ଉଦାହରଣ ସାଜିଛନ୍ତି ଦିବ୍ୟାଙ୍ଗ ଲିପୁନା

ଭୁବନେଶ୍ୱର,୩୦ା୭(ଅଭିଜିତ ଦାସ)ଦିବ୍ୟାଙ୍ଗ ହେଲେ ବି ସେ କେଉଁଥିରେ କମ୍‌ ନୁହନ୍ତି। ଜଣେ ସାଧାରଣ ଲୋକଙ୍କ ପରି ଜୀବନଯାପନ କରୁଛନ୍ତି। କାହା ଉପରେ ନିର୍ଭର ନ କରି ନିଜେ…

ଅନ୍ତର୍ଜାତୀୟ ବନ୍ଧୁତ୍ୱ ଦିବସ

ପୃଥିବୀରେ ଶାନ୍ତି ପାଇଁ ବନ୍ଧୁତା ହିଁ ଏକମାତ୍ର ବିକଳ୍ପ। ଏନେଇ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଜୁଲାଇ ୩୦ରେ ଅନ୍ତର୍ଜାତୀୟ ବନ୍ଧୁତ୍ୱ ଦିବସ ପାଳନ କରାଯାଇଥାଏ। ପ୍ରଥମେ…

୨ ବର୍ଷ ହେଲା କାମ ସରୁନି

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ପୌରାଞ୍ଚଳରେ ବିକାଶ ଏକପ୍ରକାର ସ୍ଥାଣୁ ପାଲଟିଛି। ପ୍ରତିବର୍ଷ ଲକ୍ଷାଧିକ ଟଙ୍କାର ପ୍ରକଳ୍ପ କାମ ଚାଲୁଛି। ତେବେ ପୁରୁଣା ପ୍ରକଳ୍ପ କାମ ସରୁନି। ଗତ ୨ବର୍ଷ…

୬୦ ପ୍ରତିଶତ ଜମିରେ ହୋଇନି ତଳିରୁଆ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଜୁନ୍‌ରେ ନିଅଣ୍ଟିଆ ରହିଲା, ମୌସୁମୀ ବର୍ଷା ଯେତିକି ହେବା କଥା ସେତିକି ହେଲାନାହିଁ। ସ୍ବାଭାବିକଠାରୁ ପ୍ରାୟ ୩୦ ପ୍ରତିଶତ କମ୍‌ ବର୍ଷା ହୋଇଥିଲା। ବର୍ଷା ଅଭାବରୁ…

‘ଏବେ ବି ଶୋଇଛି କେନ୍ଦ୍ର’

ନୂଆଦିଲ୍ଲୀ/ ଚୁରାଚାନ୍ଦପୁର/କୋଲକାତା,୩୦ା୭(ପି.ଟି.): ମଣିପୁରରେ ପ୍ରାୟ ୩ ମାସ ହେଲା ଜାତିଆଣ ହିଂସା ଓ ଯୌନହିଂସା ଲାଗିରହିଛି। ସଂଘର୍ଷ ଯୋଗୁ ପ୍ରାୟ ୨୦୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ…

ରାଇପାହାଡ଼ର ୧୮ପରିବାର ଆନ୍ଧ୍ର ହିତାଧିକାରୀ

ନନ୍ଦପୁର,୩୦ା୭(ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଳକ ଚାଟୁଆ ବୈଠକକୁ ଆନ୍ଧ୍ର-ଓଡ଼ିଶା ସୀମା ସମ୍ପର୍କିତ କୌଣସି କାଗଜପତ୍ର ଓ ମାନଚିତ୍ର ନ ଆଣି ଆସିଥିଲେ ଆନ୍ଧ୍ର ପ୍ରଶାସନିକ ଅଧିକାରୀ।…

ଖଣି ଅଞ୍ଚଳ ଏବେ ପର୍ଯ୍ୟଟନସ୍ଥଳ

ଯୋଡ଼ା,୩୦ା୭(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳ ଓଡ଼ିଶାରେ ଖଣି ପାଇଁ ପ୍ରସିଦ୍ଧି ଲାଭ କରିଥିବା ବେଳେ ଏବେ ପର୍ଯ୍ୟଟକଙ୍କ ପାଇଁ ଏକ ଦର୍ଶନୀୟ ସ୍ଥାନ ଭାବେ ପରିଗଣିତ…

୨୯୭ ବନ୍ୟା ଆଶ୍ରୟସ୍ଥଳୀରେ ଲାଗିବ ବିଜୁଳି ରୋଧକ ଯନ୍ତ୍ର

ଯାଜପୁର,୩୦ା୭(ହର୍ଷବର୍ଦ୍ଧନ ବେହେରା)ଓଡ଼ିଶାକୁ ପ୍ରାୟତଃ ଭାରତର ବିପର୍ଯ୍ୟୟ ହଟସ୍ପଟ ବୋଲି କୁହାଯାଏ। ବନ୍ୟା, ବାତ୍ୟା ଭଳି ବିପର୍ଯ୍ୟୟ ଧନଜୀବନ ହାନି କରୁଥିବାବେଳେ ବଜ୍ରପାତରେ ରାଜ୍ୟର ବହୁ ଲୋକଙ୍କ ମୃତ୍ୟୁ…

୫୫ ପରୀକ୍ଷାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର,୩୦ା୭(ମାନସ ବିଶ୍ୱାଳ)ବହୁ ଚର୍ଚ୍ଚିତ ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ପ୍ରଥମ ଥର ପାଇଁ ଆକ୍ସନ ମୋଡ୍‌କୁ ଆସିଛି ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ…

ଦେଶରେ ବଢ଼ିଛି, ଓଡ଼ିଶାରେ କମିଛି

ନୂଆଦିଲ୍ଲୀ/ବାରିପଦା,୩୦ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଦେଶରେ ବାଘ ସଂଖ୍ୟା ବୃଦ୍ଧି ପାଇଥିବାବେଳ ଓଡ଼ିଶାରେ ବାଘଙ୍କ ସଂଖ୍ୟା ଲଗାତର କମିବାରେ ଲାଗିଛି। ୨୦୦୬ରେ ରାଜ୍ୟରେ ୪୫ ମହାବଳ ବାଘ ଥିବାବେଳେ ୨୦୧୦ରେ…