କାମରେ ଆସୁନି ଜଳସେଚନ ପ୍ରକଳ୍ପ, ଚିନ୍ତାରେ ଚାଷୀ

ବେଗୁନିଆ,୨୩ା୬(ହର ପ୍ରସନ୍ନ ପଣ୍ଡା): ଆଉ ଦିନ କେଇଟା ପରେ ଜୁନ୍‌ ମାସ ସରିବାକୁ ଥିବା ବେଳେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ଖରିଫ୍‌ ଚାଷ କାର୍ଯ୍ୟ…

ପ୍ରଧାନମନ୍ତ୍ରୀ ପାଇଁ ସବୁଠାରୁ ଭଲ ଚେହେରା ମୁଁ: ପୂର୍ବତନ ରାଜ୍ୟପାଳ

ନୂଆଦିଲ୍ଲୀ,୨୩।୬: ହରିୟାଣା ରୋହତକ ଜିଲାର ସାଂପଲାରେ ଚୌଧୁରି ଛୋଟୁରାମ ସ୍ମାରକ ସ୍ଥଳରେ ଗୁରୁବାର ଏକ କୃଷକ ମହାପଞ୍ଚାୟତର ଆୟୋଜନ ହୋଇଥିଲା। ଏହି ମହାପଞ୍ଚାୟତରେ ପୂର୍ବତନ ରାଜ୍ୟପାଳ ସତ୍ୟ…

ଭବାନୀପାଟଣାରେ ନଡ୍ଡା: ସରକାରଙ୍କ ସଫଳତାର ରଖିବେ ହିସାବ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭବାନୀପାଟଣାରେ ପହଞ୍ଚିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେ ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍‌ରୀଙ୍କ ଦର୍ଶନ କରିବେ। ଏହାପରେ ଲାଲାବାହଦୂର…

କୁପୱାଡାରେ ୪ ଆତଙ୍କବାଦୀ ନିହତ…

ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ପୋଲିସ ଓ ଭାରତୀୟ ସେନାର ମିଳିତ ଅଭିଯାନରେ କୁପୱାଡାର ମଚ୍ଛଲ ସେକ୍ଟରେ ୪ ଆତଙ୍କବାଦୀ ନିହତ ହୋଇଥିବା…

ବର୍ଷାରେ ସହରତଳି ଅଞ୍ଚଳ ଜଳମଗ୍ନ

କଟକ,୨୩ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମୌସୁମୀ ପ୍ରଭାବରେ ଲଗାଣ ବର୍ଷା ଯୋଗୁ  କଟକ ସହରର ଅଧିକାଂଶ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ବିଶେଷକରି ନୂଆ ରାଉସାପାଟଣା, ମକରବାଗ ସାହି, ସୂତାହାଟ,…

ଦୁର୍ଘଟଣା ଆଶଙ୍କା ବଢ଼ାଉଛି ରାସ୍ତାରେ ଗର୍ତ୍ତ

କଟକ,୨୩ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶାରେ ମୌସୁମୀ ପ୍ରବେଶ କଲାଣି। ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କଟକରେ ମଧ୍ୟ ବର୍ଷା ହୋଇଛି। ବର୍ଷା ଦିନରେ ସହରରେ ଜଳବନ୍ଦୀ…

ଆମେ ଏକାଠି ହୋଇ ଭାଜପାକୁ ହରାଇବୁ: ରାହୁଲ

ପାଟନା,୨୩।୬: ପାଟନାରେ ବିରୋଧୀ ଦଳ ବୈଠକ ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ଆମେ ଏକାଠି ହୋଇ ଭାଜପାକୁ ପରାସ୍ତ କରିବାକୁ ଯାଉଛୁ। କର୍ନାଟକରେ ଭାଜପାକୁ…

ଶିବରାଜ ସରକାର ଗାଦିରୁ ହଟିବ: କମଲ ନାଥ

ଭୋପାଳ,୨୩।୬: ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଏବଂ କଂଗ୍ରେସ ନିଜ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଏହି ଅବସରରେ ରାଜ୍ୟର ପୂର୍ବତନ କଂଗ୍ରେସ ମୁଖ୍ୟମନ୍ତ୍ରୀ…

ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନିୟମିତ ନେଇ ଏସ୍‌ଓପି ଜାରି

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ନିଯୁକ୍ତି ନିୟମିତ କରାଯିବା ନେଇ ଏପ୍ରିଲ ୧୩ରେ ବିଜ୍ଞପ୍ତି…

ସ୍ମାର୍ଟ ସ୍କୁଲ ସିଲିଂରୁ ଖସିଲା ପ୍ଲାଷ୍ଟର

ଗୋପ,୨୩।୬(ଭାରତୀ ଭୂଷଣ ଉପାଧ୍ୟାୟ): ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷା ସହିତ ଅଧ୍ୟୟନରତ ଛାତ୍ରୀଛାତ୍ର କିପରି ଶୃଙ୍ଖଳିତ ଓ ଅତ୍ୟାଧୁନିକ ଜ୍ଞାନକୌଶଳରେ ଶିକ୍ଷା ଲାଭ କରିବେ, ସେଥିପାଇଁ ସ୍ମାର୍ଟ…