ସ୍ମରଣୀୟ ଆଇପିଏଲ୍‌

ଦୀର୍ଘ ୨ ମାସ ଧରି ଦର୍ଶକମାନଙ୍କୁ ଭରପୂର ମନୋରଞ୍ଜନ ଯୋଗାଇବା ପରେ ବିଶ୍ୱ କ୍ରିକେଟର ସର୍ବଶ୍ରେଷ୍ଠ ପ୍ରିମିୟର ଲିଗ ଆଇପିଏଲ୍‌ ୧୬ତମ ସଂସ୍କରଣର ସଫଳ ପରିସମାପ୍ତି ଘଟିଛି।…

ଶିବାଜୀ ହିଁ ଶେଷ କରିଥିଲେ ଦାସତ୍ୱର ମାନସିକତା: ମୋଦି

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଛତ୍ରପତି ଶିବାଜୀ ମହାରାଜଙ୍କ ରାଜତିଳକର ୩୫୦ ବର୍ଷ ପୂର୍ତ୍ତି ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି, ଛତ୍ରପତି ଶିବାଜୀ…

ବ୍ରିଜ ଭୂଷଣଙ୍କ ବିରୋଧରେ ଦୁଇଟି ଏଫଆଇଆର, ନିର୍ଯ୍ୟାତନା, ବ୍ୟାଡ ଟଚ ସମେତ ୧୦ ଅଭିଯୋଗ

ନୂଆଦିଲ୍ଲୀ,୨।୬: ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଦୁଇଟି ଏଫଆଇଆର ଦିଆଯାଇଛି। ଏଫଆଇଆରରେ ବ୍ରିଜ ଭୂଷଣଙ୍କ ବିରୋଧରେ ନିର୍ଯ୍ୟାତନା, ଯୌନ ଉତ୍ପିଡନର…

ମନଜିତ୍‌ଙ୍କୁ ବ୍ରୋଞ୍ଜ ପଦକ

ବିଶକେକ୍‌ (କିରଗିଜସ୍ତାନ), ୨।୬: ଭାରତର ମନଜିତ୍‌ ଏଠାରେ ଚାଲିଥିବା ୟୁଡବ୍ଲ୍ୟୁଡବ୍ଲ୍ୟୁ ର଼୍ୟାଙ୍କିଙ୍ଗ ସିରିଜ ରେସ୍‌ଲିଂ ଇଭେଣ୍ଟର ଗ୍ରୀକୋ ରୋମାନ ୫୫କେଜି କାଟେଗୋରୀରେ ଏକ ବ୍ରୋଞ୍ଜ ପଦକ ହାସଲ…

ଆଇପିଏଲରେ ଖେଳିଥିବା ଖେଳାଳିଙ୍କୁ ଡବ୍ଲୁଟିସି ଫାଇନାଲରେ ଫାଇଦା ମିଳିବ: ପୂର୍ବତନ ଅଷ୍ଟ୍ରେଲୀୟ ଖେଳାଳି

ନୂଆଦିଲ୍ଲୀ,୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ (ଡବ୍ଲୁଟିସି)ର ଫାଇନାଲ ମ୍ୟାଚ ଜୁନ ୭ରୁ ଲଣ୍ଡନର ଓଭାଲ ଗ୍ରାଉଣ୍ଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଏହି ମ୍ୟାଚରେ ଭାଗ…

ଶିଶୁ ମୃତ୍ୟୁ: ନିଶା ସେବନକାରୀ ମହିଳାଙ୍କ କ୍ଷେତ୍ରରେ ୫ ଗୁଣା ଅଧିକ

ସମ୍ବଲପୁର,୨ା୬(ବ୍ୟୁରୋ): ମାତୃତ୍ୱ ଲାଭ କରିବା ପ୍ରତ୍ୟେକ ମହିଳାଙ୍କ ସ୍ବପ୍ନ ରହିଥାଏ। ହେଲେ ବିଭିନ୍ନ କାରଣରୁ କେତେକ ଶିଶୁ ଜନ୍ମ ପୂର୍ବରୁ କିମ୍ବା ଜନ୍ମହେବା ମାତ୍ରେ ମୃତ୍ୟୁବରଣ କରନ୍ତି।…

ତୃତୀୟ ରାଉଣ୍ଡରେ ରିବାକିନା, ସ୍ବିଟେକ୍‌

ପ୍ୟାରିସ୍‌, ୨ା୬: କ୍ଲେ କୋର୍ଟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନର ଦ୍ୱିତୀୟ ରାଉଣ୍ଡରେ ସିଡେଡ୍‌ ଖେଳାଳିଙ୍କ ସହଜ ବିଜୟ। ମହିଳା ସିଙ୍ଗଲ୍ସ ବର୍ଗରେ ଏକ ନମ୍ବର ସ୍ଥାନରେ…

ଆର୍ଜେଣ୍ଟିନା, ଇଂଲଣ୍ଡ ବିଦା

ବୁଏନ୍ସ ଏୟାର୍ସ, ୨ା୬: ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟବଲ ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଇଟାଲୀ, ନାଇଜେରିଆ, ବ୍ରାଜିଲ ଓ କଲମ୍ବିଆ। ଅନ୍ୟପକ୍ଷରେ…

ଭାଟିକାନ ଚର୍ଚ୍ଚରେ ନଗ୍ନ ହେଲେ ବ୍ୟକ୍ତି

ଭାଟିକାନ,୨।୬: ଭାଟିକାନ ସିଟିର ସେଣ୍ଟ ପିଟର ଚର୍ଚ୍ଚରେ ଗୁରୁବାର ଜଣେ ବ୍ୟକ୍ତି ନଗ୍ନ ହୋଇଥିବା ସୂଚନା ମିଳିଛି। ମିଡିଆ ରିପୋର୍ଟର ସୂଚନା ଅନୁଯାୟୀ, ଅଭିଯୁକ୍ତ ବ୍ୟକ୍ତି ଚର୍ଚ୍ଚର…

ଡବ୍ଲୁଟିସି ଫାଇନାଲ ପୂର୍ବରୁ ଟିମ ଇଣ୍ଡିଆର ନୂଆ ଜର୍ସି ଲଞ୍ଚ

ନୂଆଦିଲ୍ଲୀ,୨।୫: ଜୁନ ୭ରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପୂର୍ବରୁ ଆଡିଡାସ ଇଣ୍ଡିଆ ଟିମ ଇଣ୍ଡିଆର ନୂଆ ଜର୍ସି…