୩ରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୮(ଅନିଲ ଦାସ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୩ ତାରିଖରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ…

ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ରାଇରଙ୍ଗପୁର,୩୦ା୮(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ଭୋଳ ବେଢ଼ା ଗ୍ରାମରେ ରାଖୀ ପୂର୍ଣ୍ଣିମା ( ବୁଧବାର ) ଏକ ଦୁଃଖଦ ଘଟଣା ଘଟିଛି। ଉକ୍ତ…

ଓଡ଼ିଶା: ଆଜିର ଫଟୋ ( ଅଗଷ୍ଟ ୩୦, ୨୦୨୩ )

କଟକ ତୁଳସୀପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳନ     କଟକ ସିଏମସି କାର୍ଯ୍ୟାଳୟ ନିକଟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ…

ସ୍ତ୍ରୀଙ୍କୁ ବିବାହ ବାର୍ଷିକୀରେ ଏକେ-୪୭ ରାଇଫଲ ଉପହାର ଦେଇ ବିବାଦରେ ନେତା

କୋଲକାତା,୩୦ା୮: ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ନେତା ରିଆଜୁଲ ହକ୍‌ ପ୍ରଥମ ବିବାହ ବାର୍ଷିକୀରେ ସ୍ତ୍ରୀଙ୍କୁ ଏକ ଏକେ-୪୭ ରାଇଫଲ ଉପହାର ଦେଇଥିବା ବେଳେ ଏହାକୁ ନେଇ…

ବିଗ୍‌-ବି’ଙ୍କ ହାତରେ ରାଖୀ ବାନ୍ଧିଲେ ମମତା

ମୁମ୍ବାଇ: ଆଜି ଅର୍ଥାତ୍‌ ଅଗଷ୍ଟ ୩୦ରେ ସାରା ଦେଶରେ ରକ୍ଷାବନ୍ଧନ ଉତ୍ସବ ପାଳନ କରାଯାଉଛି। ରାଖୀ ହେଉଛି ଭଉଣୀ-ଭାଇଙ୍କ ମଧ୍ୟରେ ସ୍ନେହ, ଶ୍ରଦ୍ଧା ଏବଂ ଭଲପାଇବାର ପ୍ରତୀକ।…

ବର୍ଷା ନାହିଁ, ଚାଷଜମିରେ ଗୋରୁ ଛାଡ଼ିଲେ ଚାଷୀ

କୋକସରା,୩୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନିଅଣ୍ଟିଆ ବର୍ଷା ଯୋଗୁ ଅନେକ ପଞ୍ଚାୟତରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ନିଅଣ୍ଟିଆ ବର୍ଷା ଯୋଗୁ ମାଟି…

କିଏ ହେବେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ,ମମତା ଦେଲେ ଜବାବ

ନୂଆଦିଲ୍ଲୀ,୩୦।୮: ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବୈଠକରେ ଭାଗ ନେବାକୁ ବିରୋଧୀ ଦଳର ନେତାଙ୍କ ଆଗମନ ପ୍ରକ୍ରିୟା ଆରମ୍ଭ କରିଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ…

ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟ୍‌ ଘଟଣା: ଅପରେଶନରେ ବହୁ ଯବାନ ସାମିଲ

ଦାରିଙ୍ଗବାଡ଼ି,୩୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ମଙ୍ଗଳବାର ପୂର୍ବାହ୍ନରେ ଡକାୟତି ହୋଇଥିବା ଘଟଣା ପରେ ଏବେ ଫେରାର ଥିବା ଡକାୟତି ଦଳକୁ ଧରିବା ପାଇଁ ପୋଲିସ…

‘ଭାରତର ବିକାଶକୁ ହଜମ କରିପାରୁନାହାନ୍ତି ରାହୁଲ ଗାନ୍ଧୀ’

ନୂଆଦିଲ୍ଲୀ,୩୦।୮: ନିକଟରେ ପ୍ରକାଶିତ ସରକାରୀ ମାନଚିତ୍ରରେ ଚାଇନା ଅରୁଣାଚଳ ପ୍ରଦେଶ ଏବଂ ଅକ୍ସାଇ ଚୀନର ଅଂଶ ଦେଖାଇବା ପରେ ଭାରତ ଅସନ୍ତୋଷ ବ୍ୟକ୍ତ କରିଛି। ଚାଇନା ଦାବିକୁ…

ଆମେ ଭାରତ ମା’ର ସୁରକ୍ଷା ପାଇଁ ଏକାଠି ହୋଇଛୁ: ଉଦ୍ଧବ ଠାକରେ

ମୁମ୍ବାଇ,୩୦।୮: ଜାତୀୟତାବାଦୀ କଂଗ୍ରେସ ଦଳର ମୁଖ୍ୟ ଶରଦ ପାୱାର ଏବଂ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଭାରତ’ର ବୈଠକ ପୂର୍ବରୁ ଏକ…