ମୋରୋକୋ ଭୂକମ୍ପ ମୃତ୍ୟୁ ସଂଖ୍ୟା ୨୧୦୦ ଟପିଲା, ୧୫୦୦ ଭାରତୀୟଙ୍କୁ ନେଇ ବଢ଼ିଲା ଚିନ୍ତା…

ରାବତ,୧୧।୯: ମୋରୋକୋରେ ହୋଇଥିବା ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୨,୧୨୨କୁ ବୃଦ୍ଧି ପାଇଛି। ଏଥିସହ ୨,୦୫୯ଜଣ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୧,୪୦୪ ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ତେବେ…

ନା ଖର୍ଚ୍ଚ ହେବ ଟଙ୍କା ନା ବିଜୁଳି, ଏମିତି ତିଆରି ହୋଇଛି ଦେଶୀ ଓ୍ବାଶିଂମେଶିନ, ଭିଡିଓ ଦେଖିଲେ…

ଆମର ସୁବିଧା ପାଇଁ ବୈଜ୍ଞାନିକମାନେ ଅନେକ ଉଦ୍ଭାବନ କରିଛନ୍ତି। ଯେଉଁ କାର୍ଯ୍ୟଗୁଡ଼ିକ ପାଇଁ ଆମେ ପୂର୍ବରୁ ଉଭୟ କଠିନ ପରିଶ୍ରମ ଏବଂ ସମୟ ଅତିବାହିତ କରୁଥିଲୁ ତାହା…

ଭାରତୀୟ ତୀରନ୍ଦାଜ ପ୍ରଥମେଶଙ୍କୁ ରୌପ୍ୟ

ହର୍ମୋସିଲୋ,୧୦ା୯: ବିଶ୍ୱକପ୍‌ ଫାଇନାଲରେ ଭାରତୀୟ ତୀରନ୍ଦାଜ ପ୍ରଥମେଶ ଜାକରଙ୍କ ଅଭିଯାନ ରୌପ୍ୟ ପଦକରେ ଶେଷ ହୋଇଛି। ଡେନମାର୍କର ମାଥିଆସ ଫୁଲରଟନଙ୍କଠାରୁ ସେ ଖୁବ୍‌ କମ୍‌ ବ୍ୟବଧାନରେ ହାରିଯାଇଥିଲେ।…

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ସିନ୍‌ ରିକ୍ରିଏସନ୍‌ କଲା ପୋଲିସ

ବଲାଙ୍ଗୀର, ୧୦ା୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସଦର ଥାନା ପୋଲିସ ସିଦ୍ଧାନ୍ତ ବଗର୍ତ୍ତୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ୫ ଜଣଙ୍କୁ ପୋଲିସ…

ଗୋଟିଏ ପରିବାରର ୩ଜଣ ପିଇଦେଲେ କୀଟନାଶକ

ସୋହେଲା,୧୦ା୯(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ମାଷ୍ଟରପଡ଼ାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ୩ଜଣ ବିଷପାନ କରିବା ଅଞ୍ଚଳରେ ଆଲୋଡନ…

ବନବାସୀ ସେବା ସମିତି ମହିଳା ହକି ଟିମ୍‌ ରାଜ୍ୟସ୍ତରକୁ ମନୋନୀତ

ବାଲିଗୁଡ଼ା,୧୦।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜଲା ବାଲିଗୁଡ଼ା ଅଞ୍ଚଳର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତିର ମହିଳା ହକି ଟିମ୍‌ ରାଜ୍ୟସ୍ତରକୁ ମନୋନୀତ ହୋଇଛି। ଅନୁଷ୍ଠାନର…

ରିଜର୍ଭ ଡେରେ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୦ା୯: କଲମ୍ବୋ ସ୍ଥିତ ଆର୍‌.ପ୍ରେମାଦାସ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଏସିଆ କପ୍‌ ସୁପର-୪ ଭାରତ-ପାକିସ୍ତାନ ମ୍ୟାଚ୍‌ ବର୍ଷା କାରଣରୁ ବାଧାପ୍ରାପ୍ତ ହୋଇଛି। ଫଳରେ ରିଜର୍ଭ ଡେ…

ଡିଭାଇଡ଼ରରେ ପିଟିହୋଇ ଚାଲିଗଲା ଜୀବନ

କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି-ଧର୍ମଗଡ଼ ବିଜୁ ଏକ୍ସପ୍ରେସ ୱେର ବଡ଼କେନ୍ଦୁଗୁଡା ଛକ ନିକଟରେ ରବିବାର ସାରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା ଡିଭାଇଡ଼ରରେ ପିଟିହୋଇ…

ନାଳ ଖୋଳି ୩ ଶହ ଏକର ଜମିକୁ ଜଳସେଚନ

କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତରେ ଅନାବୃଷ୍ଟି ଯୋଗୁ ଚଳିତ ବର୍ଷ ସମ୍ଭାବ୍ୟ ମରୁଡି ପରିସ୍ଥିତି ଉପୁଜିଥିବାରୁ ଚାଷୀମାନେ ଚିନ୍ତାରେ ପଡିଛନ୍ତି।…

ଭାରତ ମଣ୍ଡପମ୍‌ରେ ପାଣି ଜମିଥିବା ଭିଡିଓ ଶେୟାର କଲା କଂଗ୍ରେସ

ନୂଆଦିଲ୍ଲୀ,୧୦ା୯: ଜି-୨୦ ସମିଟ୍‌ ଆୟୋଜନ ସ୍ଥଳ ନବନିର୍ମିତ ଭାରତ ମଣ୍ଡପମ୍‌ରେ ପାଣି ଜମିଥିବାର ଏକ ଭିଡିଓ ଶେୟାର କରି କେନ୍ଦ୍ର ସରକାରଙ୍କ ଫମ୍ପା ବିକାଶ ପଦାରେ ପଡ଼ିଲା…