ଲଣ୍ଡନ,୧।୭: ବ୍ରିଟେନ୍ ପରିବେଶ ମନ୍ତ୍ରୀ ଜାକ୍ ଗୋଲ୍ଡସ୍ମିଥ୍ ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ପରିବେଶ ବିଭାଗକୁ ନେଇ ପ୍ରଧାନମନ୍ତ୍ରୀ ଋଷି ସୁନକ ଅଣଦେଖା କରୁଥିବା ଅଭିଯୋଗ…
ବ୍ରାସିଲିଆ,୧।୭: ରାଜନୈତିକ କ୍ଷମତାର ଅପବ୍ୟବହାର ଓ ଗଣମାଧ୍ୟମର ଦୁରୁପଯୋଗ ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜୈର ବୋଲ୍ସୋନାରୋଙ୍କୁ ମହଙ୍ଗା ପଡ଼ିଛି। ଗତ ଅକ୍ଟୋବରରେ ଅନୁଷ୍ଠିତ ନିର୍ବାଚନ ପ୍ରଚାରବେଳେ ଲିବରାଲ୍…
ଭୁବନେଶ୍ବର, ୧ା୭(ସୁନିତ୍ ମିଶ୍ର): ଶ୍ରୀମନ୍ଦିର ରତ୍ନଭଣ୍ଡାର ନ ଖୋଲାଯିବା ନେଇ ତେଜିଛି ରାଜନୀତି। ସାଧାରଣ ଭକ୍ତଙ୍କଠାରୁ ଆରମ୍ଭକରି ଅନ୍ୟମାନେ ମଧ୍ୟ ଏନେଇ ଦାବି କରିବା ଆରମ୍ଭ କରିଛନ୍ତି।…
ଇମ୍ଫାଲ, ୧।୭, (ପ୍ରସ୍ତୁତି: ଅରୂପାନନ୍ଦ ଦେଠୀ): ମଣିପୁରରେ ପ୍ରାୟ ଦୁଇ ମାସ ହେଲା ଜାତିଗତ ହିଂସା ଲାଗି ରହିଥିବାବେଳେ ଶତାଧିକ ଲୋକଙ୍କ ଜୀବନ ଗଲାଣି। ଏହାକୁ ନିୟନ୍ତ୍ରଣ କରିବାରେ…
କଟକ,୧ା୭ (କାର୍ତ୍ତିକ ସାହୁ): ଜଣେ ଯୁବକଙ୍କ କଟା ହାତକୁ ଯୋଡ଼ି ଏସ୍ସିବି ମେଡିକାଲର ଡାକ୍ତରମାନେ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସମ୍ପୂର୍ଣ୍ଣ ଦୁଇଖଣ୍ଡ ହୋଇଯାଇଥିବା ହାତରେ…
ବଲାଙ୍ଗୀର, ୧ା୭(ବୀରେନ୍ଦ୍ର କୁମାର ଝାଙ୍କର): ବହୁ ପ୍ରତୀକ୍ଷିତ ବଲାଙ୍ଗୀର ଜାତୀୟ ରାଜପଥ ବାଇପାସ୍ର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ସମ୍ପନ୍ନ ହୋଇଛି। ସ୍ଥାନୀୟ ନିର୍ମାଣାଧିନ ସ୍ମାର୍ଟ ପାର୍କ ନିକଟରେ…
ପାରଳାଖେମୁଣ୍ଡି(ଗିରିଧାରୀ ପରିଛା),୧ା୭: ଗ୍ଲାମର ଦୁନିଆରେ ଓଡ଼ିଆ ଝିଅଙ୍କ କମାଲ। ମିସ୍ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ମନ ଜିଣିଲେ ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ନଡିଆତୋଟା ସାହିର ପାୟଲ…
ଅଧୁନା ସମ୍ପୂର୍ଣ୍ଣ ଭାରତବର୍ଷ ଓ ବିଶ୍ୱରେ ମଧୁମେହ ରୋଗ କାୟା ବିସ୍ତାର କରିଚାଲିଛି ଏବଂ ଲକ୍ଷ ଲକ୍ଷ ଲୋକ ଏହି ରୋଗରେ ଯନ୍ତ୍ରଣା ଜର୍ଜରିତ ହୋଇ ପ୍ରାଣ…
ସମାଜରେ ଚିକିତ୍ସକଙ୍କ ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଆୟୁର୍ବେଦର ଏକ ଶ୍ଳୋକ ଦର୍ଶାଏ-‘ରୋଗରେ ପଡ଼ିଲେ ମଣିଷ ମୃତ୍ୟୁମୁଖରେ ପଡିବାର ଆଶଙ୍କା ଥାଏ, ମାତ୍ର ମୂମୂର୍ଷୁକୁ ନିଜର ଉଦ୍ୟମ ଓ…
ଭୁବନେଶ୍ୱର,୧।୭(ଅଭିଜିତ ଦାସ): ଜୁନ୍ ୨ ବାଲେଶ୍ୱର ବାହାନଗାଠାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି। ତେବେ ବିଳମ୍ବ ସତ୍ତ୍ୱେ ଚିହ୍ନଟ ହୋଇପାରି…