ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ଓଡ଼ିଶାର ଆର୍ଥିକ ବିକାଶ ଓ…

ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୨୬, ୨୦୨୩ )

ମହାମହିମ ରାଷ୍ଟ୍ରପତିଙ୍କ କଟକ ଗସ୍ତ     ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଧରିତ୍ରୀର ୫୦ ବର୍ଷ ପାଳନ ଅବସରରେ ବକୃତା ପ୍ରତିଯୋଗିତା    …

ବିଦ୍ୟୁତ କର୍ମଚାରୀଙ୍କୁ ଆକ୍ରମଣ, ଜଣେ ଗିରଫ

ହିଞ୍ଜିଳିକାଟୁ,୨୬ା୭(ଦ୍ୱିତୀକୃଷ୍ଣ ପଣ୍ଡା): ଟିପିଏସ୍‌ଓଡିଏଲ ଭିଜିଲାନ୍ସ ଟିମ୍‌କୁ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଆକ୍ରମଣ ଘଟଣାରେ ବୁଧବାର ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ…

ସ୍ତ୍ରୀଙ୍କୁ ପେଟ୍ରୋଲ ଢାଳି ପୋଡ଼ି ମାରିବା ଅଭିଯୋଗରେ ସ୍ବାମୀ କୋର୍ଟ ଚାଲାଣ

କୋକସରା,୨୬ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଯାହାକୁ ସାତ ଜନ୍ମର ଜୀବନସାଥୀ କରିବାକୁ ହୋମନିଆଁରେ ଶପଥ ନେଇଥିଲେ ସ୍ବାମୀ ସେହି ଜୀବନସାଥୀଙ୍କୁ ପେଟ୍ରୋଲ ଢାଳି ନିଆଁରେ ପୋଡ଼ି ମାରି ଏବେ…

ଅଗଷ୍ଟ ୧୬ରୁ ରାଜ୍ୟବ୍ୟାପୀ ଘରୋଇ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ମୋ ବସ୍‌ ଚଳାଚଳକୁ ନେଇ ଘରୋଇ ବସ୍‌ ମାଲିକ ଚିନ୍ତାରେ ପଡ଼ିଛନ୍ତି। ସହରାଞ୍ଚଳ ଛାଡ଼ି ବିଭିନ୍ନ ସ୍ଥାନକୁ ମୋ ବସ୍‌ ସେବା ଯୋଗାଇ ଦିଆଯିବା…

ପ୍ରାଣୀଧନ ନିରୀକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ଦୁଇ ଗୁରୁତର

ଆନନ୍ଦପୁର,୨୬ା୭(ସନ୍ତୋଷ ରାଉତ): ପ୍ରାଣୀଧନ ନୀରିକ୍ଷକଙ୍କ ଉନ୍ମତ୍ତ କାଣ୍ଡରେ ଦୁଇ ଜଣ ଗୁରୁତର ହୋଇ ଆନନ୍ଦପୁର ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସମ୍ପୃକ୍ତ ପ୍ରାଣୀଧନ ନିରୀକ୍ଷକ ଅପରେଶନ ବ୍ଲେଡରେ ଜଣଙ୍କ…

ବଜ୍ରପାତରେ ଚାଲିଗଲା ୩ ଗୋରୁଙ୍କ ଜୀବନ

ରାଇରଙ୍ଗପୁର,୨୬ା୭(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ହଳଦା ଥାନା ଅଁଳାଯୋଡ଼ି ପଞ୍ଚାୟତ ତିଖିଆ ଗ୍ରାମରେ ବଜ୍ରପାତ ହୋଇ ୨ଟି ଗାଈ ଏବଂ ଗୋଟିଏ ବଳଦର ମୃତ୍ୟୁ ହୋଇଛି। ପ୍ରକାଶ…

କେନ୍ଦୁଝର ଜିଲାର ୩ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିଲା ‘ଏନ୍‌କ୍ୟୁଏଏସ୍‌ ପ୍ରମାଣପତ୍ର’

କେନ୍ଦୁଝର,୨୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ତିନୋଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ପିଏଚ୍‌ସି)କୁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଉନ୍ନତମାନର ସ୍ବାସ୍ଥ୍ୟ ଭିତ୍ତିଭୂମି ଏବଂ…

ଦେଶର ସର୍ବବୃହତ୍‌ କନ୍‌ଭେନସନ୍‌ ସେଣ୍ଟର ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୨୬।୭: ଦିଲ୍ଲୀର ପ୍ରଗତି ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସର୍ବବୃହତ ଇଣ୍ଡିଆ ଟ୍ରେଡ୍‌ ପ୍ରମୋଶନ ଅର୍ଗାନାଇଜେସନ୍‌(ଆଇଟିପିଓ) କମ୍ପ୍ଲେକ୍ସକୁ ବୁଧବାର ଉଦ୍‌ଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ କନ୍‌ଭେନସନ୍‌ ସେଣ୍ଟରକୁ…

ରାସ୍ତାପାର୍ଶ୍ୱରେ ଲାଗିଲା ମାଓବାଦୀ ପୋଷ୍ଟର: ଠିକାଦାର, ଜନପ୍ରତିନିଧିଙ୍କୁ ଟାର୍ଗେଟ୍‌

ପାଇକମାଳ,୨୬ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ମାଓବାଦୀମାନେ ଦୀର୍ଘଦିନର ବ୍ୟବଧାନ ପରେ ପୁଣି ସେମାନଙ୍କ ସ୍ଥିତି ଜାହିର୍‌ କରିଛନ୍ତି । ବୁଧବାର ସକାଳୁ ଜାମସେଠ…