‘ଅଚିନ୍ତାରେ ଶୋଇଛନ୍ତି ପ୍ରଧାନମନ୍ତ୍ରୀ’

ନୂଆଦିଲ୍ଲୀ,୨୦।୭: ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଭଳି ଲଜ୍ଜାଜନକ ଘଟଣାକୁ ବିରୋଧୀ ସଂସଦରେ ଜୋରଦାର ଉଠାଇବାକୁ ପ୍ରସ୍ତୁତ ହେଉଛନ୍ତି। ମଣିପୁର ହିଂସାକୁ ନେଇ ପ୍ରଧାନମନ୍ତ୍ରୀ…

ଅହମ୍ମଦବାଦ ଭୟଙ୍କର ସଡକ ଦୁର୍ଘଟଣା: ଲୋକ ଗହଳିରେ ଚଢିଗଲା ଜାଗୁଆର, ୯ମୃତ

ଅହମ୍ମଦାବାଦ,୨୦।୭: ଗୁଜୁରାଟର ଅହମ୍ମଦାବାଦରେ ଅବସ୍ଥିତ ଇସ୍କନ ବ୍ରିଜରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ…

ମା’ ହେଲେ ଏହି ଅଭିନେତ୍ରୀ

ସେଲିବ୍ରିଟି ଦମ୍ପତି ଇଶିତା ଦତ୍ତା ଏବଂ ବତ୍ସଲ ସେଠଙ୍କ ଘରକୁ କୁନି ଅତିଥି ଆସିଛି। ଅଜୟ ଦେବଗନଙ୍କ ଅନସ୍କ୍ରିନ ଝିଅ ଇଶିତା ଏକ ପୁତ୍ର ସନ୍ତାନ ଜନ୍ମ…

ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରିବା ଘଟଣା: ଭିଡିଓକୁ ଶେୟାର୍‌ ନ କରିବା ସରକାରଙ୍କ ନିର୍ଦ୍ଦେଶ

ଇମ୍ଫାଲ,୨୦।୭: ମଣିପୁର ହିଂସା ଥମିବାକୁ ନାଁ ନେଉ ନ ଥିବା ବେଳେ ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ପରେଡ କରିବା ଘଟଣାର ଭିଡିଓ ଭାଇରାଲ ହୋଇଛି।…

ବ୍ରିଟିଶ ନିର୍ମିତ ବଙ୍ଗଳା ପରିସରରେ ନିର୍ମାଣ ହେବ ପର୍ଯ୍ୟଟନ କ୍ଷେତ୍ର

ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ଲକ୍‌ଠାରେ ୧୮୮୫ରେ ବ୍ରିଟିଶ୍‌ ଶାସନ ସମୟରେ ଏକ ଷ୍ଟର୍ମ ୱେଭ୍‌ ବା ବାତ୍ୟା ଆଶ୍ରୟସ୍ଥଳ…

ଅଙ୍ଗନଓ୍ବାଡି ପିଲାଙ୍କୁ ପୋକ ସାଲୁବାଲୁ ଛତୁଆ

କେନ୍ଦ୍ରାପଡ଼ା,୨୦ା୭(ଜଗନ୍ନାଥ ଧଳ)ସମନ୍ବିତ ଶିଶୁ ବିକାଶ ଯୋଜନାରେ ସରକାରଙ୍କ ତରଫରୁ ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ସ୍ବାସ୍ଥ୍ୟ ଗଠନରେ ସହାୟକ ହେବା ନିମନ୍ତେ ପୁଷ୍ଟିକର ଛତୁଆ,…

ନୂତନ ଦଧିନଉତି ବସିବ, ଲାଗିବ ଆର୍ଥିଂ

ପୁରୁଣା ଭୁବନେଶ୍ୱର,୨୦।୭(ସୁବାସ ଚନ୍ଦ୍ର ପ୍ରଧାନ)ଗତ ଶନିବାର ବଜ୍ରପାତରେ ମାଉସୀମା ଛକସ୍ଥିତ ରାମେଶ୍ୱର ମନ୍ଦିରର ଦଧିନଉତି ଖସିପଡ଼ିଥିଲା। ଦଧି ନଉତିଟି ସମ୍ପୂର୍ଣ୍ଣ ଭାଙ୍ଗି ମନ୍ଦିରର ଚତୁଃପାର୍ଶ୍ୱରେ ଏଣେତେଣେ ପଡ଼ିଥିଲା।…

ବସ୍ତିରେ ତିଆରି ହେଉଥିଲା ଗଞ୍ଜେଇ ସିଗାରେଟ

ଭୁବନେଶ୍ୱର,୨୦।୭(ସୂର୍ଯ୍ୟକାନ୍ତ ବେହେରା)ଦେଖିବାକୁ ସିଗାରେଟ। ମାତ୍ର ଭିତରେ ଭର୍ତ୍ତି ହୋଇଛି ଗଞ୍ଜେଇ। ରାଜଧାନୀରେ ବେଆଇନ ଭାବେ ବିକ୍ରି ହେଉଥିବା ଏହି ଗଞ୍ଜେଇ ସିଗାରେଟ ସହରରେ ଥିବା ବସ୍ତିରେ ତିଆରି…

‘ଛାତ୍ର ସଂସଦ ନିର୍ବାଚନ ଘୋଷଣା କରାଯାଉ’

ଖୋର୍ଦ୍ଧା,୨୦ା୭(ପ୍ରଭାତ ପାଣିଗ୍ରାହୀ)ବିଭିନ୍ନ ପ୍ରସଙ୍ଗ ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି। ଦୀର୍ଘ ୪ବର୍ଷ ହେବ ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ…

୨ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର, ୨୦।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରି ରୋଡ୍‌ ଷ୍ଟେଶନ ନିକଟରେ ଭଦ୍ରକ-ବାଲେଶ୍ୱର ମେମୁ ଟ୍ରେନ୍‌ ଲୁପ୍‌ଲାଇନ୍‌ ଭିତରକୁ ପଶି ଆସିବା ଘଟଣାରେ ରେଲଓ୍ବେ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ…