ହିଂସା ଥିଲା ଅଭୂତପୂର୍ବ ଭୟଙ୍କର

ନୂଆଦିଲ୍ଲୀ, ୧।୮ : ମଣିପୁରରେ ମେ ୪ରେ ଦୁଇ ଆଦିବାସୀ ମହିଳାଙ୍କୁ ଯେଭଳି ଉଲଗ୍ନ ପରେଡ୍‌ କରାଯାଇ ନିର୍ଯାତନା ଦିଆଯାଇଥିଲା ଓ ତାହାର ଦୃଶ୍ୟ ଭିଡ଼ିଓରୁ ଦେଖିବାକୁ ମିଳିଥିଲା,…

ବ୍ରିଜ୍‌ ଭୂଷଣଙ୍କ ଘନିଷ୍ଠ ସଞ୍ଜୟ ସଭାପତି ପ୍ରାର୍ଥୀ

ନୂଆଦିଲ୍ଲୀ, ୧ା୮:ସ୍ଥାନୀୟ ଅଲିମ୍ପିକ ଭବନରେ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ର ବିଭିନ୍ନ ପଦବୀ ପାଇଁ ସୋମବାର ପ୍ରାର୍ଥୀପତ୍ର ଦାଖଲର ଅନ୍ତିମ ଦିବସ ରହିଥିଲା। ସଭାପତି ପଦବୀ…

ୟୁକ୍ରେନ୍‌ ସୀମାରେ ରୁଷିଆର ମିଶାଇଲ ମାଡ଼: ୪ ନିହତ

କିଭ୍‌,୧।୮: ରୁଷିଆର ଏକ କ୍ଷେପଣାସ୍ତ୍ର ସୋମବାର କେନ୍ଦ୍ରୀୟ ୟୁକ୍ରେନ୍‌ର କ୍ରଭି୍ୟ ରିହ ସହରର ଏକ ଆପାର୍ଟମେଣ୍ଟରେ ମାଡ଼ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ…

କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୮: ଅଗଷ୍ଟ ମାସ ଆରମ୍ଭରୁ ଏଲପିଜି ସିଲିଣ୍ଡରର ମୂଲ୍ୟରେ ପରିବର୍ତ୍ତନ ଆସିଛି। ଏଥର କମର୍ସିଆଲ ଏଲପିଜି ସିଲିଣ୍ଡର ମୂଲ୍ୟରେ ୧୦୦ ଟଙ୍କା ହ୍ରାସ ପାଇଛି। ଏହି ପରିବର୍ତ୍ତନ…

ପୋଲିସ ପ୍ରତ୍ୟାହାର ଦାବିରେ ମହିଳାଙ୍କ ବିକ୍ଷୋଭ

ଇମ୍ଫାଲ,୧।୮: ମ୍ୟାନ୍‌ମାର ସୀମାକୁ ଲାଗିଥିବା ମଣିପୁରର ମୋରେହ ସହରରୁ ପୋଲିସ ଫୋର୍ସ ପ୍ରତ୍ୟାହାର ଦାବିରେ ୧,୦୦୦ରୁ ଊର୍ଦ୍ଧ୍ୱ ମହିଳା ସୋମବାର ଚୁରାଚାନ୍ଦପୁରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତୁରନ୍ତ ରାଜ୍ୟ…

ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବିରେ ବିରୋଧୀ ଅଟଳ

ନୂଆଦିଲ୍ଲୀ,୧।୮: ମଣିପୁର ହିଂସା ପ୍ରସଙ୍ଗକୁ ନେଇ ପାର୍ଲାମେଣ୍ଟରେ ସୋମବାର ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ ଜାରି ରଖିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଣିପୁରର ଆଇନ ଶୃଙ୍ଖଳା ସ୍ଥିତି ଉପରେ…

ଶିବକୁମାରଙ୍କ ବିରୋଧରେ ସିବିଆଇ ପିଟିଶନ ଖାରଜ

ନୂଆଦିଲ୍ଲୀ,୧।୮: କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ବିରୋଧରେ ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଲଗାଇଥିବାବେଳେ ତଦନ୍ତକାରୀ ସଂସ୍ଥା ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲା।…

ଓଭାଲ ଟେଷ୍ଟ ଜିତିଲା ଇଂଲଣ୍ଡ

ଲଣ୍ଡନ, ୧ା୮: କେନିଙ୍ଗଟନ୍‌ ଓଭାଲରେ ଅନୁଷ୍ଠିତ ପଞ୍ଚମ ଆଶେସ ଟେଷ୍ଟକୁ ଜିତି ନେଇଛି ଇଂଲଣ୍ଡ। କ୍ରିସ୍‌ ଓକ୍ସ ଓ ମୋଇନ୍‌ ଅଲୀଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆକୁ…

ଉତ୍ତର ଚାଇନାରେ ବାତ୍ୟା ତାଣ୍ଡବ

ବେଜିଂ,୧।୮: ଉତ୍ତର ଚାଇନାରେ ମହାବାତ୍ୟା ଡୋସ୍କୁରିର ତାଣ୍ଡବ ଦେଖିବାକୁ ମିଳିଛି। ବର୍ତ୍ତମାନ ସୁଦ୍ଧା ଏହି ବାତ୍ୟାରେ ଆଠ ଲକ୍ଷ ଲୋକ ପ୍ରଭାବିତ ହୋଇଥିବାବେଳେ ଦୁଇ ଜଣଙ୍କର ମୃତ୍ୟୁ…

ଛାତ୍ରୀଙ୍କ ବୋତଲରେ ପରିସ୍ରାକୁ ନେଇ ଉତ୍ତେଜନା

ଜୟପୁର,୧।୮:ରାଜସ୍ଥାନର ଭିଲଓ୍ବାରା ଜିଲା ଅନ୍ତର୍ଗତ ଏକ ସ୍କୁଲରେ କେତେଜଣ ଛାତ୍ର ଅନ୍ୟ ସମ୍ପ୍ରଦାୟର ଜଣେ ଛାତ୍ରୀଙ୍କ ପାଣି ବୋତଲରେ ପରିସ୍ରା ପୂରାଇବା ଘଟଣାକୁ ନେଇ ସୋମବାର ଉକ୍ତ…