୩୯ ବର୍ଷର ରେକର୍ଡ ଭାଙ୍ଗିବାରେ ବଞ୍ଚିତ ହେଲେ ବିଦ୍ୟା ରାମରାଜ୍‌

ଚଣ୍ଡିଗଡ଼,୧୧ା୯: ୪୦୦ ମିଟର ହର୍ଡଲ୍ସରେ କିମ୍ବଦନ୍ତୀ ପି.ଟି ଉଷାଙ୍କ ୩୯ବର୍ଷର ପୁରୁଣା ରେକର୍ଡକୁ ଭାଙ୍ଗିବାରେ ଅଳ୍ପକେ ବଞ୍ଚିତ ହୋଇଛନ୍ତି ଏସିଆନ ଗେମ୍ସ ପାଇଁ ମନୋନୀତ ହୋଇଥିବା ତାମିଲନାଡୁର…

ନାବାଳିକାଙ୍କୁ ବଳାତ୍କାର, ନାବାଳକ ଅଟକ

ଢେଙ୍କିକୋଟ,୧୧ା୯(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଘଟଗାଁ  ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ପୋଲିସ ଜଣେ ନାବାଳକଙ୍କୁ…

ଜୋକୋଭିଚ୍‌ ଚାମ୍ପିୟନ

ନ୍ୟୁୟର୍କ,୧୧ା୯: ଗ୍ରାଣ୍ଡସ୍ଲାମ ଟେନିସ୍‌ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରଛନ୍ତି ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌। ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ରୁଷିଆର ଡାନିଲ ମେଡଭେଡେଭଙ୍କୁ…

ପାକିସ୍ତାନ ଆଗରେ ୩୫୭ ରନ୍‌ ଟାର୍ଗେଟ୍‌

କଲମ୍ବୋ,୧୧ା୯: କଲମ୍ବୋ ସ୍ଥିତ ଆର୍‌.ପ୍ରେମାଦାସ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ସୋମବାର ରିଜର୍ଭ ଡେରେ ଖେଳାଯାଇଥିବା ଏସିଆ କପ୍‌ ସୁପର-୪ ମ୍ୟାଚ୍‌ରେ ବିରାଟ କୋହଲି ଏବଂ କେ.ଏଲ ରାହୁଲଙ୍କ ଦମ୍‌ଦାର…

୩ ଦଫା ଦାବିରେ ପ୍ରାଥମିକ ଶିକ୍ଷକଙ୍କ ଗଣଧାରଣା

 ରାୟଗଡ଼ା,୧୧।୯(ଭାଗ୍ୟଶ୍ରୀ ମିଶ୍ର): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ଓଡ଼ଶାଙ୍କ ନିର୍ଦ୍ଦେଶ କ୍ରମେ  ରାୟଗଡ଼ା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩ ଦଫା ଦାବିରେ ଶିକ୍ଷୟତ୍ରୀ…

ଆନ୍ଦୋଳନରେ ପ୍ରାଥମିକ ଶିକ୍ଷକ

କୁଚିଣ୍ଡା,୧୧ା୯(ବିରଞ୍ଚତ୍ ଦର୍କା): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଆହ୍ବାନ କ୍ରମେ କୁଚିଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ୩ଦଫା ଦାବିରେ ସୋମବାର କୁଚିଣ୍ଡା ବିଇଓ ଅଫିସ…

ଉଦ୍ଧବଙ୍କ ମନ୍ତବ୍ୟକୁ ନିନ୍ଦା କଲା ଭାଜପା

ନୂଆଦିଲ୍ଲୀ,୧୧।୯: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ରାମ ମନ୍ଦିର ଉପରେ ଦେଇଥିବା ମନ୍ତବ୍ୟକୁ ନିନ୍ଦା କରିଛି ଭାଜପା। ସୋମବାର ଭାଜପା ଏମ୍‌ପି ରବି ଶଙ୍କର ପ୍ରସାଦ…

ପଞ୍ଚାୟତ ଆଗରେ ଭାଜପାର ଆନ୍ଦୋଳନ

ମୋରଡ଼ା,୧୧।୯(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ସୋମବାର ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ…

ପୁଣି ଭାରତ-ପାକିସ୍ତାନ ମ୍ୟାଚ୍‌ ଆରମ୍ଭ

କଲମ୍ବୋ,୧୧।୯: ଏସିଆ କପ୍‌ ସୁପର୍‌-୪ରେ ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ ରିଜର୍ଭ ଡେ’ରେ ପୁଣି ଆରମ୍ଭ ହୋଇଛି। ବର୍ଷା ଯୋଗୁ ରବିବାର ହେବା ସମୟରେ ଭାରତୀୟ ଦଳ…

ପାକିସ୍ତାନକୁ ବଡ଼ ଝଟ୍‌କା

କଲମ୍ବୋ,୧୧।୯: ୨୦୨୩ ଏସିଆ କପର ସୁପର-୪ ରାଉଣ୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଚାଲିଛି। ତେବେ ବର୍ଷା ହେତୁ ରବିବାର ଦିନ ଭାରତ-ପାକିସ୍ତାନ ମ୍ୟାଚ ଶେଷ…