ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ ତାଙ୍କର…

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ ତାଙ୍କ…

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ ବିଧାନସଭା…

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ ଧନୁଯାତ୍ରା…

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ ସୀମାରେ…

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର ସାହି…

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ ଦଳ…

ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି କରିଛି।…

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି ଆଗ୍ରହ…

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି। ଯେଉଁମାନେ…