ପ୍ରାକ୍ତନ ବିଏସ୍‌ଏଫ୍‌ ଯବାନଙ୍କୁ ଗୁଳିକରି ହତ୍ୟା

ରାଉରକେଲା,୮।୯(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗୋଏଲକେରା ଥାନା ଅଧୀନ କଦମଡିହି ଅଞ୍ଚଳରେ ଜଣେ ପ୍ରାକ୍ତନ ବିଏସ୍‌ଏଫ୍‌ ଯବାନଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତକ ହେଲେ ସୁଖଲାଲ ପୂର୍ତ୍ତି।…

ଦିନେଶ ଶର୍ମା ରାଜ୍ୟ ସଭାକୁ ନିର୍ବାଚିତ

ଲକ୍ଷ୍ନୌ,୮ା୯: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା ଉତ୍ତରପ୍ରଦେଶରୁ ଭାଜପା ପ୍ରାର୍ଥୀ ଭାବେ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୧୫ ତାରିଖରେ ହେବାକୁ ଥିବା ନିର୍ବାଚନ…

ଘଉଡ଼ାଇବା ବେଳେ କଚାଡ଼ି ଦେଲା ଦନ୍ତା

କେନ୍ଦୁଝର, ୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ହାତୀ ଆକ୍ରମଣରେ ଶୁକ୍ରବାର ସାହାରପଡ଼ା ବ୍ଲକ ଚୁଟିଆପଶି ପଞ୍ଚାୟତ କଟାବେଡା ଗ୍ରାମର କ୍ଷୀରୋଦ ଚନ୍ଦ୍ର ମହାନ୍ତ(୫୨)ଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା…

ଓଡ଼ିଶା: ଆଜିର ଫଟୋ (ସେପ୍ଟେମ୍ବର ୮, ୨୦୨୩ )

  ବର୍ଷାରେ କଟକ ସହରର ବିଭିନ୍ନ ସ୍ଥାନର ଦୃଶ୍ୟ

ଉପନିର୍ବାଚନ: ଆଇ.ଏନ.ଡି.ଆଇ.ଏ ହାତେଇଲା ୪, ଭାଜପାକୁ ମିଳିଲା ୩

ନୂଆଦିଲ୍ଲୀ,୮।୯: ଦେଶରେ ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ହୋଇଥିବା ଉପ ନିର୍ବାଚନ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ୭ ବିଧାନସଭା ଆସନରୁ ବିରୋଧୀ ମେଣ୍ଟ ୪…

ଦିଲ୍ଲୀକୁ ଏବେ ନୋ ଫ୍ଲାଇଙ୍ଗ୍‌ ଜୋନ୍‌ କରାଯାଇଛି, କେମିତି ଯିବି: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ରାୟପୁର,୮।୯: ଜି-୨୦ ୨୦୨୩ ଶିଖର ସମ୍ମିଳନୀ ଭାରତରେ ଅନୁଷ୍ଠିତ ହେଉଛି। ଏଥିପାଇଁ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଦେଶରୁ…

ଜଳପ୍ରପାତରେ ବୁଡି ନିଖୋଜ ଥିଲେ: ମିଳିଲା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ

କୁଚିଣ୍ଡା,୮ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ମହୁଲପାଲି ଥାନା ଅଧୀନ ଗୁଦ୍‌ଗୁଦା ଜଳପ୍ରପାତରେ ବୁଡ଼ି ନିଖୋଜ ଥିବା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ ୨୪ଘଣ୍ଟା ପରେ ଶୁକ୍ରବାର…

‘ଡାଲଖାଇ’ ଗୀତର ତାଳେ ତାଳେ ନାଚିଲେ ଆଇଏମ୍‌ଏଫ୍‌ ଏମ୍‌ଡି କ୍ରିଷ୍ଟାଲିନା

ନୂଆଦିଲ୍ଲୀ,୮।୯: ଦିଲ୍ଲୀରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀ ପାଇଁ ଅତିଥିମାନଙ୍କ ଆଗମନ ପ୍ରକ୍ରିୟା ଜାରି ରହିଛି। ଜଣେ ପରେ ଜଣେ ବିଦେଶୀ ଅତିଥି ଆସି ସମ୍ମିଳନୀ…

ଜି୨୦ ସମ୍ମିଳନୀରେ ଚାଇନା ପ୍ରତିନିଧିଙ୍କ ଅଂଶଗ୍ରହଣକୁ ତିବ୍ବତୀୟଙ୍କ ବିରୋଧ

ନୂଆଦିଲ୍ଲୀ,୮।୯: ଜି୨୦ ସମ୍ମିଳନୀରେ ଚାଇନା ପ୍ରତିନିଧିଙ୍କ ଅଂଶଗ୍ରହଣକୁ ବିରୋଧ କରାଯାଇଛି। ଶୁକ୍ରବାର ଉତ୍ତର ଦିଲ୍ଲୀର ମଞ୍ଜୁକା ତିଲାଠାରେ ତିବ୍ବତୀୟ ଯୁବ କଂଗ୍ରେସ ପକ୍ଷରୁ ଏହି ବିକ୍ଷୋଭ ପ୍ରଦର୍ଶନ…