ସ୍ବାଧୀନତା ସଂଗ୍ରାମୀ ମକର ଦାସଙ୍କ ପରଲୋକ

ଡେରାବିଶ,୨୩।୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବସୁପୁର ପଞ୍ଚାୟତ ହାଟବାଣପୁର ଗ୍ରାମର ସ୍ବାଧୀନତା ସଂଗ୍ରାମୀ ମକର ଦାସ(୯୯)ଙ୍କ ମଙ୍ଗଳବାର ପରିଲୋକ ହୋଇଛି। ବୟସାଧିକ୍ୟ ଅସୁସ୍ଥତା…

ଘର ନିର୍ମାଣ ଅନୁମତିରେ ଜାଲିଆତି

ସମ୍ବଲପୁର,୨୩।୮(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଉନ୍ନୟନ ପ୍ରାଧିକରଣ (ଏସ୍‌ଡିଏ) ଅଫିସରେ ଚାଲିଥିବା ଜାଲିଆତିର ପର୍ଦ୍ଦାଫାଶ କରିଛି ପୋଲିସ। ଅଭିଯୁକ୍ତମାନେ ପ୍ଲାନିଂ ଅଫିସରଙ୍କ ଅଜାଣତରେ ତାଙ୍କ ଦସ୍ତଖତ, ଷ୍ଟାମ୍ପ, ଚିଠି…

ରାଷ୍ଟ୍ରପତି ନିର୍ବାଚନର ପ୍ରଥମ ଜିଓପି ବିତର୍କରେ ୮ ପ୍ରାର୍ଥୀ ନେବେ ଭାଗ, ସାମିଲ ହେବେନି ଟ୍ରମ୍ପ

ଓ୍ବାଶିଂଟନ୍‌,୨୩।୮: ଆସନ୍ତା ବର୍ଷ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଆଜି ରାଷ୍ଟ୍ରପତି ନିର୍ବାଚନର ପ୍ରଥମ ଜିଓପି ବିତର୍କ ହେବ।…

ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଙ୍ଗ୍‌ ସମୟରେ ଦକ୍ଷିଣ ଆଫ୍ରିକାରୁ ଭର୍ଚୁଆଲ ମାଧ୍ୟମରେ ସାମିଲ ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: ଭାରତର ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ‘ବିକ୍ରମ’ ବୁଧବାର ସନ୍ଧ୍ୟାରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଲାଗି ଉଦ୍ୟମ କରିବ। ସମଗ୍ର ଦେଶରେ ଚନ୍ଦ୍ରୟାନର ସଫ୍ଟ ଲ୍ୟାଣ୍ଡିଙ୍ଗ୍‌ ପାଇଁ ପ୍ରାର୍ଥନା…

କୃଷ୍ଣସାଗରକୁ ୨ ଯୁଦ୍ଧ ବିମାନ ପଠାଇଲା ରୁଷିଆ

ମସ୍କୋ,୨୩।୮: କୃଷ୍ଣସାଗର ଉପରେ ଦୁଇଟି ଡ୍ରୋନକୁ ଅଟକାଇବା ପାଇଁ ରୁଷିଆ ନିଜର ଦୁଇଟି ଯୁଦ୍ଧ ବିମାନ ପଠାଇଛି। କେଉଁ ଦେଶ ଏହାକୁ ନିୟୋଜିତ କରିଛନ୍ତି ତାହା ସେମାନେ…

ଆଜି ଭାରତ-ଆୟର୍ଲାଣ୍ଡ ମଧ୍ୟରେ ଖେଳାଯିବ ୩ୟ ଟି -୨୦ ମ୍ୟାଚ

ଡବ୍‌ଲିନ୍‌,୨୩।୮: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଟି -୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ବୁଧବାର ଖେଳାଯିବ। ଭାରତ ୨-୧ରେ ଆଗୁଆ ରହିଛି। ବର୍ତ୍ତମାନ ସେ…

ପରଲୋକରେ ଭେଟେରାନ ଅଲରାଉଣ୍ଡର ହିଥ ଷ୍ଟ୍ରିକ

ଜିମ୍ବାୱେ,୨୩।୮: ଜିମ୍ବାୱେ ଦଳର ପୂର୍ବତନ ଅଧିନାୟକ ତଥା ଭେଟେରାନ ଅଲରାଉଣ୍ଡର ହିଥ ଷ୍ଟ୍ରିକଙ୍କର ୪୯ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ…

ସ୍ପେନ୍‌କୁ ହରାଇଲା ଭାରତ

ଡସେଲଡର୍ଫ, ୨୩ା୮(ପି.ଟି.): ଭାରତୀୟ ଜୁନିୟର ମହିଳା ହକି ଦଳ ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ସ୍ପେନ୍‌କୁ ୨-୧ ଗୋଲ୍‌ରେ ପରାସ୍ତ କରିଛି। ଭାରତ ପକ୍ଷରୁ ଅନୁ (୨୧ତମ…

ଖେଳାଳିଙ୍କୁ ଚୁମ୍ବନ ପରେ କ୍ଷମା ମାଗିଲେ ଲୁଇସ୍‌

ମାଡ୍ରିଡ୍‌୍‌,୨୩ା୮(ପି.ଟି.): ସ୍ପେନ୍‌ ଫୁଟବଲ ମହାସଂଘର ସଭାପତି ଲୁଇସ୍‌ ରୁବେଲ୍ସ ମହିଳା ଖେଳାଳିଙ୍କୁ ଚୁମ୍ବନ ଦେଇ ବିବାଦ ଘେରରେ ରହିଛନ୍ତି। ସ୍ପେନ୍‌ ଦଳ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡକୁ…

ପ୍ରଜ୍ଞାନନ୍ଦ-କାର୍ଲସେନ୍‌ ପ୍ରଥମ ଗେମ୍‌ ଡ୍ର

ବାକୁ (ଆଜରବୈଜାନ),୨୩ା୮ (ପି.ଟି.): ବିଶ୍ୱର ନମ୍ବର ଓ୍ବାନ ମାଗ୍ନସ କାର୍ଲସେନଙ୍କ ବିପକ୍ଷ ଫିଡେ ବିଶ୍ୱକପ୍‌ ଚେସ୍‌ ଟୁର୍ନାମେଣ୍ଟ ଫାଇନାଲର ପ୍ରଥମ କ୍ଲାସିକାଲ ଗେମ୍‌କୁ ଡ୍ର ରଖିବାରେ ସମର୍ଥ…