ଗଁା ଛାଡ଼ିଲେ ଜନତା, ମନ୍ଦିର ଛାଡ଼ିଲେ ଜଗନ୍ନାଥ

ବଲାଙ୍ଗୀର,୩୦ା୭(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲାରେ ନିର୍ମାଣାଧୀନ ଲୋୟର ସୁକ୍‌ତେଲ ବୃହତ୍‌ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷ ଡ୍ୟାମ୍‌ରେ ପ୍ରଥମ ବନ୍ୟାଜଳ ସଂରକ୍ଷିତ ରଖାଯିବା…

୪୦ ହଜାର ପୃଷ୍ଠାର ଆର୍‌ଟିଆଇ ଉତ୍ତର

ଇନ୍ଦୋର,୩୦ା୭: ଇନ୍ଦୋରର ଜଣେ ବ୍ୟକ୍ତି ତଥ୍ୟ ଜାଣିବା ଅଧିକାର (ଆର୍‌ଟିଆଇ)ରେ କୋଭିଡ୍‌ ମହାମାରୀ ସମ୍ପର୍କିତ ତଥ୍ୟ ଜାଣିବାକୁ ଆବେଦନ କରିଥିଲେ। ତାଙ୍କୁ ୪୦ ହଜାର ପୃଷ୍ଠାର ଉତ୍ତର…

ମାର୍ଶାଘାଇ ଲୁଣା ବ୍ରିଜ୍‌ ଉପରେ ଯୁବକଙ୍କୁ ଗୁଳିମାଡ଼

କେନ୍ଦ୍ରାପଡା, ୩୦।୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଙ୍ଗଳା ଛକ ନିକଟ ଲୁଣା ବ୍ରିଜ୍‌ ଉପରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି ା ଅବସ୍ଥା…

ପାଣି ଛାଡୁନି ମେଗା ପ୍ରକଳ୍ପ, ଚାଷଜମି ଫାଟି ଆଁ

ବଡ଼ଗାଁ,୩୦ା୭( ଅଶୋକ ଷଢ଼ଙ୍ଗୀ)ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକ ଅଞ୍ଚଳର ସର୍ବାଧିକ ପରିବାର କୃଷି ଉପରେ ନିର୍ଭର କରନ୍ତି। ବିଶେଷକରି ବର୍ଷା ଜଳ ଉପରେ ନିର୍ଭର କରୁଥିବା ଚାଷୀ…

ସମନ୍ବୟ ରଖି ଶୀଘ୍ର କାମ ସାରିବାକୁ ତାଗିଦ

ସମ୍ବଲପୁର,୩୦।୭ (ଶୁଭାଶିଷ ପାଢୀ): ପୂର୍ବତଟ ରେଳପଥ ମହାପ୍ରବନ୍ଧକ ମନୋଜ ଶର୍ମା ଶନିବାର ସମ୍ବଲପୁର ଗସ୍ତରେ ଆସି ରେଳମଣ୍ଡଳ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପ କାମର ସମୀକ୍ଷା କରିଥିଲେ। ସମ୍ବଲପୁର…

ଜଣେ ଶିକ୍ଷକରେ ଚାଲିଛି ହାଇସ୍କୁଲ

କୁଚିଣ୍ଡା,୩୦ା୭(ବିରଞ୍ଚତ୍ ଦର୍କା)ସରକାର ଶିକ୍ଷାର ବିକାଶ କଥା କହୁଥିବା ବେଳେ ସମ୍ବଲପୁର ଜିଲା ବାମରା ବ୍ଲକରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି। ତୁରେଇ ପଞ୍ଚାୟତର ଶୁକଦେବ…

ରେନୋ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୩୦।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ରେନୋ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ (ଆର୍‌ଆଇପିଏଲ୍‌)ର ସ୍ବତନ୍ତ୍ର ଅଭିଯାନ ‘ରେନୋ ଏକ୍ସପେରିଏନ୍ସ ଡେଜ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି…

ରାଶନକାର୍ଡରେ ଚଢ଼ିପାରୁନି ନାମ, ମିଳୁନି ବିଏସ୍‌କଓ୍ବୋଇ ସୁବିଧା

ତେନ୍ତୁଳିଖୁଣ୍ଟି,୩୦ା୭,(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପରଜାବାରଙ୍ଗପଦର ପଞ୍ଚାୟତ ଖାତିଗୁଡ଼ା ଗ୍ରାମର ରେବତୀ କୁମ୍ଭାରଙ୍କ ଆଖି ଜନ୍ମରୁ ଖରାପ ରହିଛି। ପିଲାବେଳେ ଅଳ୍ପ ଦେଖାଯାଉଥିଲା। ଏବେ ବୟସ…

ସେଞ୍ଚୁରିଅନ ସ୍କୁଲ ଅଫ୍‌ ଲ ଉଦ୍‌ଘାଟିିତ

ଭୁବନେଶ୍ୱର,୩୦।୭:  ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟର ଜଟଣୀ କ୍ୟାମ୍ପସଠାରେ ‘ସେଞ୍ଚୁରିଅନ ସ୍କୁଲ ଅଫ୍‌ ଲ’ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁପ୍ରିମକୋର୍ଟର…

ଉତ୍‌କ୍ଷେପଣ ହେଲା ପିଏସ୍‌ଏଲ୍‌ଭି-ସି ୫୬

ଓ୍ବାଶିଂଟନ/ହାଇଦ୍ରାବାଦ,୩୦ା୭: ରବିବାର ଭାରତ ଏବଂ ଆମେରିକା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ସିଙ୍ଗାପୁରର ଡିଏସ୍‌-ଏସ୍‌ଏଆର୍‌ ଉପଗ୍ରହ ସମେତ ୭ଟି ଉପଗ୍ରହ ଆଜି ସକାଳ ୬.୩୦ରେ ଇସ୍ରୋର…