ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସଚେତନତା ଅଭିଯାନ

ଭୁବନେଶ୍ୱର, ୫।୯: ଆର୍ସଲର ମିତ୍ତଲ ନିପ୍ପନ୍‌ ଷ୍ଟିଲ (ଏଏମଏନଏସ) ଇଣ୍ଡିଆ ପକ୍ଷରୁ ଏକ ଅଭିନବ ପଦକ୍ଷେପ ସାଙ୍ଗକୁ ଜନ ସଚେତନତା ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଡେଙ୍ଗୁ…

ପୁଣି ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୫।୯: ଏସିଆ କପ ୨୦୨୩ର ଦ୍ୱିତୀୟ ମ୍ୟାଚରେ ଭାରତ ନେପାଳକୁ ୧୦ ଉଇକେଟ୍‌ରେ ପରାସ୍ତ କରିଛି। ବର୍ଷା ବାଧାପ୍ରାପ୍ତ ମ୍ୟାଚ ଶ୍ରୀଲଙ୍କାର ପାଲେକେଲ ଷ୍ଟାଡିୟମରେ ଖେଳାଯାଇଥିଲା। ଭାରତୀୟ…

ଅସୁରକ୍ଷିତ ଧାନମଣ୍ଡି: ୧୧୭ରୁ ଗୋଟିଏରେ ସିସିଟିଭି

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା): ଧାନ ମଣ୍ଡିରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ସମସ୍ତ ମଣ୍ଡିରେ ସିସିଟିଭି କ୍ୟାମେରା ଲଗାଇବାକୁ ବିଭାଗୀୟ ଷ୍ଟାଣ୍ଡିଂ କମିଟି ପକ୍ଷରୁ ନିଷ୍ପତ୍ତି ହୋଇଥିଲା।…

ଏନ୍‌ସି ନେତାଙ୍କୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୯: ୨୦୧୮ରେ ଜମ୍ମୁ-କଶ୍ମୀର ବିଧାନସଭାରେ ‘ପାକିସ୍ତାନ ଜିନ୍ଦାବାଦ୍‌’ ସ୍ଲୋଗାନ ଦେଇଥିବା ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ନେତା ମହମ୍ମଦ ଆକବର ଲୋନ୍‌ଙ୍କୁ ଦିନକ ମଧ୍ୟରେ ସତ୍ୟପାଠ ଦାଖଲ କରିବା…

ରାଜ୍ୟପାଳ-ପଶ୍ଚିମବଙ୍ଗ ସରକାର ମୁହଁାମୁହଁି

କୋଲ୍‌କାତା,୫।୯: କୁଳପତି ନିଯୁକ୍ତିକୁ ନେଇ ପଶ୍ଚିମବଙ୍ଗ ରାଜ୍ୟପାଳ ଓ ଟିଏମ୍‌ସି ମଧ୍ୟରେ ପୁଣି ନୂଆ ବିବାଦ ଦେଖାଦେଇଛି। ରବିବାର ରାଜ୍ୟର ୭ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ରାଜ୍ୟପାଳ ସି.ଭି.…

କଂଗ୍ରେସ କାର୍ଯ୍ୟକ୍ରମର ବାସି ଖାଦ୍ୟ ଖାଇ ୨୦ ଗୋରୁ ମୃତ

ରାୟପୁର,୫ା୯: ଛତିଶଗଡ଼ର ନୟା ରାୟପୁର ଅନ୍ତର୍ଗତ ଟୁଟା ଗ୍ରାମରେ ୨୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିବା ସହ ଅନେକ ଅସୁସ୍ଥ ହୋଇପଡ଼ିଥିବାରୁ ବିରୋଧୀ ଭାଜପା କଂଗ୍ରେସ ସରକାରଙ୍କୁ…

କଶ୍ମୀର ପ୍ରସଙ୍ଗ ସମାଧାନ ନ ହେଲେ ଭାରତ ସହ ବାଣିଜ୍ୟ ସମ୍ଭବ ନୁହେଁ: ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ୍‌,୫।୯: କଶ୍ମୀର ପ୍ରସଙ୍ଗ ସମାଧାନ ନ ହେଲେ ଭାରତ ସହ ବାଣିଜ୍ୟ ସମ୍ଭବ ନୁହେଁ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଅନୱର ଉଲ ହକ କାକର କହିଛନ୍ତି। ଏକ…

ଅଗଷ୍ଟରେ ୨୦%, ଜୁଲାଇରେ ୩୭% କମ୍‌ ବର୍ଷା

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଅଗଷ୍ଟରେ ଆବଶ୍ୟକତାଠାରୁ ୨୦ ପ୍ରତିଶତ କମ୍‌ ବର୍ଷା ଧାନ ଫସଲକୁ ଉଜାଡ଼ି ଦେଇଛି। ଧାନଗଛ ସବୁ ହଳଦିଆ ହେବାକୁ ବସିଛି। ଜୁଲାଇରେ…

ୟୁପି ମନ୍ତ୍ରୀ ସନାତନ ଧର୍ମକୁ ଅପମାନିତ କରିଥିଲେ

ଉତ୍ତରପ୍ରଦେଶ ରାମପୁରର ଲୋଧେଶ୍ୱର ମହାଦେବ ମନ୍ଦିରରେ ଥିବା ଶିବଲିଙ୍ଗ ଉପରେ ରାଜ୍ୟ ମନ୍ତ୍ରୀ ସତୀଶ ଶର୍ମା ହାତ ଧୋଉଥିବାର ଭିଡିଓ ଭାଇରାଲ ହେବା ପରେ ବିରୋଧୀ ଦଳଗୁଡ଼ିକ…

‘ସନାତନ ଧର୍ମକୁ ସମ୍ମାନ ଦିଏ’: ଉଦୟନିଧିଙ୍କ ମନ୍ତବ୍ୟ ଉପରେ ମମତାଙ୍କ ଟିପ୍ପଣି

ନୂଆଦିଲ୍ଲୀ,୫ା୯: ସନାତନ ଧର୍ମ ଉପରେ ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିବାଦୀୟ ମନ୍ତବ୍ୟକୁ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାପସନ୍ଦ କରିଛନ୍ତି।…