ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଦେବଗଡ଼ରେ ପାସହାର ୯୬.୨୬ ପ୍ରତିଶତ: ଅଲିଶା ହେଲେ ଜିଲା ଟପର

ଦେବଗଡ଼,୨।୫(ଶେଖର ଝାଙ୍କର): ଶନିବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଦେବଗଡ଼ ଜିଲାରେ ପାସ ହାର ୯୬.୨୬ ପ୍ରତିଶତ ରହିଛି। ଚଳିତ ବର୍ଷ ୮୬ଟି ହାଇସ୍କୁଲର ୪୦୫୧…

ମାଟ୍ରିକ ପରୀକ୍ଷାଫଳ: ଚଳିତ ଶିକ୍ଷା ବର୍ଷରେ ବି ଗଜପତି ଜିଲା ରାଜ୍ୟରେ ପ୍ରଥମ, ୯୯.୩୧ ପ୍ରତିଶତ ସହ…

ପାରଳାଖେମୁଣ୍ଡି,୨।୫ (ଗିରିଧାରୀ ପରିଚ୍ଛା): ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷା ଫଳାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି । ସମଗ୍ର ରାଜ୍ୟରେ ମାଟ୍ରିକ ଫଳାଫଳ ହାର ୯୫.୩୩…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର…

ବିଦ୍ୟୁତ୍‌ ତାରରେ ଲାଗିଗଲେ ମା’, ପୁଅ, ଆଉ ତା’ପରେ…

ରିଆମାଳ,୨ା୫(ବଦ୍ରୀ ନାରାୟଣ ଅଗ୍ରୱାଲା) ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଧୀନ କୁଣ୍ଢେଇଗୋଳା ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ୍‌ ତାର ସଂଷ୍ପର୍ଶରେ ଆସି ଶନିବାର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର…

ହରମୋହନ, ଯୁଧିଷ୍ଠିରଙ୍କୁ ଗୁରୁ ଦାୟିତ୍ୱ ଦେଲା ଭାଜପା; ତୃଣମୂଳସ୍ତରରେ…

ହାଟଡିହୀ/ନିରାକାର ପରିଡା,୨।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ହରମୋହନ ଶାସିନୀ ଏବଂ ଯୁଧିଷ୍ଠିର ମଲ୍ଲିକଙ୍କୁ ଭାଜପା ତରଫରୁ ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି ।…

ଗଞ୍ଜାମ ବ୍ଲକ ଟପ୍ପର ହେଲେ ଖୁସି -ଆୟୁଷ, ବିଦ୍ୟାଳୟରେ ଉତ୍ସବର…

ଗଞ୍ଜାମ,୨।୫(ବିଦ୍ୟାଧର ସାହୁ/ଅନାଥ ତରାଇ): ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷା ଫଳାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି l ଏଥିରେ ଗଞ୍ଜାମ ନୋଡାଲ ବାଳିକା ଉଚ୍ଚ ବିଦ୍ୟାଳୟ…

ହାଟଡିହୀ ବିଡିଓଙ୍କୁ ଅଫିସରେ ପଶି ଧମକ: ‘ଜିତୁ ମୁଣ୍ଡା ପରି ତୋତେ ଆଜି କଙ୍କାଳ କରିଦେବି’, କାବୁ କରି…

ହାଟଡିହୀ/ଛେନାପଦୀ,୨।୫(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡ଼ିଓ ରଞ୍ଜନ କୁମାର ପରିଡ଼ାଙ୍କ ଅଫିସରେ ପଶି ଜଣେ ବ୍ୟକ୍ତି  ଧମକ ଦେବା ସହ କେନ୍ଦୁଝର ଜିତୁ…

ସିଜିମାଲି ଓ କୁଟ୍ରୁମାଳି ସୁରକ୍ଷା ପାଇଁ ଗର୍ଜିଲେ ଆଦିବାସୀ: କମ୍ପାନୀ ପ୍ରୀତି ଓ ପୋଲିସ ଦମନ ବିରୋଧରେ ପାହାଡ଼ ସତ୍ୟାଗ୍ରହ

ଥୁଆମୂଳ ରାମପୁର, ୨।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଲି ଓ କୁଟ୍ରୁମାଳି ପାହାଡ଼କୁ ନେଇ ସଂଗ୍ରାମ ଏବେ ତୀବ୍ରତର ହୋଇଛି। ସିଜିମାଲିର…