ସୁପ୍ରିମକୋର୍ଟରୁ ସିସୋଡିଆଙ୍କୁ ଝଟକା

ନୂଆଦିଲ୍ଲୀ.୧୫।୯: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କୁ ସୁପ୍ରିମକୋର୍ଟରୁ ଝଟକା ଲାଗିଛି। ଦିଲ୍ଲୀର ମଦ ଦୁର୍ନୀତିର ଦୁଇଟି ମାମଲାରେ ସିସୋଡିଆଙ୍କ ଜାମିନ ଆବେଦନ…

୭ ଯୁବତୀଙ୍କୁ ଏକାସାଙ୍ଗରେ ବିବାହ କଲେ ଏହି ବ୍ୟବସାୟୀ, ଶହେ ସନ୍ତାନର ଜନକ ହେବାକୁ ରଖିଛନ୍ତି ଇଚ୍ଛା

ଉଗାଣ୍ଡାର ଜଣେ ବ୍ୟବସାୟୀ ଗୋଟିଏ ଦିନରେ ୭ ଯୁବତୀଙ୍କୁ ବିବାହ କରି ଚର୍ଚ୍ଚାରେ ରହିଛନ୍ତି। ସେହି ବ୍ୟବସାୟୀଙ୍କ ନାମ ହବିବ ଏନ୍‌ସିକୋନେ(୪୩)। ସେ ଜଣେ ପ୍ରସିଦ୍ଧ ଟ୍ରାଡିଶନାଲ…

ଜାମିନ ଆବେଦନ କଲେ ଚନ୍ଦ୍ରବାବୁ ନାଇଡୁ

ଅମରାବତୀ,୧୫।୯: ସ୍କିଲ ଡେଭଲପମେଣ୍ଟ କର୍ପୋରେଶନ ସ୍କାମରେ ୧୪ ଦିନିଆ ନ୍ୟାୟିକ ହେପାଜତରେ ଥିବା ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌.…

‘ଆମ୍ବେଦକର କ୍ଲର୍କ ଥିଲେ, ସମ୍ବିଧାନ ସହ ତାଙ୍କର କୌଣସି ସମ୍ପର୍କ ନାହିଁ’,ପୂର୍ବତନ ଭିଏଚପି ନେତାଙ୍କ ବିବାଦୀୟ ବୟାନ ପରେ ଗିରଫ

ନୂଆଦିଲ୍ଲୀ,୧୫।୯: ତାମିଲନାଡୁର ପୂର୍ବତନ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚପି) ନେତା ଆରବିଭିଏସ ମଣିୟନ ବିଆର ଆମ୍ବେଦକରଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ ତାଙ୍କୁ ଗିରଫ କରାଯାଇଛି। ଆମ୍ବେଦକରଙ୍କ…

ଜିପ୍‌ -ଲୋରୀ ମଧ୍ୟରେ ମୁହାଁମୁହିଁ ଧକ୍କା: ୫ ମୃତ, ୧୧ ଆହତ

ଅମରାବତୀ,୧୫।୯: ଆନ୍ଧ୍ରପ୍ରଦେଶର ଅନ୍ନାମାୟା ଜିଲାରେ ଶୁକ୍ରବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଜିପ୍‌ -ଲୋରୀ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପିଓକେ ଭାରତର ଅବିଚ୍ଛେଦ୍ୟ ଅଙ୍ଗ, ୟୁଏଇର ଉପ-ପ୍ରଧାନମନ୍ତ୍ରୀ ଜାରି କଲେ ନକ୍ସା

ଅବୁଧାବି/ନୂଆଦିଲ୍ଲୀ,୧୫।୯: କଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ଆଉ ନିଜର ବନ୍ଧୁତ୍ୱପୂର୍ଣ୍ଣ ଦେଶର ସମର୍ଥନ ପାଇବ ନାହିଁ। ପାକିସ୍ତାନର ନିକଟବର୍ତ୍ତୀ ସଂଯୁକ୍ତ ଆରବ ଏମିରେଟ୍ସ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)…

ଗ୍ରେଟର ନୋଏଡାରେ ବଡ ଦୁର୍ଘଟଣା: ନିର୍ମାଣାଧିନ ବିଲଡିଂର ଲିପ୍ଟ ଖସି ୪ ଶ୍ରମିକ ମୃତ

ଗେଟର ନୋଏଡା,୧୫।୯: ଗ୍ରେଟର ନୋଏଡାରେ ଏକ ବଡ ଦୁର୍ଘଟଣା ହୋଇଥିବା ଖବର ଆସିଛି। ଗ୍ରେଟର ନୋଏଡା ୱେଷ୍ଟର ଡ୍ରିମ ଭ୍ୟାଲି ପ୍ରୋଜେକ୍ଟର ନିର୍ମାଣ ସ୍ଥଳରେ ଲିଫ୍ଟ ଖସିଯିବା…

ରାଜସ୍ଥାନରେ ଜଙ୍ଗଲ ରାଜ ଶେଷ କରି ରାମ ରାଜ୍ୟ ଆଣିବୁ: ଅନୁରାଗ ଠାକୁର

ଜୟପୁର,୧୫।୯: ରାଜସ୍ଥାନରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ସମ୍ପୂର୍ଣ୍ଣ ଶକ୍ତି ସହିତ ମଇଦାନକୁ ପ୍ରବେଶ କରିଛି। ଗୁରୁବାର ପ୍ରଚାର କରିବାକୁ ସେଠାକୁ ଆସିଥିବା କେନ୍ଦ୍ର…

ମଣିପୁର ହିଂସାକୁ ୪ ମାସ: ୧୭୫ ମୃତ୍ୟୁ, ୧୧୦୦ରୁ ଅଧିକ ଆହତ, ପୋଡି ଦେଇଛନ୍ତି ୪,୭୮୬ ଘର

ଇମ୍ଫାଲ,୧୫।୯: ମଣିପୁରରେ ଗତ ୪ ମାସ ହେବ ହିଂସା ଜାରି ରହିଛି। ମେ’୩ରେ ଆରମ୍ଭ ହୋଇଥିବା ଜାତୀୟ ହିଂସାରେ ଅତିକମରେ ୧୭୫ ଜଣଙ୍କ ମୃତ୍ୟୁ ହୋଇ ସାରିଛି।…

ଦୁଇ ସପ୍ତାହ ହେଲା ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଗାଏବ, ନଜରବନ୍ଦୀ ଆଶଙ୍କା କଲେ ଆମେରିକା ରାଷ୍ଟ୍ରଦୂତ

ଟୋକିଓ,୧୫ା୯: ଜାପାନରେ ଆମେରିକାର ରାଷ୍ଟ୍ରଦୂତ ରହମ ଇମାନୁଏଲ ଶୁକ୍ରବାର ଏକ ସୋସିଆଲ ମିଡିଆ ପୋଷ୍ଟରେ ପଚାରିଛନ୍ତି ଯେ, ଚାଇନା ପ୍ରତିରକ୍ଷା ମନ୍ତ୍ରୀଙ୍କୁ ନଜରବନ୍ଦୀ ରଖାଯାଇଛି କି? ରାଷ୍ଟ୍ରଦୂତ…