ମୁମ୍ବାଇ,୯।୬: ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ଦଳର ନେତା ସଞ୍ଜୟ ରାଉତଙ୍କୁ ମିଳିଲା ହତ୍ୟା ଧମକ । ସଞ୍ଜୟଙ୍କ ବିଧାୟକ ଭାଇ ସୁନୀଲ ରାଉତଙ୍କୁ ଅଜଣା ବ୍ୟକ୍ତିଙ୍କଠାରୁ…
ମୁମ୍ବାଇ: ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର ଓ ପରେଶ ରାଓ୍ବଲ ଷ୍ଟାରର ମୁଭି ‘ଓ ମାଇଁ ଗଡ’ ହିଟ ସାବ୍ୟସ୍ତ ହୋଇଥିଲା। ‘ଓ ମାଇ ଗଡ’…
ବୌଦ୍ଧ,୯ା୬(ସ୍ବ.ପ୍ର.): ବୌଦ୍ଧ ଜିଲାରେ ପ୍ରତିବର୍ଷ ଭୂତଳ ଜଳସ୍ତର ୧ମିଟର ନିମ୍ନଗାମୀ ହେବାରେ ଲାଗିଛି। ମହାନଦୀ, ତେଲନଦୀ ଓ ଶାଖାନଦୀଗୁଡ଼ିକରେ ଜଳ ପ୍ରବାହ ପରିମାଣ କମୁଛି। ଗ୍ରୀଷ୍ମଋତୁରେ ପାନୀୟ…
ବଲାଙ୍ଗୀର ଅଫିସ,୯ା୬: ବଲାଙ୍ଗୀର ଜିଲାର ଏକ ନୂଆ ପର୍ଯ୍ୟଟନ ଆକର୍ଷଣ ହେଉଛି ଭୀମଡୁଙ୍ଗୁରି। ଜିଲା ସଦର ମହକୁମା ବଲାଙ୍ଗୀରଠାରୁ ପ୍ରାୟ ୨୦କିଲୋମିଟର ଦୂର ଦେଓଗଁା ବ୍ଳକ ଅନ୍ତର୍ଗତ…
ସୋନପୁର,୯।୬(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଅଞ୍ଚଳର ପ୍ରମୋଦ ଦାଶିଆ(୪୦) ପେସାରେ ଜଣେ କନ୍ଷ୍ଟେବଲ। କିନ୍ତୁ ନିଶା ତାଙ୍କର ବିଷଧର ସାପକୁ ଉଦ୍ଧାର କରି ବଣ…
ନୂଆଦିଲ୍ଲୀ,୯।୬: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ରାଜନୈତିକ ଯାତ୍ରା ଖୁବଶୀଘ୍ର ରାଜ୍ୟ ସଭା ଆଡକୁ ଗତି କରିପାରେ। ମିଳିଥିବା ସୂଚନା ଅନୁଯାୟୀ, ସୋନିଆ ଗାନ୍ଧୀଙ୍କ ଉପସ୍ଥିତିରେ…
ସମ୍ବଲପୁର,୯ା୬(ବ୍ୟୁରୋ): ମହାନଦୀକୁ ଓଡ଼ିଶାର ଜୀବନରେଖା ବୋଲି କୁହାଯାଇଥାଏ। ଏପରିସ୍ଥଳେ ନଦୀ ପ୍ରବାହିତ ହେଉଥିବା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟା ଲାଗିରହିଛି। କେଉଁଠାରେ ବ୍ୟାରେଜ ନିର୍ମାଣ ତ…
ଭୁବନେଶ୍ୱର,୯।୬: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ଆଦିତ୍ୟ ବିର୍ଲା ଗ୍ରୁପ୍ ନିକଟରେ ବ୍ରାଣ୍ଡେଡ୍ ଅଳଙ୍କାର ରିଟେଲ ବ୍ୟବସାୟ କ୍ଷେତ୍ରରେ ପ୍ରବେଶ କରିଛି। ଏପରିକି ଉକ୍ତ ବ୍ୟବସାୟରେ କମ୍ପାନୀ…
କୃଷିକ୍ଷେତ୍ରରେ ପଶ୍ଚିମ ଓଡ଼ିଶା ଯେଭଳି ସାରା ରାଜ୍ୟରେ ପରିଚିତ, ଅନୁରୂପ ଭାବେ ହସ୍ତତନ୍ତ ବାନ୍ଧକଳା ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ସ୍ବତନ୍ତ୍ର ପରିଚୟ ଆଣି ପାରିଛି। କୃଷି ପରେ…
ନୂଆଦିଲ୍ଲୀ/ଓ୍ବାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସରେ ଆମେରିକା ଗସ୍ତରେ ଯାଉଛନ୍ତି। ଏହି ଗସ୍ତରୁ ଭାରତ ଏବଂ ଆମେରିକାର ଲୋକମାନେ ବହୁତ ଆଶା ରଖିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ…