ଓଡ଼ିଆ ସାମ୍ବାଦିକତା ଦିବସ

ଓଡ଼ିଶାର ପ୍ରଥମ ଓଡ଼ିଆ ଖବରକାଗଜ ଭାବେ ‘ଉକତ୍ଳ ଦୀପିକା’ ୧୮୬୬ ମସିହା ଅଗଷ୍ଟ ୪ରେ ଆମତ୍ପ୍ରକାଶ କରିଥିଲା। ଏହାର ପ୍ରଥମ ସମ୍ପାଦକ ଥିଲେ ଗୌରୀଶଙ୍କର ରାୟ। ପ୍ରଥମେ…

କେଏଚ୍‌ଏଲ୍‌ର ଗୋଲ୍ଡେନ ଜେନେରଶନ ହେଲ୍ପଲାଇନ

ଭୁବନେଶ୍ୱର,୪।୮:ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ‘କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌’ (କେଏଚ୍‌ଏଲ୍‌) ଭୁବନେଶ୍ୱର ପକ୍ଷରୁ ଗୋଲ୍ଡେନ ଜେନେରଶନ (ବରିଷ୍ଠ ନାଗରିକ) ହେଲ୍ପଲାଇନ ‘୧୮୦୦୫୭୨୫୦୦୦’ ସେବା ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ…

ସମିତି ଜରିଆରେ ଉଦ୍ୟୋଗୀଙ୍କୁ ପ୍ରୋତ୍ସାହନ

ଭୁବନେଶ୍ୱର,୪।୮:ବେଦାନ୍ତ ଆଲୁମିନିୟମର ଶୁଭଲକ୍ଷ୍ମୀ ସମବାୟ ସମିତି ଅଧୀନ ଶୁଭଲକ୍ଷ୍ମୀ ଉଦ୍ୟୋଗିନୀ କାର୍ଯ୍ୟକ୍ରମର ୨ୟ ପର୍ଯ୍ୟାୟ ନିକଟରେ ଆରମ୍ଭ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ଜରିଆରେ ଝାଡୁ ନିର୍ମାଣ ଶିକ୍ଷା…

ଆଇସିଆଇସିଆଇ ପ୍ରୁ ପ୍ରୋଟେକ୍ଟ ଏନ୍‌ ଗେନ୍‌

ଭୁବନେଶ୍ୱର,୪।୮:ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଉପତ୍ାଦ ‘ଆଇସିଆଇସିଆଇ ପ୍ରୁ ପ୍ରୋଟେକ୍ଟ ଏନ ଗେନ୍‌’ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଯାହା ଏକ ବିସ୍ତୃତ ଲାଇଫ୍‌ ଇନ୍‌ସ୍ୟୁରାନ୍ସ କଭର,…

ବଜାରରେ ଏଚ୍‌ପିର ନୂଆ ପ୍ରିଣ୍ଟର

ଭୁବନେଶ୍ୱର,୪।୮:ଏଚ୍‌ପି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ନୂତନ ଲେଜର ଜେଟ୍‌ ପ୍ରୋ ଏମ୍‌ଏଫ୍‌ପି ୪୧୦୪ ପ୍ରିଣ୍ଟରର ଶୁଭାରମ୍ଭ କରାଯାଇଛି। ଏହି ବହୁମୁଖୀ ପ୍ରିଣ୍ଟରଗୁଡିକ ସୁଲଭ ଓ ଉନ୍ନତ…

ମାରୁତି ସୁଜୁକିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୪।୮ (ଅଭୟ ଦାଶ):ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ଲୋକପ୍ରିୟ ମଡେଲ ‘ଅଲ୍‌ଟୋ’ ଅଟୋମୋବାଇଲ ଇଣ୍ଡଷ୍ଟ୍ରିରେ ଏକ ଐତିହାସିକ ରେକର୍ଡ ସହ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି,…

ସାପ କାମୁଡ଼ା, ଜଳବାହିତ ରୋଗରୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୪।୮(ଅଭିଜିତ ଦାସ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟା ଓ ବର୍ଷା ପାଣି ଘେରରେ ବହୁ ଗାଁ ରହିଛି। ଏସବୁ ଅଞ୍ଚଳରେ…

୯ ପଞ୍ଚାୟତରେ ବନ୍ୟା ପରିସ୍ଥିତି, ହରିପୁର ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

କୁଜଙ୍ଗ,୪।୮(ମନୋଜ ପ୍ରଧାନ): ମହାନଦୀରେ ପ୍ରଥମ ବନ୍ୟାଜଳ ଆସିବା ଫଳରେ କୁଜଙ୍ଗ ବ୍ଲକର ୯ଟି ପଞ୍ଚାୟତରେ ବନ୍ୟାପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଧୋଇଆ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଗୁରୁବାର…

ଚାଲିପାରିଲା ନାହିଁ ପାସେଞ୍ଜର ଟ୍ରେନ୍‌

ଚଣ୍ଡିଖୋଲ,୪ା୮(ପ୍ରଦୀପ୍ତ କୁମାର ପୃଷ୍ଟି):ହରିଦାସପୁର-ପାରାଦୀପ ରେଳପଥ ନିର୍ମାଣ ହେଲେ ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ରନତ୍ଗିରି, ଉଦୟଗିରି, ଲଳିତଗିରି ସହିତ ଜାତୀୟ ଉଦ୍ୟାନ ଭିତର କନିକାକୁ ଦେଶ ବିଦେଶର ପର୍ଯ୍ୟଟକମାନେ…

୨ ମାସରେ ପୂରଣ ପାଇଁ ସରକାରଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୪ା୮:ଓଡ଼ିଶା ହ୍ୟୁମାନ ରାଇଟ୍‌ସ କମିଶନ (ଓଏଚ୍‌ଆର୍‌ସି)ରେ ଖାଲି ପଡିଥିବା ସଦସ୍ୟ ପଦବୀ ଆସନ୍ତା ୨ ମାସ ମଧ୍ୟରେ ପୂରଣ କରିବାକୁ ହାଇକୋର୍ଟ ଗୁରୁବାର ରାଜ୍ୟ…