ସର୍ବେଶ୍ୱରଙ୍କ ପାଇଁ ଅଡୁଆ ବଢ଼ିଲା

ଯାଜପୁର/ଚଣ୍ଡିଖୋଲ,୧୧ା୭(ହର୍ଷବର୍ଦ୍ଧନ ବେହେରା/ପ୍ରଦୀପ୍ତ ପୃଷ୍ଟି): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ଥିବା ମାଣ୍ଡୁକା ପାହାଡ଼ରୁ ମୋରମ ଲୁଟ୍‌ ଅଭିଯୋଗ ଉପରେ ସୋମବାର ପ୍ରଶାସନ ପକ୍ଷରୁ ସାଟେଲାଇଟ୍‌ ମାପଚୁପ…

ୟୁସିସିକୁ ବିରୋଧ କରିବ ବିଆରଏସ୍‌

ହାଇଦ୍ରାବାଦ୍‌,୧୧।୭: ୟୁନିଫର୍ମ ସିଭିଲ କୋଡକୁ ନେଇ ଆଜିକାଲି ଭାରତରେ ଅନେକ ବିତର୍କ ଚାଲିଛି। ଅନେକ ରାଜନୈତିକ ଦଳ ଏହାକୁ ବିରୋଧ କରୁଥିବାବେଳେ କିଛି ଦଳ ଏହାକୁ ସମର୍ଥନ…

ଫାଓ ଲିଗ୍‌: କିଶୋର କ୍ଲବ ବିଜୟୀ

କଟକ, ୧୧ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଫାଓ ଲିଗର ସୋମବାର ଖେଳାଯାଇଥିବା ଏକ ମ୍ୟାଚରେ କିଶୋର କ୍ଲବ ୩-୧ ଗୋଲରେ ଚାନ୍ଦ କ୍ଲବକୁ ପରାସ୍ତ କରିଛି।…

ଉତ୍ତରକାଶୀସ୍ଥିତ ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ କରିବେ ଉତ୍ତରାଖଣ୍ଡ ସରକାର

ଭୁବନେଶ୍ବର, ୧୧ା୭(ସୁନିତ୍‌ ମିଶ୍ର):ଉତ୍ତରାଖଣ୍ଡ ଉତ୍ତରକାଶୀସ୍ଥିତ ସାଲଡ ଗ୍ରାମରେ ପାହାଡ଼ ଉପରେ ଆଢୁଆଳ ଅବସ୍ଥାରେ ଥିବା ଜଗନ୍ନାଥ ମନ୍ଦିରର ରକ୍ଷଣାବେକ୍ଷଣ ଓ ଉନ୍ନତି କାର୍ଯ୍ୟ ନେଇ ସୋମବାର ଭିଡିଓ…

ଉତ୍ତରାଞ୍ଚଳର ନେତୃତ୍ୱ ନେବେ ନୀତୀଶ

ନୂଆଦିଲ୍ଲୀ, ୧୧ା୭ : ପୁଡୁଚେରୀରେ ଦେଓଧର ଟ୍ରଫି ଜୁଲାଇ ୨୪ରୁ ଆରମ୍ଭ ହେବ। ଏଥିରେ ଦିଲ୍ଲୀର ବାମହାତୀ ବ୍ୟାଟର ନୀତୀଶ ରାଣା ଉତ୍ତରାଞ୍ଚଳ ଦଳର ନେତୃତ୍ୱ ନେବେ।…

୮ ରାଜ୍ୟରେ ବର୍ଷା-ବନ୍ୟାର ବିଭିଷିକା, ୨୪ ଘଣ୍ଟାରେ ୪୪ ମୃତ୍ୟୁ, ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫର ୩୯ ଟିମ

ନୂଆଦିଲ୍ଲୀ,୧୧।୭: ମୂଷଳଧାରାରେ ବର୍ଷା ହେବା ଫଳରେ ଉତ୍ତର ଭାରତର ୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରାଜଧାନୀ ଦିଲ୍ଲୀରେ ବହୁ କ୍ଷୟକ୍ଷତି ହୋଇଛି। ହିମାଚଳ ପ୍ରଦେଶ, ପଞ୍ଜାବ,…

ପିଜିଆଇ ରିପୋର୍ଟ ସରକାରଙ୍କ ମୁଖା ଖୋଲିଦେଇଛି: ଭାଜପା

ଭୁବନେଶ୍ବର, ୧୧ା୭(ସୁନିତ୍‌ ମିଶ୍ର):ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ପର୍‌ଫର୍‌ମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (ପିଜିଆଇ) ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ଅସଲ ମୁଖା ଖୋଲିଯାଇଛି। ସର୍ବଭାରତୀୟ ସ୍ତରରେ…

ବିଜେଡି, ଭାଜପାକୁ ସଉତୁଣୀ କହିଲେ ବାହିନୀପତି

ନବରଙ୍ଗପୁର,୧୧।୭(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କଂଗ୍ରେସ ପକ୍ଷରୁ ସୋମବାରଠାରୁ ନବରଙ୍ଗପୁର ବଞ୍ଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାର ଘରଣୀଙ୍କ ପୀଠରୁ ଆଜ୍ଞାମାଳ ନେବାପରେ ସ୍ଥାନୀୟ…

ଅଲିମ୍ପିକ କ୍ୱାଲିଫାୟର୍ସ ଆୟୋଜନ କରିବ ପାକିସ୍ତାନ

କରାଚୀ, ୧୧ା୭: ପାକିସ୍ତାନ ପ୍ରାୟ ୧୯ବର୍ଷ ବ୍ୟବଧାନରେ ଏକ ଅନ୍ତର୍ଜାତୀୟ ହକି ଇଭେଣ୍ଟ ଆୟୋଜନ କରିବାକୁ ଯାଉଛି। ଆସନ୍ତାବର୍ଷ ପ୍ରଥମ ଭାଗରେ ଅଲିମ୍ପିକ କ୍ୱାଲିଫାଇଂ ରାଉଣ୍ଡ ଆୟୋଜନ…

କ୍ଲାସ୍‌ରୁମ୍‌ରେ ମୋବାଇଲ ଫୋନ୍‌ ବନ୍ଦ

ଡଚ୍‌: ବର୍ତ୍ତମାନ ଯୁଗରେ ପିଲାଙ୍କଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ମୋବାଇଲ, ସ୍ମାର୍ଟ ଘଣ୍ଟା ଭଳି ବିଭିନ୍ନ ଜିନିଷ ବ୍ୟବହାର କରୁଛନ୍ତି; ଯାହା ଫଳରେ ପିଲାମାନେ ବେଶି…