ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସଂଶୋଧିତ ବିଜ୍ଞପ୍ତି

ଭୁବନେଶ୍ୱର, ୧୧।୯(ଅସମାପିକା ସାହୁ): ୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିଲେ ବି ଦ୍ୱିତୀୟ ପର୍ଯ୍ୟାୟରେ ନାମଲେଖା ପାଇଁ ଆବେଦନ କରିପାରିବେ। ଛାତ୍ରୀଛାତ୍ରଙ୍କଠାରୁ ଅଭିଯୋଗ ପାଇବା ପରେ…

୧,୦୬୫ ଅଧ୍ୟାପକ ପଦବୀ ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର,୧୧।୯(ଅସମାପିକା ସାହୁ): ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ କଲେଜରେ ୧,୦୬୫ ଅଧ୍ୟାପକ ପଦବୀ ପୂରଣ ହେବ। ଏଥିପାଇଁ ସୋମବାରଠାରୁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଆବେଦନ…

ବାସ୍ତବ ପ୍ରସଙ୍ଗରେ ଧ୍ୟାନ ଦେଉ କେନ୍ଦ୍ର: ଖାର୍ଗେ

ନୂଆଦିଲ୍ଲୀ,୧୧ା୯: ଜି୨୦ ସମିଟ୍‌ ଶେଷ ହୋଇଛି। ଏବେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଲୋକଙ୍କ ବାସ୍ତବ ପ୍ରସଙ୍ଗରେ ଧ୍ୟାନ ଦେବା ଲାଗି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ…

ଜି୨୦ ଘୋଷଣାନାମାକୁ ଚାଇନାର ପ୍ରଶଂସା

ବେଜିଂ,୧୧ା୯: ଜି୨୦ ସମିଟ୍‌ ଅବସରରେ ନୂଆଦିଲ୍ଲୀ ଘୋଷଣାନାମାକୁ ଚାଇନା ପ୍ରଶଂସା କରିଛି। ସଦସ୍ୟ ରାଷ୍ଟ୍ରଗୁଡ଼ିକ ବୈଶ୍ୱିକ ଚ୍ୟାଲେଞ୍ଜର ମୁକାବିଲା କରିବା ଏବଂ ଅର୍ଥନୀତିରେ ସୁଧାର ପାଇଁ ହାତ…

ଟିଡିପି ବିଧାୟକଙ୍କୁ ଗୃହବନ୍ଦୀ: ସହରରେ ୧୪୪

ହାଇଦ୍ରାବାଦ,୧୧ା୯: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କୁ ଦୁର୍ନୀତି ମାମଲାରେ ସିଆଇଡି ଗିରଫ ପରେ ଦଳର ୨୧ ବିଧାୟକଙ୍କୁ ଗୃହବନ୍ଦୀ ରଖାଯାଇଛି।…

ଭ୍ୟାନ୍‌କୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୭ ମହିଳା ଯାତ୍ରୀଙ୍କ ଜୀବନ

ତିରୁପାଟ୍ଟୁର,୧୧ା୯: ତାମିଲନାଡୁର ତିରୁପାଟ୍ଟୁର ଜିଲା ଅଧୀନ ନାତ୍ରାମପାଲ୍ଲୀ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୭ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩…

ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା, ସ୍ବାମୀ ଅଟକ

ଜି.ଉଦୟଗିରି,୧୧ା୯(ଶିଶିର ପଟ୍ଟନାୟକ)-ଜି.ଉଦୟଗିରି ଥାନା ଅଧୀନ କଳିଙ୍ଗା ପଞ୍ଚାୟତର ନନ୍ଦଗିରି ଗ୍ରାମରୁ ପୋଲିସ ସୋମବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ଶୁଭଶ୍ରୀ ପ୍ରଧାନ…

ଏମିତି ବି ଆସେ ବିପଦ, ସାମାନ୍ୟ ଅବହେଳାରୁ ହରାଇ ଦେଲେ ଗୋଡ଼ 

ସମୟ କେବେ କେବେ  ଏମିତି ଆସେ ଯାହା  ଖୁସିକୁ  ଦୁଃଖରେ ପରିଣତ କରିଦିଏ। କିଛି  ଗୋଟିଏ ଅବହେଳା ପାଇଁ ଅନେକ ମୂଲ୍ୟ ଦେବାକୁ ପଡେ।  ଏଭଳି ଏକ…

ଇଥାନଲ ପ୍ଲାଣ୍ଟକୁ ବିରୋଧ

ବରଗଡ଼,୧୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବ୍ଲକର ଏସ୍‌. ଡୁମ୍ବେରପାଲି ଏବଂ ସୋହେଲା ବ୍ଲକ ଅଧୀନ ଲେବିଡ଼ି ପଞ୍ଚାୟତରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟକୁ ନେଇ ବିରୋଧ ତେଜିଛି।…

୩୯ ବର୍ଷର ରେକର୍ଡ ଭାଙ୍ଗିବାରେ ବଞ୍ଚିତ ହେଲେ ବିଦ୍ୟା ରାମରାଜ୍‌

ଚଣ୍ଡିଗଡ଼,୧୧ା୯: ୪୦୦ ମିଟର ହର୍ଡଲ୍ସରେ କିମ୍ବଦନ୍ତୀ ପି.ଟି ଉଷାଙ୍କ ୩୯ବର୍ଷର ପୁରୁଣା ରେକର୍ଡକୁ ଭାଙ୍ଗିବାରେ ଅଳ୍ପକେ ବଞ୍ଚିତ ହୋଇଛନ୍ତି ଏସିଆନ ଗେମ୍ସ ପାଇଁ ମନୋନୀତ ହୋଇଥିବା ତାମିଲନାଡୁର…