ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସୁରକ୍ଷାରେ ତ୍ରୁଟି

କୋଲକାତା,୨୧।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସୁରକ୍ଷାକୁ ନେଇ ଏକ ମାମଲା ସାମ୍ନାକୁ ଆସିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତିଙ୍କୁ ପଶ୍ଚିମବଙ୍ଗ ପୋଲିସ…

ଛକ ଜଗିଛି ପୋଲିସ, ଗଳିରେ ଅପରାଧ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଛୋଟ ବଡ଼ ଚୋରି, ଲୁଟ୍‌ଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟୁଛି। କଥାକଥାକେ ଲୋକଙ୍କୁ ହତ୍ୟା…

କୁମ୍ଭୀରକୁ ଏମିତି ଶିକାର କଲେ ସିଂହପଲ, ଭିଡିଓ ଦେଖିଲେ…

କଥାରେ ଅଛି, କୁମ୍ଭୀର ଯଦି ପାଣିରେ ଥାଏ, ତେବେ ସିଂହ ବି ପାଣିକୁ ଓହ୍ଲାଇବା ବିପଜ୍ଜନକ ହୋଇଥାଏ। ଏହା ପୂର୍ବରୁ ଶହେ ଥର ଭାବିବାକୁ ପଡ଼େ। କିନ୍ତୁ…

ଶହ ଶହ ବର୍ଷ ପରେ ଜୁଲାଇ ସବୁଠାରୁ ଉତ୍ତପ୍ତ ମାସ, ୨୦୨୪ରେ ବିଗିଡିବ ପରିସ୍ଥିତି, ଚେତାବନୀ ଦେଲେ ନାସା ବୈଜ୍ଞାନିକ

ଓ୍ବାଶିଂଟନ,୨୧।୭: ବିଶ୍ୱରେ ବଢି ଚାଲିଥିବା ତାପମାତ୍ରାକୁ ନେଇ ସମସ୍ତେ ଅସ୍ତବ୍ୟସ୍ତ ହୋଇପଡିଲେଣି। ଏବେ ନାସାର ଜଣେ ବୈଜ୍ଞାନିକ ଚେତାବନୀ ଦେଇଛନ୍ତି କି ଆଗକୁ ଏହି ସମସ୍ୟା ଆହୁରି…

୫-ଟି ସଚିବଙ୍କ ଗସ୍ତକୁ ବିରୋଧ କରି ଅଣ୍ଡାମାଡ଼

ନୟାଗଡ଼,୨୧ା୭(ଲୋକନାଥ ମିଶ୍ର): ଶୁକ୍ରବାର ୫-ଟି ସଚିବ ଭି.କେ ପାଣ୍ଡିଆନ ଓଡ଼ଗାଁ ଗସ୍ତରେ ଆକାଶପଥରେ ଆସି ମହୋତ୍ସବ ପଡ଼ିଆରେ ଓହ୍ଲାଇଥିଲେ। ସେଠାରୁ ବ୍ୟାପକ ପୋଲିସ ବନ୍ଦୋବସ୍ତରେ ବ୍ଲକ ଅଫିସ…

‘ଇଣ୍ଡିଆ’ ଆଶା କରୁଛି ଯେ ଆପଣ ସଂସଦରେ ମଣିପୁର ଉପରେ ଜବାବ ଦେବେ, ପ୍ରଧାନମନ୍ତ୍ରୀଙ୍କୁ ଏଭଳି କହିଲେ ଖାର୍ଗେ

ନୂଆଦିଲ୍ଲୀ,୨୧।୭: ମଣିପୁରରେ ୨ ଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାର ଏକ ପୁରୁଣା ଭିଡିଓ ସାମ୍ନାକୁ ଆସିବା ପରେ ସାରା ଦେଶରେ ଉତ୍ତେଜନା ଦେଖାଦେଇଛି।…

୩୭ ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ହେବ ରକ୍ଷଣାବେକ୍ଷଣ

ଭୁବନେଶ୍ୱର,୨୧ା୭(ଅସାମାପିକା ସାହୁ): ରାଜ୍ୟର ୧୧୧ ପୌରସଂସ୍ଥାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅଧୀନରେ ପ୍ରତିଷ୍ଠା ହୋଇଥିବା ୩୭ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣାବେକ୍ଷଣ…

ସେମାନେ କୁମ୍ଭିର କାନ୍ଦଣା କାନ୍ଦୁଛନ୍ତି: ସଞ୍ଜୟ ରାଉତ

ନୂଆଦିଲ୍ଲୀ,୨୧।୭: ଶିବସେନା(ୟୁଟିବି)ଏମପି ସଞ୍ଜୟ ରାଉତ ମଣିପୁର ଭାଇରାଲ ଭିଡିଓକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ କି ମଣିପୁର ହିଂସାକୁ…

ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେଙ୍କୁ ଭେଟିଛନ୍ତି। ଏହାପୂର୍ବରୁ ଶ୍ରୀଲଙ୍କାର ରାଷ୍ଟ୍ରପତି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲଙ୍କୁ ଭେଟିଥିଲେ। ଦୁଇ…

ଫ୍ଲାଇଆଶ୍‌ରେ ପୋତି ହେଲା ଚାଷଜମି

ଦେବଗଡ,୨୧ା୭(ଶଶାଙ୍କ ଶେଖର ଝାଙ୍କର): ନିର୍ମାଣକାରୀ ସଂସ୍ଥାର ଦାୟିତ୍ୱହୀନତା ଯୋଗୁଁ ଫ୍ଲାଇଆଶ୍‌(ପାଉଁଶ)ରେ ପୋତିହୋଇ ଦେବଗଡ ଜିଲା ବାରକୋଟ ବ୍ଲକ ଖୁଲୁଣ୍ଡିକୁଦର ଗ୍ରାମର ୨୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ନଷ୍ଟ…