୨୦୨୪ ବିଶ୍ୱକପ ପାଇଁ ଯୋଗ୍ୟତା ହାସଲ କଲା ଏହି ୧୫ ଦଳ

ନୂଆଦିଲ୍ଲୀ,୨୮।୭: ୨୦୨୪ ଆଇସିସି ଟି -୨୦ ବିଶ୍ୱକପ ଆସନ୍ତା ବର୍ଷ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଖେଳାଯିବ। ଏହା ଟି -୨୦ ବିଶ୍ୱକପର ୯ମ ସଂସ୍କରଣ ହେବ। ୨୦୨୪…

ଚିନିକଳ ପୁନଃ କାର୍ଯ୍ୟକ୍ଷମ ଦାବିରେ କଂଗ୍ରେସର ରାସ୍ତାରୋକୋ

ବଲାଙ୍ଗୀର,୨୮ା୭(ବୀରେନ୍ଦ୍ର ଝାଙ୍କର): ବଲାଙ୍ଗୀର ଦେଓଗାଁ ଚିନିକଳ ପୁନଃ କାର୍ଯ୍ୟକ୍ଷମ ଓ ବଲାଙ୍ଗୀରରେ ସୂତାକଳ ପ୍ରତିଷ୍ଠା ଦାବିରେ ଜିଲା କିଷାନ କଂଗ୍ରେସ ପକ୍ଷରୁ ଶୁକ୍ରବାର ପର୍ଯ୍ୟନ୍ତ ବଲାଙ୍ଗୀର-ପାଟଣାଗଡ଼ ରାସ୍ତାର…

ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ନୟାଗଡ଼,୨୮ା୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ତହସିଲରେ କାର୍ଯ୍ୟରତ ଅତିରିକ୍ତ ତହସିଲଦାର ବନମାଳୀ ପରିଡ଼ା ୩ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି…

୩୧ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟ ସଭା ସ୍ଥଗିତ

ନୂଆଦିଲ୍ଲୀ,୨୮।୭: ରାଜ୍ୟ ସଭାରେ ମଣିପୁର ଘଟଣାକୁ ନେଇ ଆରମ୍ଭ ହୋଇଥିବା ଚର୍ଚ୍ଚା ମଧ୍ୟରେ ସ୍ଲୋଗାନ ଓ ହଙ୍ଗାମା ପରେ ରାଜ୍ୟ ସଭାର କାର୍ଯ୍ୟକୁ ସୋମବାର ଅର୍ଥାତ୍‌ ୩୧…

ଯୁଦ୍ଧ ପାଇଁ ରୁଷିଆକୁ ସେନା ଉପକରଣ ଦେଉଛି ଚାଇନା, ଆମେରିକା ଗୁଇନ୍ଦା ବିଭାଗର ଦାବି

ଓ୍ବାଶିଂଟନ,୨୮।୭: ରୁଷିଆ ଓ ଚାଇନାର ବନ୍ଧୁତ୍ୱ ଏବେ ପଦାରେ ପଡିଛି। ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନା ବିନା କୌଣସି ଦ୍ୱିଧାରେ ରୁଷିଆକୁ ସହଯୋଗ କରିଛି। ହେଲେ ଚାଇନା କହିଛି…

ସୋର୍ଲୁକୋଣ୍ଡା ବ୍ୟାରେଜର ୨ ମୁଖ୍ୟ ଫାଟକ ଅଚଳ

ବାଲିମେଳା,୨୮ା୭(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ରହିଛି ପୋଟେରୁ ଜଳ ସେଚନ ପ୍ରକଳ୍ପର କାର୍ଯ୍ୟାଳୟ। ଜିଲାର ଚାଷୀଙ୍କୁ ପୋଟେରୁ ଜଳସେଚନ ବିଭାଗ ପକ୍ଷରୁ ସୋର୍ଲକୋଣ୍ଡା ଠାରେ…

ବୁମ୍‌ରା ସମ୍ପୂର୍ଣ୍ଣ ରୂପେ ଫିଟ୍‌, ନିଶ୍ଚିତ କଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୮।୭: ଭାରତୀୟ ଦଳର ମୁଖ୍ୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ ପ୍ରତ୍ୟାବର୍ତ୍ତନକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ବର୍ତ୍ତମାନ ବିସିସିଆଇର ସଚିବ ଜୟ ଶାହା ବୁମ୍‌ରାଙ୍କ…

ମଣିପୁର ହିଂସା ଘଟଣାରେ ତଦନ୍ତକୁ ତୀବ୍ର କରିଛି ସିବିଆଇ, ବିଭିନ୍ନ ସ୍ଥାନରୁ ଏ ପର୍ଯ୍ୟନ୍ତ ୧୦ ଗିରଫ

ଇମ୍ଫାଲ,୨୮।୭: ମଣିପୁର ହିଂସାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ସିବିଆଇ ଏହି ଘଟଣାର ତଦନ୍ତକୁ ତ୍ୱରାନ୍ବିତ କରିଛି। ଏହା ପରେ ଅଭିଯୁକ୍ତକୁ ଗିରଫ କରିବାର ପ୍ରକ୍ରିୟା ମଧ୍ୟ…

ଅନୁକମ୍ପା ରାଶିକୁ ଅପେକ୍ଷା

ଢେଙ୍କାନାଳ,୨୮।୭(ରତନ ନାୟାର): ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁ ଘଟୁଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାର ଦେଉଛନ୍ତି ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା। ରାଜ୍ୟ ପରିବହନ କର୍ତ୍ତୃପକ୍ଷ…

ଆମେରିକାରେ ଘୋଷଣା ହୋଇପାରେ ଦୀପାବଳି ଛୁଟି, ବିଲ ଉପସ୍ଥାପନ କଲେ ଗ୍ରେସ ମେଙ୍ଗ

ଓ୍ବାଶିଂଟନ୍‌,୨୮।୭: ଦୀପାବଳି ଏପରି ଏକ ପର୍ବ, ଯାହା କେବଳ ଦେଶରେ ନୁହେଁ ସମଗ୍ର ବିଶ୍ୱରେ ପାଳନ କରାଯାଏ। ଏଭଳି ପରିସ୍ଥିତିରେ ଦୀପାବଳି ଦିନକୁ ଫେଡେରାଲ ଛୁଟି ଘୋଷଣା…