ଟୋକିଓ,୧୬ା୯: ଚାଇନାର ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ ଗୃହବନ୍ଦୀ ରହିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ପ୍ରତିରକ୍ଷା ମନ୍ତ୍ରୀ କେଉଁଠି ଅଛନ୍ତି ବୋଲି ଜାପାନରେ ଥିବା ଆମେରିକା ରାଷ୍ଟ୍ରଦୂତ…

ଉତ୍ତର ପ୍ରଦେଶ ଚାମ୍ପିୟନ

ଭୁବନେଶ୍ୱର, ୧୬ା୯(ବିଜୟ ରଣା): ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ, ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଏବଂ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର ମିଳିତ ଆନୁକୂଲ୍ୟରେ…

ଗ୍ରେଟାଙ୍କ ନାଁରେ ଦ୍ୱିତୀୟ ମାମଲା

ଷ୍ଟକ୍‌ହୋମ୍‌,୧୬ା୯: ସୁଇଡେନ୍‌ର କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ଗ୍ରେଟା ଥନ୍‌ବର୍ଗଙ୍କ ବିରୋଧରେ ଶୁକ୍ରବାର ଟ୍ରାଫିକ୍‌ ଅବରୋଧ ଓ ପୋଲିସ ଶୃଙ୍ଖଳା ଅବମାନନା ଅଭିଯୋଗରେ ମାମଲା ରୁଜୁ କରାଯାଇଛି। ଦୁଇମାସ ମଧ୍ୟରେ ଏହା…

ଭାରତରେ ପ୍ରସ୍ତାବିତ ବାଣିଜ୍ୟ ମିଶନକୁ ସ୍ଥଗିତ ରଖିଲା କାନାଡା

ଓଟାଓ୍ବା,୧୬।୯: କାନାଡାର ବାଣିଜ୍ୟ ମନ୍ତ୍ରୀ ମେରି ଏନ୍‌ଜି ଭାରତରେ ପ୍ରସ୍ତାବିତ ବାଣିଜ୍ୟ ମିଶନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ମାସରେ କାନାଡିୟ ମିଶନକୁ ଭାରତ ଆସିବାର…

ରିପୋର୍ଟରେ ଭୁଲ୍‌ ବିବୃତି ଅପରାଧ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬ା୯: ମଣିପୁର ହିଂସାବେଳେ ସରକାରଙ୍କ ବିରୋଧରେ ଖବର ଛାପିଥିବାରୁ ଏଡିଟର୍ସ ଗିଲ୍ଡ ଓ ଏହାର ୪ ଜଣ ସଦସ୍ୟଙ୍କ ବିରୋଧରେ ମାମଲା ଦାଏର ହୋଇଛି। ସୈନ୍ୟବାହିନୀର ନିବେଦନକ୍ରମେ ଖବର…

ଅନନ୍ତନାଗରେ ଗୁଳି ବିନିମୟ ଜାରି

ନୂଆଦିଲ୍ଲୀ,୧୬ା୯: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ବୁଧବାର ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ସେନା କଲୋନେଲ, ଜଣେ ମେଜର ଏବଂ ଜଣେ…