ଫୋନ୍‌ ପାଇଁ ଜଳଭଣ୍ଡାର ଶୁଖାଇଦେଲେ ସରକାରୀ ବାବୁ

ରାୟପୁର, ୨୬ା୫: ଛତିଶଗଡ଼ର ଜଣେ ସରକାରୀ ବାବୁଙ୍କ ମୋବାଇଲ୍‌ ଫୋନ୍‌ ଜଳଭଣ୍ଡାରରେ ଖସିପଡ଼ିବାରୁ ଚାଷଜମିକୁ ଜଳସେଚନ ପାଇଁ ଉଦ୍ଦିଷ୍ଟ ଲକ୍ଷାଧିକ ଗ୍ୟାଲୋନ୍‌ ପାଣିକୁ ଶୁଖାଇ ଦିଆଯାଇଛି। ପମ୍ପ…

ରିଷଭ ପନ୍ଥକୁ ନେଇ ଆସିଲା ବଡ଼ ଖବର, ଓ୍ବାଲର୍‌ଡ କପ୍‌ ପୂର୍ବରୁ କରିବେ କମବ୍ୟାକ୍!

ନୂଆଦିଲ୍ଲୀ,୨୬।୫: ମଇଦାନକୁ ପୁଣି ଫେରୁଛନ୍ତି ଷ୍ଟାର୍‌ ଖେଳାଳି ରିଷଭ ପନ୍ଥ। ଏନେଇ ସୂଚନା ଦେଇଛନ୍ତି ଏସ୍‌.ଶ୍ରୀସନ୍ଥ। ଟିମ୍‌ ଇଣ୍ଡିଆର ଷ୍ଟାର୍‌ ଓ୍ବିକେଟକିପର୍‌ ପନ୍ଥ ପୂର୍ବ ବର୍ଷ ଡିସେମ୍ବରରେ…

ଟସ ଜିତି ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ ନିଷ୍ପତ୍ତି

ଅହମ୍ମଦାବାଦ,୨୬।୫: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ ୨୦୨୩ର ଦ୍ୱିତୀୟ କ୍ବାଲିଫାୟର ମ୍ୟାଚ ଗୁଜୁରାଟ ଟାଇଟନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଆରମ୍ଭ ହୋଇଛି। ବର୍ଷା…

ଓଡ଼ିଶା: ଆଜିର ଫଟୋ (ମେ ୨୬, ୨୦୨୩ )

 କଟକ ଗଡ଼ଗଡ଼େଶ୍ୱର ମନ୍ଦିର ପ୍ରାଙ୍ଗଣରେ 'ତୂଳୀରେ ବିବଶ ମହାନଦୀ' ଚିତ୍ରକଳା ଶିବିର    କଟକ ଜଗତପୁର ମହାନଦୀ ବ୍ୟାରେଜ ଠାରେ କ୍ଷେତ୍ର ପରିଦର୍ଶନ କଲେ ମହାନଦୀ ଟ୍ରିବ୍ୟୁନାଲ…

ହତ୍ୟା ମାମଲାରେ ଦୋଷୀଙ୍କୁ ଅଜୀବନ ଜେଲ

ବାଲେଶ୍ୱର ଅଫିସ,୨୬।୫: ବାଲେଶ୍ୱର ଏସ୍‌ସି ଆଣ୍ଡ ଏସ୍‌ଟି କୋର୍ଟର ସ୍ବତନ୍ତ୍ର ଜଜ୍‌ ଲିଲିପ୍ତା ପଶାୟତ ଶୁକ୍ରବାର ଏକ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଝୁମ୍ପୁରା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ବାଲିବନ୍ଧ ଫରେଷ୍ଟ ଲକ୍ଷ୍ମୀପଶି ବିଟ୍‌ ମହାଦେବପୁର ଜଙ୍ଗଲରେ ଶୁକୁବ୍ରାର ଏକ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ…

ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଏସି ଅଚଳ,ରୋଗୀ ହନ୍ତସନ୍ତ

କେନ୍ଦୁଝର,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତାପମାତ୍ରା 40 ଡିଗ୍ରୀ ଟପିଥିବା ବେଳେ ପ୍ରବଳ ଗରମରେ ଲୋକ ମାନେ ସଢୁଛନ୍ତି। ଏଭଳି ପରିସ୍ଥିତିରେ ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ…

ଏମ୍‌ସରୁ ଟିକେଟ୍‌ କାଟି ୧୦ ହଜାରରେ ବିକୁଥିଲେ, ଧରିଲା ପୋଲିସ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏମ୍‌ସ ପରିସରରୁ ୨ ବଙ୍ଗୀୟ ଦଲାଲଙ୍କୁ କମିଶନରେଟ ପୋଲିସ ଶୁକ୍ରବାର କାବୁ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ମେଦନାପୁର ଅଞ୍ଚଳର ଅମିତ ପ୍ରତିହାରୀ ଓ…

କର୍ନାଟକରେ ୨୦ ନେତା ହୋଇପାରନ୍ତି ମନ୍ତ୍ରୀ, କାଲି ଶପଥ ଗ୍ରହଣ

ବେଙ୍ଗାଲୁରୁ,୨୬।୫: କର୍ନାଟକ ସରକାରଙ୍କର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଶନିବାର ହେବ। ଏଚକେ ପାଟିଲ, ରହିମ ଖାଁ, ବି ସୁରେଶଙ୍କ ସମେତ ୨୦ ଜଣ ନେତା ସରକାରରେ ସାମିଲ ହେଇପାରନ୍ତି।…

ହଜିବାକୁ ବସିଛି ପାରମ୍ପାରିକ ଦେଶୀ ସୁଢି ଆମ୍ବ

କେନ୍ଦୁଝର,୨୬।୫(ସ୍ବ.ପ୍ର): କେନ୍ଦୁଝର ଜିଲାର ବଣପାହାଡ ତଥା ବାଡି ବଗିଚାରେ ଅଞ୍ଚଳରେ ଫଳୁଥିବା ଦେଶୀ ଆମ୍ବର ଚାହିଦା କମିବାକୁ ବସିଛି। ଯାହାକୁ ସ୍ଥାନୀୟ ଭାଷାରେ ସୁଢି ଆମ୍ବ କୁହାଯାଏ।…