ରଶି ଲଗାଇ ଜୀବନ ହାରିଲେ ଯୁବକ

କୋକସରା,୧୦।୮(ଦୁଷ୍ମନ୍ତ ପାଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଛଞ୍ଚାଣବାହାଲି ଗ୍ରାମରେ ଜଣେ ବ୍ୟକ୍ତି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମସ୍ତକରାମ ହେର୍ଣ୍ଣା…

୧୩ ଚେକ୍‌ଡ୍ୟାମ୍‌ ଅଚଳ

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ କ୍ଷୁଦ୍ର ଜଳସେଚନ ଅନୁ ବିଭାଜନ ତଥା ଓଡ଼ିଶା ସରକାର ଜଳସମ୍ପଦ ବିଭାଗ ଦ୍ୱାରା ୨୦୧୭-୧୮ରେ ମୁଖ୍ୟମନ୍ତ୍ରୀ ଆଡିବନ୍ଧ ତିଆରି…

ଜଳିଗଲା କୁକୁଡ଼ା ଫାର୍ମ

ବୁଗୁଡ଼ା,୧୦ା୮(କାଳିଚରଣ ଦାଶ ): ଗଞ୍ଜାମ ଜିଳା ବୁଗୁଡ଼ା ଥାନା ତଥା ସଂକୁରୁ ପଞ୍ଚାୟତ ଅଧୀନ ଘୋଳପୁର ଗ୍ରାମରେ ଏକ କୁକୁଡ଼ା ଫାର୍ମରେ ଅଗ୍ନିକାଣ୍ଡ ଘଟିଛି। ହେଲେ ଅଗ୍ନିକାଣ୍ଡରେ…

ଲକ୍ଷାଧିକ ଟଙ୍କା ଧରି ଚମ୍ପଟ ମାରିଲେ ଫାଇନାନ୍ସ କର୍ମଚାରୀ

ବାଲିଗୁଡ଼ା,୧୦ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗଡ଼ା ଉପଖଣ୍ଡ ଅଧୀନ ଟିକାବାଲି ଥାନା ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଥିବା ଭାରତ ଫାଇନାନ୍ସ ଇନ୍‌କ୍ଲୁଜନ ଲିମିଟେଡ଼ର ୨ ଜଣ…

ଟ୍ରେନ୍‌ରେ ଗଞ୍ଜେଇ ଚାଲାଣ

ରାୟଗଡ଼ା,୧୦।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଜଣେ ଯୁବକଙ୍କୁ ଆରପିଏଫ୍‌ ପୋଲିସ ଗିରଫ କରିଛି। ସେ ହେଲେ ହରିୟାଣା…

କଂଗ୍ରେସରୁ ଇସ୍ତଫା ଦେଲେ ବର୍ଷୀୟାନ ଆଦିବାସୀ ନେତା ଅରବିନ୍ଦ

ରାୟପୁର,୧୦ା୮: ଛତିଶଗଡ଼ ବିଧାନସଭା ନିର୍ବାଚନ ପୂର୍ବରୁ ବର୍ଷୀୟାନ ଆଦିବାସୀ ନେତା ଅରବିନ୍ଦ ନେତମ୍‌ କଂଗ୍ରେସ ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନ୍ୟପକ୍ଷେ ନଭେମ୍ବରରେ ସର୍ବ…

ଏସିଆନ ଗେମ୍ସ ପୂର୍ବରୁ ଆଥଲେଟ୍‌ଙ୍କ ନମୁନା ସଂଗ୍ରହ

ନୂଆଦିଲ୍ଲୀ,୧୦ା୮: ଏସିଆନ ଗେମ୍ସ ପୂର୍ବରୁ ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ ଏଜେନ୍ସ (ନାଡା) ୧୯୯ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଆଥଲେଟଙ୍କଠାରୁ ନମୁନା ସଂଗ୍ରହ କରିଛି। ଜୁନ୍‌ ୧ରୁ ଓ…

ମଣିପୁରରେ ପୁଣି ଲଜ୍ଜା

ଇମ୍ଫାଲ,୧୦ା୮: ମଣିପୁରରେ ପୁଣି ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ମଣିପୁର ହିଂସା ବେଳେ ମେ’ ୩ତାରିଖରେ ଚୁରାଚାନ୍ଦପୁର ଅଞ୍ଚଳର ଜଣେ ୩୭ ବର୍ଷୀୟ ମହିଳାଙ୍କୁ ଗଣବଳାତ୍କାର…

ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ

କୋକସରା,୧୦।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ କାଶିବାହାଲ କେନାଲ ପାର୍ଶ୍ୱ ଚାଷ ଜମିରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ କୋକସରା ପୋଲିସ ଉଦ୍ଧାର…

କାଟ ଖାଇଲା ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ, ପ୍ରଧାନମନ୍ତ୍ରୀ କହିଲେ ୨୦୨୮ରେ ଭଲ ପ୍ରସ୍ତୁତି ସହ ଆସିବ

ନୂଆଦିଲ୍ଲୀ,୧୦।୮: ମୋଦି ସରକାରଙ୍କ ବିରୋଧରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଦ୍ୱାରା ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବ ଗୁରୁବାର ଲୋକ ସଭାରେ ବିଫଳ ହୋଇଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…