ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ୪୫୦ ଛୁଇଁଲା

ଭୁବନେଶ୍ୱର, ୨୯।୭ (ବନ୍ଦନା ସେଠୀ): ଦିନକୁ ଦିନ ରାଜଧାନୀ ଭୁବନେଶ୍ବର ଡେଙ୍ଗୁ ହଟ୍‌ସ୍ପଟ୍‌ ପାଲଟୁଛି। ୨୬ ତାରିଖ ସୁଦ୍ଧା ସହରରୁ ୩୫୧ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ…

ରାସ୍ତାରେ ଧାନତଳି ରୋଇଲେ ଗ୍ରାମବାସୀ

ଉଦଳା,୨୯ା୭(ସନ୍ତୋଷ କୁମାର ବାଚ୍ଛିନୀ): ଗଁାକୁ ନାହିଁ ଭଲ ରାସ୍ତା। ଆଣ୍ଠୁଏ ଲେଖାଏ ଖାଲ। କାଦୁଅ ପଚପଚ ରାସ୍ତାରେ ବର୍ଷାଦିନେ ଯାଇଆସି ହେଉନାହିଁ। ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ…

ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଗଣବଳାତ୍କାର

କୁଚିଣ୍ଡା,୨୯ା୭(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଲିଫ୍ଟ ଦେବା ବାହାନାରେ ଗଣବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ…

ଭାରତ ସିଧା କ୍ୱାର୍ଟରଫାଇନାଲ ଖେଳିବ

ନୂଆଦିଲ୍ଲୀ,୨୯ା୭: ଏସିଆନ ଗେମ୍ସ ମହିଳା କ୍ରିକେଟ ପ୍ରତିଯୋଗିତା ପାଇଁ ଡ୍ର’ ଅନୁଷ୍ଠିତ ହୋଇଯାଇଛି। ତଦନୁସାରେ ଭାରତ ସିଧାସଳଖ କ୍ୱାର୍ଟରଫାଇନାଲ ଖେଳିବ। ଆଇସିସି ଦ୍ୱାରା ଦୁଇଟି ମ୍ୟାଚରୁ ସସ୍‌ପେଣ୍ଡ…

୧୪ କି.ମି. ଭାରରେ ବୁହାହେଲେ ଗର୍ଭବତୀ

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପୁଣି ସାମ୍ନାକୁ ଆସିଛି ଜନନୀ ଯନ୍ତ୍ରଣା। ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସିପାରି ନ ଥିଲା। ଶେଷରେ ବାଧ୍ୟହୋଇ ପରିବାର…

କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ଲେଖିଲେ ବାଲେଶ୍ୱର ଏସ୍‌ପି

ବାଲେଶ୍ୱର,୨୯ା୭(ମାନସ ବିଶ୍ୱାଳ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ (ଓଏସ୍‌ଏସ୍‌ସି) ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ମାଷ୍ଟରମାଇଣ୍ଡ ଏବଂ ରାଜ୍ୟର ଦୁଇଜଣ ଶିକ୍ଷକ ସମ୍ପୃକ୍ତ…

କଳିଙ୍ଗରେ ଡ୍ରାଗ୍‌ଫ୍ଲିକ୍‌ କ୍ୟାମ୍ପ ଆରମ୍ଭ

ଭୁବନେଶ୍ୱର, ୨୯।୭ (ତପନ ସ୍ବାଇଁ): ଓଡ଼ିଶାରେ ହକିର ବିକାଶ ଲକ୍ଷ୍ୟରେ ଆଉ ଏକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ, ହକି ଆସୋସିଏଶନ…

ଅଡୁଆ କଲା ୧୪ ବର୍ଷ ପୁରୁଣା ଅଡିଟ୍‌ ରିପୋର୍ଟ

ସୋନପୁର, ୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ଓଡ଼ିଶା ଭୂ-ସଂସ୍କାର ଆଇନରେ ମକଦ୍ଦମା ଫଇସଲା କରିବାରେ କର୍ତ୍ତବ୍ୟରେ ଅବହେଳା କାରଣରୁ ରାଜ୍ୟ ସରକାର ସହିଥିଲେ ୨ କୋଟି ୪୨ ଲକ୍ଷ ୬୬…

ଆହାନଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୨୯।୭ (ତପନ ସ୍ବାଇଁ): ଛତିଶଗଡ଼ର ଭିଲାଇଠାରେ ଅନୁଷ୍ଠିତ ଏସିଆନ ୧୪ ବର୍ଷରୁ କମ୍‌ ର଼୍ୟାଙ୍କିଙ୍ଗ୍‌ (କାଟେଗୋରୀ-୨) ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଆହାନ ଡବଲ ଟାଇଟଲ ହାସଲ…

୪ ଲଘୁଚାପ ପରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୯ା୭(ଅନିଲ ଦାସ): ଚାଷୀମାନେ ତଳି ପକାଇ ବର୍ଷାକୁ ଚାହିଁ ରହିଛନ୍ତି। ରାଜ୍ୟର ଅଧିକାଂଶ ଜିଲାରେ ରୁଆ, ବେଉଷଣ ପାଇଁ ଆବଶ୍ୟକ ଅନୁଯାୟୀ ବର୍ଷା ନାହିଁ। ଗୋଟିଏ ପରେ…