ମଜୁରି ଟଙ୍କା ମାଗିବାରୁ ହତ୍ୟା

ସଇଁତଳା,୨୪ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ଥାନା ଟିକ୍ରାପଡ଼ା ଫାଣ୍ଡି ଅଧୀନ ଦେଓଗାଁରେ ବୁଦ୍ଧଦେବ ନାଗ(୨୯)ଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଘଟଣାରେ ପୋଲିସ ବୁଧବାର ୨ଜଣଙ୍କୁ ଗିରଫ…

ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା

ସମ୍ବଲପୁର,୨୪ା୫(ବ୍ୟୁରୋ): ସମ୍ବଲପୁରର ପ୍ରସିଦ୍ଧ ଶୀଳତଷଷ୍ଠୀ ଯାତ୍ରାର ମୁଖ୍ୟ ଲୋକାଚାର ଭାବେ ରୀତିନୀତିରେ ମହାଦେବ ଓ ଜଗଜ୍ଜନନୀ ମା’ ପାର୍ବତୀଙ୍କ ଲୌକିକ ବିବାହ ସମ୍ପନ୍ନ ହୋଇଛି। ଗୁରୁବାର ବ୍ରାହ୍ମମୁହୂର୍ତ୍ତରେ…

ଜବରଦଖଲରେ କେନାଲ ଜାଗା,ଚାଷରୁ ମୁହଁ ଫେରାଇଲେଣି ଚାଷୀ

ନିରାକାରପୁର,୨୪ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଷୀଙ୍କ ସୁବିଧା ପାଇଁ ୧୯୮୧ ଡିସେମ୍ବର ୨୧ରେ ରାମେଶ୍ୱରଗଡ଼ଠାରେ ଏକ ବ୍ୟାରେଜ ନିର୍ମାଣ କରାଯାଇ ନଦୀଠାରୁ…

ବିରୋଧୀଙ୍କ ନିଷ୍ପତ୍ତିକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୪ା୫: ଆସନ୍ତା ୨୮ ତାରିଖରେ ପାର୍ଲାମେଣ୍ଟର ନୂଆ ବିଲ୍ଡିଂକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସଂସଦର ନୂଆ କୋଠାକୁ ପ୍ରଧାନମନ୍ତ୍ରୀଙ୍କ ପରିବର୍ତ୍ତେ ରାଷ୍ଟ୍ରପତି…

ଓଡ଼ିଶା: ଆଜିର ଫଟୋ (ମେ ୨୪, ୨୦୨୩)

ବ୍ରହ୍ମପୁର ଗୋଷଣିନୁଆଗାଁ ଉତ୍ତରେଶ୍ୱର ମନ୍ଦିରରେ ଶିବ ପାର୍ବତୀ ବିବାହ ଉତ୍ସବ     କଟକ ଗଡଗଡ଼େଶ୍ୱର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହରପାର୍ବତୀ ବିବାହ ଉତ୍ସବ    …

ଲକ୍ଷ୍ନୌ ଆଗରେ ୧୮୩ ରନ୍‌ର ଟାର୍ଗେଟ୍‌

ଚେନ୍ନାଇ,୨୪।୫: ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା ଆଇପିଏଲ୍‌-୨୦୨୩ର ଏଲିମିନେଟର ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ।…

ସୋରଡ଼ାର ବିଭିନ୍ନ ଶୈବପୀଠରେ ଶୀତଳଷଷ୍ଠୀ

ସୋରଡ଼ା,୨୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ଶୈବପୀଠରେ ଶୀତଳଷଷ୍ଠୀ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଗାଜଲବାଡ଼ି ନିକଟ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା…

ବଜ୍ରପାତରେ ଜଳିଗଲା ଘର, ଜଣଙ୍କର ମୃତ୍ୟୁ

ଚାନ୍ଦବାଲି,୨୪ା୫(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ହୋଇଥିବା ଅଦିନିଆ କାଳବୈଶାଖୀରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର ଜଳେଶ୍ବରପୁର ପଞ୍ଚାୟତ ଅନ୍ତର୍ଗତ ନୂଆଗାଁ ଇଛାପୁର ଗ୍ରାମର କାଳନ୍ଦୀ ମହାନ୍ତିଙ୍କ ପୁଅ ଅଜୟ(୩୯)…

୩୬୦ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୪ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ବୁଧବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ଉତ୍ତରପ୍ରଦେଶ…

କୋରାପୁଟରେ ନୂଆ ଡିଆଇଜି ଭାବେ ଦାୟିତ୍ୱ ନେଲେ ଚରଣ ସିଂ ମିନା

କୋରାପୁଟ,୨୪ା୫(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ବୁଧବାର ବରିଷ୍ଠ ଆଇପିଏସ ଚରଣ ସିଂ ମିନା ଦାୟିତ୍ୱ ଗ୍ରହଣ କରିଛନ୍ତି। କୋରାପୁଟସ୍ଥିତ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କାର୍ଯ୍ୟାଳୟରେ…