ଅନୀତା, ସଞ୍ଜୟ ସଭାପତି ପ୍ରାର୍ଥୀ

ନୂଆଦିଲ୍ଲୀ, ୮ା୮: ଅଗଷ୍ଟ ୧୨ରେ ହେବାକୁ ଥିବା ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ଚାରି ଉପସଭାପତି…

ପରାଜୟରୁ ଓଏଫ୍‌ସିର ଅଭିଯାନ

କୋକ୍ରାଝର୮ା୮: ଡୁରାଣ୍ଡ କପ୍‌ ଫୁଟବଲ ଟୁର୍ନାମେଣ୍ଟର ୧୩୨ ତମ ସଂସ୍କରଣରେ ପରାଜୟରୁ ଅଭିଯାନ ଆରମ୍ଭ କରିଛି ଓଡ଼ିଶା ଏଫ୍‌ସି (ଓଏଫ୍‌ସି)। ଆସାମସ୍ଥିତ କୋକ୍ରାଝରରେ ଖେଳା ଯାଇଥିବା ମ୍ୟାଚରେ…

ତିର୍ତ୍ତୋଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କଂଗ୍ରେସର ପ୍ରତିବାଦ

ବିରିଡି,୮।୮(ପ୍ରଶାନ୍ତ କୁମାର ରାଉତ): ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ର ଯଥା ମଣିଜଙ୍ଗା, ରଘୁନାଥପୁର ଓ ବିରିଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି।…

ତେନ୍ଦୁଲକର ୟୁନିସେଫ୍‌ର ଗୁଡ୍‌ଓ୍ବିଲ ଆମ୍ବାସାଡର

କଲମ୍ବୋ,୮ା୮: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ସଚିନ୍‌ ତେନ୍ଦୁଲକରଙ୍କୁ ୟୁନିସେଫର ଗୁଡ୍‌ଓ୍ବିଲ ଆମ୍ବାସାଡର ଭାବରେ ନିଯୁକ୍ତ କରାଯାଇଛି। ଏହି ପରିପ୍ରେକ୍ଷୀରେ ସଚିନ୍‌ ସୋମବାର ଦୁଇଟି ସ୍କୁଲ ପରିଦର୍ଶନ କରିବା…

ଭାରତ, ମାଲେସିଆ ସେମିରେ

ଚେନ୍ନାଇ, ୮।୮: ଭାରତ ଓ ମାଲେସିଆ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୨ ଗୋଲରେ ଦକ୍ଷିଣ କୋରିଆକୁ…

ଥାନାରେ ହାଜର ହେଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ

କଟକ, ୮ା୮(କାର୍ତ୍ତିକ ସାହୁ): ଜଣେ ଓଡ଼ିଆ ଗାୟିକାଙ୍କୁ ଯୌନ ଶୋଷଣ ଓ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ବଲିଉଡ୍‌ର କଣ୍ଠଶିଳ୍ପୀ ସୌରୀନ ଭଟ୍ଟ ସୋମବାର କଟକ ମହିଳା…

‘୨୦୨୪ ନିର୍ବାଚନ ସ୍ଥିର କରିବ ଦେଶରେ ଗଣତନ୍ତ୍ର ରହିବ ନା ନାହିଁ’, ଏମକେ ଷ୍ଟାଲିନଙ୍କ ବଡ ଦାବି

ଚେନ୍ନାଇ,୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ସୋମବାର ଚେନ୍ନାଇରେ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଏକ ବଡ଼ ଦାବି କରିଛନ୍ତି। ଷ୍ଟାଲିନ କହିଛନ୍ତି ଯେ ୨୦୨୪ ସାଧାରଣ…

କଂଗ୍ରେସରେ ଆଜାଦଙ୍କ ଦଳର ୨୧ ନେତା

ନୂଆଦିଲ୍ଲୀ,୮ା୮:ଗୁଲାମ ନବୀ ଆଜାଦଙ୍କ ଡେମୋକ୍ରାଟିକ୍‌ ପ୍ରୋଗ୍ରେସିଭ୍‌ ଆଜାଦ ପାର୍ଟିର ୨୧ ଜଣ ନେତା ସୋମବାର ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗଦେଇଛନ୍ତି। ଏହି ଅବସରରେ…

ମହିଳାଙ୍କ ହାତରେ ଓଡ଼ିଶା ପ୍ରଗତିର ଭବିଷ୍ୟତ

ବଲାଙ୍ଗୀର, ୮ା୮ (ବୀରେନ୍ଦ୍ର କୁମାର ଝାଙ୍କର): ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଦୁଇଦିନିଆ ବଲାଙ୍ଗୀର ଜିଲା ଗସ୍ତ କାର୍ଯ୍ୟକ୍ରମ ସୋମବାର ଶେଷ ହୋଇଛି। ସକାଳେ ବଲାଙ୍ଗୀର ସହରର ସମଲେଶ୍ୱରୀ…