ଯୋଡ଼ା,୨୦ା୮(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଟାଟା ଷ୍ଟିଲ ଡାକ୍ତରଖାନାରେ ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ଯୋଡ଼ା…
ଢେଙ୍କାନାଳ,୨୦ା୮(ରତନ ନାୟାର)ଚଳୁ କରିଦେଲେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ପାଇଁ ଆସିଥିବା ଅର୍ଥ। ଏର୍ନେଷ୍ଟ ମନି ଡିପୋଜିଟ୍ (ଇଏମ୍ଡି) ବାବଦ ଠିକାଦାରଙ୍କ ଟଙ୍କା ବି ଖାଇଗଲେ। ଏଭଳି ବିଭିନ୍ନ…
ରାୟଗଡ଼ା,୨୦ା୮(ଆଶିଷ ରଞ୍ଜନ ପଣ୍ଡା)ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିବା ମହଙ୍ଗା ପଡ଼ିଛି। ରାୟଗଡ଼ା ଜିଲା ଶିକ୍ଷା ବିଭାଗ ପକ୍ଷରୁ ୧୨ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶନିବାର ଚାକିରିରୁ ବହିଷ୍କୃତ…
ସୋନପୁର,୨୦।୮(ମୃତ୍ୟୁଞ୍ଜୟ ଶତପଥୀ)ମହାନଦୀର ଖଇରମାଳ ଓ ଗୋଧନେଶ୍ୱର ନିକଟରେ ବହୁ ପ୍ରତୀକ୍ଷିତ ଇନ୍ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ ହେବ। ଏହି ୨ ପ୍ରକଳ୍ପ ପାଇଁ ପ୍ରାୟ ୧୯୫୦ କୋଟି…
ସମ୍ବଲପୁର,୨୦ା୮(ଶୁଭାଶିଷ ପାଢ଼ୀ)ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନା (ଡିଏଚ୍ଏଚ୍)ରେ ଶନିବାର ଏକ ନବଜାତ ଶିଶୁ ବଦଳ ନେଇ ଅଭିଯୋଗ ହୋଇଛି। ବ୍ରଜରାଜନଗର ରାମପୁରର ଦମ୍ପତି ରାଜକୁମାର ଗିରି ଓ…
ଗୋପାଳପୁର,୧୯ା୮(ନବୀନ ରାଜ୍ ଆଚାରୀ)- ୧୬ ନମ୍ବର ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅଧୀନ ସୋରଲା ରୋଡ ଜଙ୍କସନ ନିକଟରୁ ଶନିବାର ପୋଲିସ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର…
ବ୍ରହ୍ମପୁର,୧୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ବଡ଼ବଜାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ଛାତ୍ରୀଙ୍କୁ ଉଦ୍ଧାର କରିଛି। ଶନିବାର…
କଟକ କୁମ୍ଭାର ସାହି ଅଂଚଳରେ ଜଣେ ମହିଳା ଖୁଦୁରୁକୁଣୀଙ୍କ ମୁର୍ମୟୀ ପ୍ରତିମାଙ୍କୁ ରଙ୍ଗ ତୁଳୀରେ ରୂପରେଖ ଦେଉଛନ୍ତି ସିଲିକନ୍ ଇନଷ୍ଟିଚ୍ୟୁଟ୍ ପଟିଆରେ କେତକି ଫାଉଣ୍ଡେସନ୍…
ନିରାକାରପୁର, ୧୯।୮(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର ଷ୍ଟେଶନରେ ଶନିବାର ଏକ ଦ୍ରୁତଗାମୀ ଟ୍ରେନର ବ୍ରେକ ବାଇଣ୍ଡିଂ ଯୋଗୁ ଚକରୁ ଧୂଆଁ…
ନବରଙ୍ଗପୁର,୧୯।୮(ସଦାଶିବ ପ୍ରହରାଜ): ଅନ୍ଲାଇଇନ୍ ଠକେଇ ମାମଲାରେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ପୋଲିସ ରାଉରକେଲାରୁ ୪ଜଣ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ବିହାରର ଖଗାରିୟା ଜିଲାର ଗୁଲସନ…